Base Word
כַּלָּה
Short Definitiona bride (as if perfect); hence, a son's wife
Long Definitionbride, daughter-in-law
Derivationfrom H3634
International Phonetic Alphabetkɑlˈlɔː
IPA modkɑˈlɑː
Syllablekallâ
Dictionkahl-LAW
Diction Modka-LA
Usagebride, daughter-in-law, spouse
Part of speechn-f

Genesis 11:31
ତରହେ ଆପଣା ପୁତ୍ର ଅବ୍ରାମକୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ ଏବଂ ଅବ୍ରାମଙ୍କ ସ୍ତ୍ରୀ ସାରୀ ପୁତ୍ରବଧୁଙ୍କୁ ସଂଗ ରେ ନଲୋ। ଏବଂ ସେ ସମସ୍ତ କଲଦୀଯମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ଯ ରେ ୟାତ୍ରା କରି ହାରଣ ନଗର ରେ ବସତି ସ୍ଥାପନ କଲେ।

Genesis 38:11
ଏହାପରେ ଯିହୁଦା ତା'ର ପୁତ୍ର ବଧୁ ତାମରକୁ କହିଲେ, ତୁମ୍ଭେ ତୁମ୍ଭର ପିତୃ ଗୃହକୁ ୟାଅ। ଏବଂ ମାରେ କନିଷ୍ଠ ପୁତ୍ରଶିଲା ୟୁବକ ନ ହବୋ ପର୍ୟ୍ଯନ୍ତ ବିବାହ କର ନାହିଁ। ଯିହୁଦା ଭୟ କଲେ ଯେ ଯଦି ତା'ର ଭାଇମାନଙ୍କ ପରି ଶଲୋ ହିଁ ମରିୟିବ। ଏଣୁ ତାମର ତା' ପିତୃ ଗୃହକୁ ୟାଇ ବାସକଲା।

Genesis 38:16
ତେଣୁ ଯିହୁଦା ତାଙ୍କ ପାଖକୁ ଗଲେ ଏବଂ କହିଲେ, ତୁମ୍ଭ ସହିତ ମାେତେ ସହବାସ କରିବାକୁ ଦିଅ। ସେ ତାଙ୍କର ପୁତ୍ରବଧୁ ବୋଲି ଯିହୁଦା ଜାଣି ନଥିଲେ।

Genesis 38:24
ପ୍ରାଯ ତିନିମାସ ୟିବା ପରେ, କହେି ଲୋକ ଯିହୁଦାକୁ କହିଲେ, ତୁମ୍ଭର ପୁତ୍ରବଧୁ ତାମର ବେଶ୍ଯା ପରି ବର୍ଭଧାରଣ କରିଛି।

Leviticus 18:15
ତୁମ୍ଭେ ତୁମ୍ଭର ପୁଅର ବୋହୂ ସହିତ ଦୈହିକ ସଂପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ପୁତ୍ରବଧୁ। ତୁମ୍ଭେ ତାହା ସହିତ ୟୌନ ସଂପର୍କ ରଖିବ ନାହିଁ।

Leviticus 20:12
ଯଦି କୌଣସି ଲୋକ ତା'ର ପୁତ୍ରବଧୂ ସହିତ ୟୌନ ସଂପର୍କ ରେଖ, ତବେେ ସେ ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ହତ୍ଯା କରାୟିବା ଉଚିତ୍। ସମାନେେ ଅତି ଜଘନ୍ଯ ଅପରାଧ କରିଛନ୍ତି ଓ ସମାନେେ ମୃତ୍ଯୁଦଣ୍ଡ ପାଇବେ।

Ruth 1:6
ଯେତବେେଳେ ନୟମୀ ମାୟୋବର ପର୍ବତମଯ ଦେଶ ରେ ବାସ କରୁଥିଲା, ସେ ଜାଣିବାକକ୍ସ୍ଟ ପାଇଲା ଯେ, ପରମଶ୍ବର ତାଙ୍କର ଲୋକମାନଙ୍କୁ ସାହାୟ୍ଯ କରୁଛନ୍ତି। ସେ ୟିହକ୍ସ୍ଟଦାର ଲୋକମାନଙ୍କୁ ଖାଦ୍ୟ ଦେଉଛନ୍ତି। ତେଣୁ ସେ ମାୟୋବ ଦେଶ ଛାଡି ନିଜ ଦେଶକକ୍ସ୍ଟ ଫରେିୟିବା ପାଇଁ ନିଷ୍ପତ୍ତି ନଲୋ। ତା'ର ପକ୍ସ୍ଟତ୍ରବଧୂମାନେ ମଧ୍ଯ ତା ସହିତ ୟିବା ପାଇଁ ନିଷ୍ପତ୍ତି ନେଲେ।

Ruth 1:7
ତେଣୁ ସେ ତା'ର ପକ୍ସ୍ଟତ୍ର ବଧୂମାନଙ୍କୁ ଧରି ତା'ର ବାସସ୍ଥାନ ଛାଡି ୟିହକ୍ସ୍ଟଦାକକ୍ସ୍ଟ ଗ୍ଭଲି ଆସିଲା।

Ruth 1:8
ଏହାପରେ ନୟମୀ ତା'ର ପକ୍ସ୍ଟତ୍ରବଧୂମାନଙ୍କୁ କହିଲା, ତୁମ୍ଭମାନଙ୍କେ ମଧ୍ଯରକ୍ସ୍ଟ ପ୍ରେତ୍ୟକକ ତୁମ୍ଭମାନଙ୍କର ମା' ପାଖକକ୍ସ୍ଟ ଫରେିୟାଅ। ତୁମ୍ଭମାନେେ ତୁମ୍ଭମାନଙ୍କର ସ୍ବାମୀମାନଙ୍କ ପ୍ରତି, ଯେଉଁମାନେ କି ବର୍ତ୍ତମାନ ମୃତ ଓ ମାେ ପ୍ରତି ଦୟା ଦଖାଇେଛ। ତେଣୁ ମୁ ପ୍ରାର୍ଥନା କରେ ଯେ, ସଦାପ୍ରଭୁ ତୁମ୍ଭଙ୍କୁ ଉତ୍ତମତା ଓ ଦୟା ଦଖାଇବେେ।

Ruth 1:22
ଏହିପରି ଭାବରେ ବାର୍ଲି ଅମଳ ଆରମ୍ଭ ହବୋ ସମୟରେ ନୟମୀ ଏବଂ ତା'ର ପକ୍ସ୍ଟତ୍ରବଧୂ ଋତ ମାୟୋବର ପାର୍ବତ୍ଯ ଦେଶରକ୍ସ୍ଟ ବୈଥଲହମେକକ୍ସ୍ଟ ଫରେି ଆସିଲେ।

Occurences : 34

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்