Base Word
כַּרְמִיל
Short Definitioncarmine, a deep red
Long Definitioncrimson, red, carmine
Derivationprobably of foreign origin
International Phonetic Alphabetkɑrˈmɪi̯l
IPA modkɑʁˈmiːl
Syllablekarmîl
Dictionkahr-MEEL
Diction Modkahr-MEEL
Usagecrimson
Part of speechn-m

2 Chronicles 2:7
ବର୍ତ୍ତମାନ, ଆପଣ ମାେ ନିକଟକୁ ସ୍ବର୍ଣ୍ଣ, ରେ ୗପ୍ୟ, ପିତ୍ତଳ, ଓ ଲୌହ କର୍ମ ରେ ପାରଦର୍ଶୀ ଏକ ବ୍ଯକ୍ତିକୁ ପଠାଇବାକୁ ମୁଁ ଚା ହେଁ। ସହେି ବ୍ଯକ୍ତି ବାଇଗଣୀ, ଲାଲ୍ ଏବଂ ନୀଳ ବର୍ଣ୍ଣର ଲୁଗା ରେ କାର୍ୟ୍ଯ କରିପାରୁଥିବା ଆବଶ୍ଯକ। ମାରେବାପାଙ୍କ ଦ୍ବାରା ମନୋନୀତ କାରିଗରମାନଙ୍କ ସହ ସହେି ବ୍ଯକ୍ତି ଯିହୁଦା ଏବଂ ୟିରୁଶାଲମ ରେ କାର୍ୟ୍ଯ କରିବ।

2 Chronicles 2:14
ତାଙ୍କର ମାଆ ଦାନ ଗୋଷ୍ଠୀରୁ ଆସିଥିଲେ ଏବଂ ତାଙ୍କ ବାପା ସୋର ସହରରୁ ଆସିଥିଲେ। ତାଙ୍କର ସ୍ବର୍ଣ୍ଣ, ରେ ୗପ୍ୟ, ପିତ୍ତଳ, ଲୌହ, ପ୍ରସ୍ତର ଓ କାଠ ଉପରେ କାର୍ୟ୍ଯ କରିବାର ଦକ୍ଷତା ଅଛି ଏବଂ ବାଇଗଣୀ, ଲାଲ୍, ନୀଳ ଓ ଦାମୀ ବସ୍ତ୍ର ଉପରେ ମଧ୍ଯ କାର୍ୟ୍ଯ କରିବାର ଦକ୍ଷତା ଅଛି। ତାଙ୍କୁ ତୁମ୍ଭେ ଯାହାକିଛି ତିଆରି କରିବାକୁ କହିବ, ସେ ତାହା କରିପାରିବେ। ସେ ତୁମ୍ଭର କାରିଗର ଓ ତୁମ୍ଭ ବାପାଙ୍କ କାରିଗରମାନଙ୍କ ସହ ମିଶି କାର୍ୟ୍ଯ କରିବେ।

2 Chronicles 3:14
ଶଲୋମନ ନୀଳ, ବାଇବଗଣୀ, ଏବଂ ଲାଲ୍ ରଙ୍ଗର ଦାବୀ ବସ୍ତ୍ର ବ୍ଯବହାର କରି ପରଦା ବନାଇଲେ। ଏହି ପରଦା ଉପରେ ଶଲୋମନ କିରୁବା ଦୂତଗଣକୃତି ବୁଣିଲେ।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்