Base Word
מִדְיָנִי
Short Definitiona Midjanite or descendant (native) of Midjan
Long Definitiona member of the tribe of Midian
Derivationpatronymical or patrial from H4080
International Phonetic Alphabetmɪd̪.jɔːˈn̪ɪi̯
IPA modmid.jɑːˈniː
Syllablemidyānî
Dictionmid-yaw-NEE
Diction Modmeed-ya-NEE
UsageMidianite
Part of speecha

Genesis 37:28
ଯେତବେେଳେ ମିଦିଯନୀଯ ବଣିକମାନେ ସମାନଙ୍କେର ନିକଟକୁ ଆସିଲେ, ଭାଇମାନେ ଯୋଷଫେକୁ କୂଅ ଭିତରୁ ବାହାର କରି ଆଣିଲେ ଏବଂ କୋଡ଼ିଏ ରେ ୗପ୍ୟ ମୁଦ୍ରା ରେ ବିକ୍ରୀ କରି ଦେଲେ। ସହେି ବଣିକମାନେ ତାକୁ ମିଶରକୁ ନଇଗେଲେ।

Numbers 10:29
ତା'ପରେ ମାଶାେ ଆପଣା ଶ୍ବଶୁର ମିଦିଯନୀଯ ରୁଯଲରେ ପୁତ୍ର ହୋବବକୁ କହିଲେ, ଆମ୍ଭମାନେେ ସହେି ସ୍ଥାନକୁ ୟାଯଅଛୁ, ଯାହା ସଦାପ୍ରଭୁ କହିଥିଲେ, ସେ ଆମ୍ଭମାନଙ୍କୁ ଦବେେ, ଆମ୍ଭମାନଙ୍କ ସାଙ୍ଗ ରେ ଆସ। ଆମ୍ଭମାନେେ ତୁମ୍ଭର ମଗଂଳ କରିବା। କାରଣ ସଦାପ୍ରଭୁ ଇଶ୍ରାୟେଲ ବିଷଯ ରେ ମଙ୍ଗଳ ପ୍ରତିଜ୍ଞା କରିଛନ୍ତି।

Numbers 25:6
ଇଶ୍ରାୟେଲ ସନ୍ତାନଗଣ ମଧ୍ଯରୁ ଜଣେ ମାଶାଙ୍କେର ସମ୍ମୁଖ ରେ ଓ ଇଶ୍ରାୟେଲ ସନ୍ତାନଗଣର ସମସ୍ତ ମଣ୍ତଳୀ ସାକ୍ଷାତ ରେ ଜ୍ଞାତୀମାନଙ୍କ ନିକଟକୁ ଏକ ମିଦିଯମୀଯା ସ୍ତ୍ରୀ କି ଆଣିଲା। ସେତବେେଳେ ଲୋକମାନେ ସମାଗମ ତମ୍ବୁ ନିକଟରେ ବିଳାପ କରୁଥିଲେ।

Numbers 25:14
ଇଶ୍ରାୟେଲର ଯେଉଁ ପୁରୁଷ ମିଦିଯନୀଯ ସ୍ତ୍ରୀ ସହିତ ନିହିତ ହାଇେଥିଲା, ତାହାର ନାମ ସିମ୍ରି ଓ ସେ ସାଲୂର ପୁତ୍ର ଏବଂଶିମିଯୋନ ପରିବାରବର୍ଗର ନତେୃବର୍ଗ ଥିଲେ।

Numbers 25:15
ପୁଣି ସହେି ମିଦିଯନୀଯା ସ୍ତ୍ରୀଲୋକ ୟିଏ ଇଶ୍ରାୟେଲ ପୁତ୍ର କସବୀ ସହିତ ହତ ହାଇେଥିଲା। ସେ ସୂରର କନ୍ଯା ଥିଲା। ସୂର ମିଦିଯନୀଯ ପରିବାରବର୍ଗର ଏକ ମୁଖ୍ଯ ଥିଲା।

Numbers 25:17
ମିଦିଯନୀଯ ଲୋକମାନେ ତୁମ୍ଭର ଶତୃ ତୁମ୍ଭେ ସମାନଙ୍କେୁ ବଧ କର।

Numbers 31:2
ଇଶ୍ରାୟେଲ ଲୋକମାନଙ୍କ ସକାେଶ ମିଦିଯନୀଯମାନଙ୍କ ଉପରେ ପ୍ରତି ଶାଧେ ନିଅ। ତା'ପରେ ତୁମ୍ଭମାନେ ମୃତ୍ଯୁ ବରଣ କରିବ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்