Base Word
כֶּתֶם
Short Definitionproperly, something carved out, i.e., ore; hence, gold (pure as originally mined)
Long Definitiongold, pure gold
Derivationfrom H3799
International Phonetic Alphabetkɛˈt̪ɛm
IPA modkɛˈtɛm
Syllableketem
Dictionkeh-TEM
Diction Modkeh-TEM
Usage((most) fine, pure) gold(-en wedge)
Part of speechn-m

Job 28:16
ତୁମ୍ଭେ ଜ୍ଞାନକୁ ଓଫୀରର ସୁନା, ବହୁମୂଲ୍ଯ, ଗୋମଦେକ ଓ ନୀଳକାନ୍ତ ମଣି ବଦଳ ରେ କିଣିପାରିବ ନାହିଁ।

Job 28:19
କୂଶ ଦେଶରୁ ମିଳୁଥିବା ହଳଦିଆ ପୋଖରାଜ ମଣି ମଧ୍ଯ ଜ୍ଞାନଭଳି ମୂଲ୍ଯବାନ ନୁହେଁ। ତୁମ୍ଭେ ଖାଣ୍ଟି ସୁନା ବଦଳ ରେ ଜ୍ଞାନ କିଣିପାରିବ ନାହିଁ।

Job 31:24
ମାରେ ସମ୍ପତ୍ତିକୁ ମୁଁ କବେେ ବିଶ୍ବାସ କରେ ନାହିଁ। ପରମେଶ୍ବରଙ୍କ ସାହାୟ୍ଯକୁ ବିଶ୍ବାସ କରେ। ଖାଣ୍ଟି ସୁନାକୁ ମୁଁ କବେେ କ ହେ ନାହିଁ, 'ତୁ ମାରେ ଆଶା।'

Psalm 45:9
ତୁମ୍ଭ ବିବାହରେ ୟୋଗ ଦଇେଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି। ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାଶର୍‌ବରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଓ ପୋଷାକ ପିନ୍ଧି ଛିଡ଼ା ହାଇେଛନ୍ତି।

Proverbs 25:12
ଯଦି ଜଣେ ଜ୍ଞାନୀ ଲୋକର ଗାଳି ପରି ଧ୍ଯାନ ଦିଅ, ଏହା ଖାଣ୍ଟି ସୁବର୍ଣ୍ଣର ମୁଦିଠାରୁ କିମ୍ବା ସବୁଠୁ ଖାଣ୍ଟି ସୁବର୍ଣ୍ଣର ଅନ୍ଯାନ୍ଯ ଅଳଙ୍କାରଠାରୁ ମୂଲ୍ଯବାନ ଅଟେ।

Song of Solomon 5:11
ତାଙ୍କର ମସ୍କ ଶୁଦ୍ଧ ସୁବର୍ଣ୍ଣ ତୁଲ୍ଯ। ତାଙ୍କର କେଶ କୁଞ୍ଚିତ ଓ ଡାମରା କୁଆପରି କୃଷ୍ଣବର୍ଣ୍ଣ।

Isaiah 13:12
ଦୁଲର୍‌ଲଭ ସୁବର୍ଣ୍ଣ ପରି ଅଳ୍ପ, କେତକେ ଉତ୍ତମ ଲୋକ ରହିବେ ଓ ସମାନେେ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉଜ୍ଜ୍ବଳ ଭାବରେ ଦୀପ୍ତି ବିକାଶ କରିବେ।

Lamentations 4:1
ଦେଖ, ସୁବର୍ଣ୍ଣ କିପରି ମଳିନ ହାଇେଅଛି। ଅତ୍ଯନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହାଇେଅଛି। ପବିତ୍ର ସ୍ଥାନର ରତ୍ନସବୁ ରାଜ ରାସ୍ତା ରେ ବିକ୍ଷିପ୍ତ ହାଇେ ପଡ଼ିଅଛି।

Daniel 10:5
ସଠାେ ରେ ଛିଡା ହାଇେଥିଲା ବେଳେ ମୁଁ, ଶୁକ୍ଲ ବସ୍ତ୍ର ପରିହିତ ଓ ସୁବର୍ଣ୍ଣର ଏକ ବନ୍ଧନୀ କଟୀ ଦେଶ ରେ ଥିବା ଏକ ମନୁଷ୍ଯକୁ ଦେଖିଲି।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்