Base Word
מַחְבֶּרֶת
Short Definitiona junction, i.e., seam or sewed piece
Long Definitionthing joined, joint, seam, place of joining
Derivationfrom H2266
International Phonetic Alphabetmɑħ.bɛˈrɛt̪
IPA modmɑχ.bɛˈʁɛt
Syllablemaḥberet
Dictionma-beh-RET
Diction Modmahk-beh-RET
Usagecoupling
Part of speechn-f

Exodus 26:4
ଉଭୟ ପ୍ରକାର ପରଦାଗୁଡିକର ଧଡି ଝାଲରେି କାର୍ୟ୍ଯ ପାଇଁ ନୀଳ ବସ୍ତ୍ର ବ୍ଯବହାର କର।

Exodus 26:5
ପ୍ରଥମ କପଡା ଧଡି ରେ ପଚାଶ ଘୁଣ୍ଡିଘରା କରିବ। ୟୋଡ ସ୍ଥାନର ଦ୍ବିତୀୟ କପଡା ଧଡ଼ି ରେ ପଚାଶ ଘୁଣ୍ଡିଘରା କରିବ। ସହେି ଦୁଇ ଘୁଣ୍ଡିଘରା ଶ୍ ରଣେୀ ପରସ୍ପର ସମ୍ମୁଖୀନ ରହିବ।

Exodus 28:27
ଆହୁରି ଦୁଇଟୀ ସ୍ବର୍ଣ୍ଣ କଡା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଦପଟି ତଳେ ତହିଁର ସମ୍ମୁଖ ଭାଗ ରେ ୟୋଡ ସ୍ଥାନ ରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।

Exodus 36:11
ସମାନେେ ୟୋଡ ସ୍ଥାନ ରେ ପ୍ରଥମ ଅନ୍ତ୍ଯ ୟବନିକାର ଧଡି ରେ ନୀଳ ସୂତ୍ରର ଘୁଣ୍ଡିଘରା କଲେ। ୟୋଡ ସ୍ଥାନର ଦ୍ବିତୀୟ ଅନ୍ୟ ୟବନିକାର ଧଡି ରେ ଏକାପରି କାର୍ୟ୍ଯମାନ କଲେ।

Exodus 36:11
ସମାନେେ ୟୋଡ ସ୍ଥାନ ରେ ପ୍ରଥମ ଅନ୍ତ୍ଯ ୟବନିକାର ଧଡି ରେ ନୀଳ ସୂତ୍ରର ଘୁଣ୍ଡିଘରା କଲେ। ୟୋଡ ସ୍ଥାନର ଦ୍ବିତୀୟ ଅନ୍ୟ ୟବନିକାର ଧଡି ରେ ଏକାପରି କାର୍ୟ୍ଯମାନ କଲେ।

Exodus 36:12
ସମାନେେ ପ୍ରଥମ ୟବନିକାର ଧଡି ରେ ପଚାଶ ଘୁଣ୍ଡିଘରା ଓ ୟୋଡା ସ୍ଥାନ ରେ ଦ୍ବିତୀୟ ୟବନିକାର ଧଡି ରେ ପଚାଶ ଘୁଣ୍ଡିଘରୋ କଲେ। ସହେି ଘୁଣ୍ଡିଘରା ସବୁ ପରସ୍ପର ସମ୍ମୁଖୀନ ରହିଥିଲା।

Exodus 36:17
ୟୋଡା ସ୍ଥାନ ରେ ପ୍ରଥମ ଅନ୍ତ୍ଯ ୟବନିକାର ଧଡି ରେ ପଚାଶ ଘୁଣ୍ଡିଘରା କଲେ ଓ ଦ୍ବିତୀୟ ୟବନିକାର ୟୋଡ ସ୍ଥାନ ରେ ଧଡି ରେ ପଚାଶ ଘୁଣ୍ଡିଘରା କଲେ।

Exodus 39:20
ସମାନେେ ଆଉ ଦୁଇ ସ୍ବର୍ଣ୍ଣକଡା କଲେ ଏବଂ ଏଫୋଦର ଦୁଇ ସ୍କନ୍ଦପଟି ତଳେ ଲଗାଇଲେ ଓ ଏଫୋଦର କଟୀବନ୍ଧନ ଉପରେ ତାହା ଲଗାଇଲେ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்