Base Word
מָאַר
Short Definitionto be bitter or (causatively) to embitter, i.e., be painful
Long Definition(Hiphil) to pain, prick, irritate, be in pain
Derivationa primitive root
International Phonetic Alphabetmɔːˈʔɑr
IPA modmɑːˈʔɑʁ
Syllablemāʾar
Dictionmaw-AR
Diction Modma-AR
Usagefretting, picking
Part of speechv

Leviticus 13:51
ସେ ସପ୍ତମ ଦିନ ରେ ସହେି ଦାଗ ପରୀକ୍ଷା କରିବ, ଯଦି ବସ୍ତ୍ର ରେ କି ବୁଣା କିମ୍ବା ଉଲ୍ ରେ ଶିଲାଇ କପଡା କିମ୍ବା ଶଣ କିମ୍ବା ଚର୍ମ କିମ୍ବା କୌଣସିଚର୍ମ ଜିନିଷ ରେ ସ ସହେି ଦାଗ ଯଦି ବଢିଥାଏ ତବେେ ତାହା କ୍ଷଯ କୁଷ୍ଠ ଓ ସହେି ବସ୍ତ୍ର ଅଶୁଚି ଅଟେ।

Leviticus 13:52
ତେଣୁ ସହେି ଦାଗ ଥିବା ବସ୍ତ୍ର, ସୂତାର ବା ଚମଡାର ହେଉ କିମ୍ବା ଲୋମ ନିର୍ମିତ ହେଉ ତାହା ଦଗ୍ଧ କରାୟିବ। କାରଣ ତାହା କ୍ଷଯ କୁଷ୍ଠ, ସହେି ବସ୍ତ୍ର କିମ୍ବା ଚର୍ମ ଅଗ୍ନି ରେ ଦଗ୍ଧ ହବୋ ଉଚିତ୍।

Leviticus 14:44
ତବେେ ଯାଜକ ଆସି ଦେଖିବ। ଆଉ ଯଦି ସହେି ଦାଗ ବୃଦ୍ଧି ପାଇଥାଏ ତବେେ ସେ ଗୃହ ରେ କ୍ଷଯକୁଷ୍ଠ ଅଛି ଓ ତାହା ଅଶୁଚି ଅଟେ।

Ezekiel 28:24
'ଏବଂ ଇଶ୍ରାୟେଲ ଦେଶ ଆଉ ପଡ଼ୋଶୀମାନଙ୍କ ଦ୍ବାରା ବେଷ୍ଟିତ ହବେ ନାହିଁ, ଯେଉଁମାନେ କି ତିକ୍ଷଣ ଛୁରୀ ଓ ମୁନିଆଁ କଣ୍ଟାବୁଦା ତୁଲ୍ଯ। ଏବଂ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ସମାନଙ୍କେର ପ୍ରଭୁ ଅଟେ।'

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்