Base Word
לוֹט
Short DefinitionLot, Abraham's nephew
Long Definitionson of Haran and Abraham's nephew who settled in Sodom and was delivered from its destruction by God
Derivationthe same as H3875
International Phonetic Alphabetlot̪’
IPA modlo̞wt
Syllablelôṭ
Dictionlote
Diction Modlote
UsageLot
Part of speechn-pr-m

Genesis 11:27
ଏହା ଅଟେ ତରହରେ ବଂଶାବଳୀ। ତରହେ ଥିଲେ ଅବ୍ରାମ, ନାହାରେ ଓ ହାରୋଣର ପିତା। ହାରୋଣ ଲୋଟକୁ ଜନ୍ମ କଲା।

Genesis 11:31
ତରହେ ଆପଣା ପୁତ୍ର ଅବ୍ରାମକୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ ଏବଂ ଅବ୍ରାମଙ୍କ ସ୍ତ୍ରୀ ସାରୀ ପୁତ୍ରବଧୁଙ୍କୁ ସଂଗ ରେ ନଲୋ। ଏବଂ ସେ ସମସ୍ତ କଲଦୀଯମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ଯ ରେ ୟାତ୍ରା କରି ହାରଣ ନଗର ରେ ବସତି ସ୍ଥାପନ କଲେ।

Genesis 12:4
ସଦାପ୍ରଭୁଙ୍କର ବାକ୍ଯାନୁସା ରେ ଅବ୍ରାମ ହାରୋଣକୁ ପରିତ୍ଯାଗ କଲେ ଏବଂ ଲୋଟ ମଧ୍ଯ ତାଙ୍କ ସଙ୍ଗ ରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବଯସ ପଞ୍ଚସ୍ତରି ବର୍ଷ ହାଇେଥିଲା।

Genesis 12:5
ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠା ରେ ଆପଣାମାନଙ୍କ ସଂଚ଼ିତ ଧନ ଏବଂ ଲବ୍ଧ ପ୍ରାଣୀମାନଙ୍କୁ ଘନେି କିଣାନ ଦେଶକୁ ୟାତ୍ରା କଲେ।

Genesis 13:1
ତେଣୁ ଅବ୍ରାମ ମିଶର ପରିତ୍ଯାଗ କଲେ। ସେ ତାଙ୍କର ସ୍ତ୍ରୀ ଓ ତାଙ୍କର ସବୁ ନିଜର ସମସ୍ତ ଜିନିଷଧରି ଲୋଟ ସହିତ ନଗେଭେକୁ ୟାତ୍ରା କଲେ।

Genesis 13:5
ସହେି ସମୟରେ ଲୋଟ ମଧ୍ଯ ଅବ୍ରାମଙ୍କ ସହିତ ୟାତ୍ରା କରୁଥିଲେ। ଲୋଟଙ୍କର ମଧ୍ଯ ମଷେ, ପଶୁପଲ ଓ ତମ୍ବୁ ଥିଲା।

Genesis 13:7
ସହେି ସମୟରେ ସଠାେରେ କିଣାନୀଯ ଓ ପିରିଜୀଯ ଲୋକମାନେ ସଠାେରେ ବାସ କରୁଥିଲେ। ଅବ୍ରାମଙ୍କର ଓ ଲୋଟଙ୍କର ମଷେପାଳକମାନଙ୍କ ମଧିଅରେ ଝଗଡ଼ା ହେଲା।

Genesis 13:8
ତେଣୁ ଅବ୍ରାମ ଲୋଟଙ୍କୁ କହିଲେ, ତୁମ୍ଭେ ଆମ୍ଭ ମଧିଅରେ କଳହ ହବୋ ଉଚ଼ିତ ନୁହେଁ। ତୁମ୍ଭର ଲୋକ ଓ ମାେ ଲୋକ ମଧିଅରେ କଳହ ହବୋ ଠାକ୍ ନୁହେଁ କାରଣ ଆମ୍ଭମାନେେ ପରସ୍ପର ଭାଇ।

Genesis 13:10
ଲୋଟ ୟର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସଠାେରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହ ମାରୋକୁ ଧ୍ବଂସ କରିବା ପୂର୍ବରୁ ଏହାଥିଲା। ସହେି ସମୟରେ ୟର୍ଦ୍ଦନ ଉପତ୍ୟକା ସୋଯର ପର୍ୟ୍ଯନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ଯ ଥିଲା।

Genesis 13:11
ତେଣୁ ଲୋଟ ୟର୍ଦ୍ଦନ ଉପତ୍ୟକାକୁ ବାଛିଲେ। ଏହି ଦୁଇଲୋକ ଅଲଗା ହାଇଗେଲେ ଓ ଲୋଟ ପୂର୍ବଦିଗକୁ ୟାତ୍ରା କଲେ।

Occurences : 33

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்