Base Word
מָאן
Short Definitiona utensil
Long Definitionvessel, utensil
Derivationprobably from a root corresponding to H0579 in the sense of an inclosure by sides
International Phonetic Alphabetmɔːn̪
IPA modmɑːn
Syllablemān
Dictionmawn
Diction Modmahn
Usagevessel
Part of speechn-m

Ezra 5:14
ଆହୁରି ନବୂଖଦ୍ନିତ୍ସର ପରମେଶ୍ବରଙ୍କ ମନ୍ଦିରର ଯେଉଁସବୁ ସ୍ବର୍ଣ୍ଣ ଓ ରେ ୗପ୍ୟ ପାତ୍ର ୟିରୁଶାଲମସ୍ଥ ମନ୍ଦିରରୁ ନଇେ ବାବିଲସ୍ଥ ମନ୍ଦିରକୁ ଆଣିଲା, ତାହାସବୁ କରୋସ୍ ରାଜା ବାବିଲସ୍ଥ ମନ୍ଦିରରୁ ବାହାରକରି ଦେଲେ। ପୁଣି ସେସବୁ ଶେଶବସର ନାମକ ତାଙ୍କ ଦ୍ବାରା ନିୟୁକ୍ତ ଶାସନକର୍ତ୍ତା ହସ୍ତ ରେ ସମର୍ପିତ କଲେ।

Ezra 5:15
ସେ ତାହାକୁ କହିଲେ, ଏହିସବୁ ପାତ୍ର ନଇେ ୟିରୁଶାଲମସ୍ଥ ମନ୍ଦିର ରେ ରଖ ଓ ପରମେଶ୍ବରଙ୍କ ମନ୍ଦିର ସ୍ବସ୍ଥାନ ରେ ନିର୍ମିତ ହେଉ।

Ezra 6:5
ପରମେଶ୍ବରଙ୍କ ମନ୍ଦିରର ଯେଉଁ ସବୁ ସୁନା ଓ ରୂପାପାତ୍ର ନବୂଖଦ୍ନିତ୍ସର ୟିରୁଶାଲମସ୍ଥ ମନ୍ଦିରରୁ ନଇେ ବାବିଲକୁ ଆଣିଥିଲା, ତାହାସବୁ ଫରୋଇ ଦିଆଯାଉ। ଏବଂ ପ୍ରେତ୍ୟକକ ପାତ୍ର ପୁନର୍ବାର ୟିରୁଶାଲମସ୍ଥ ମନ୍ଦିରର ନିଜ ନିଜ ସ୍ଥାନକୁ ଅଣାଯାଉ। ଆଉ ତୁମ୍ଭେ ପରମେଶ୍ବରଙ୍କ ମନ୍ଦିର ରେ ତାହା ସବୁ ରଖ।

Ezra 7:19
ପୁଣି ତୁମ୍ଭେ ପରମେଶ୍ବରଙ୍କ ମନ୍ଦିରର ସବୋର୍ଥକ ଯେ ସକଳପାତ୍ର ତୁମ୍ଭକୁ ଦିଆ ଯାଉଅଛି। ତାହାସବୁ ୟିରୁଶାଲମର ପରମେଶ୍ବରଙ୍କ ସମ୍ମୁଖ ରେ ସମର୍ପଣ କର।

Daniel 5:2
ବେଲ୍ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖଦ୍ନିତ୍ସର। ୟିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପା ରେ ପାତ୍ରଗୁଡିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥି ରେ ସେ, ତାଙ୍କର ଅମାତ୍ଯଗଣ, ତାଙ୍କର ପତ୍ନିଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ।

Daniel 5:3
ତାଙ୍କର ଲୋକମାନେ ୟିରୁଶାଲମସ୍ଥ ମନ୍ଦିରରୁ ଅର୍ଥାତ୍ ପରମେଶ୍ବରଙ୍କ ମନ୍ଦିରରୁ ଯେଉଁସବୁ ସୁବର୍ଣ୍ଣ ପାତ୍ର ଅପହୃତ ହାଇେଥିଲା, ତାହା ଲୋକମାନେ ଆଣିଲେ। ପୁଣି ରାଜା ତାଙ୍କର ଅମାତ୍ଯ ଗଣ, ତାଙ୍କର ପତ୍ନୀଗଣ ଓ ଉପପତ୍ନୀଗଣ ସହେି ପାତ୍ର ରେ ପାନ କଲେ।

Daniel 5:23
ଆପଣ ନମ୍ର ହବୋ ପରିବର୍ତେ ସ୍ବର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧ ରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରେ ୗପ୍ୟ ପାତ୍ର ରେ ଆପଣ, ଆପଣଙ୍କ ଅମାତ୍ଯଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମା ରେ ଦବଗେଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସମାନଙ୍କେର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧିନ, ଆପଣ ସହେି ପରମେଶ୍ବରଙ୍କର ଗୌରବ କରିନାହାଁନ୍ତି।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்