Base Word
מַחֲזֶה
Short Definitiona vision
Long Definitionvision (in the ecstatic state)
Derivationfrom H2372
International Phonetic Alphabetmɑ.ħə̆ˈd͡zɛ
IPA modmɑ.χə̆ˈzɛ
Syllablemaḥăze
Dictionma-huh-DZEH
Diction Modma-huh-ZEH
Usagevision
Part of speechn-m

Genesis 15:1
ଏହି ସବୁ ଘଟିୟିବା ପରେ ସଦାପ୍ରଭୁଙ୍କର ବାକ୍ଯ ଦର୍ଶନ ରେ ଅବ୍ରାମ ନିକଟକୁ ଆସିଲେ। ଏହା କହି, ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦବେି।

Numbers 24:4
ଏହା ହେଉଛି ଜଣେ ବ୍ଯକ୍ତିର ବାର୍ତ୍ତା ୟିଏ ପରମେଶ୍ବରଙ୍କଠାରୁ ଶୁଣେ। ସେ ହେଉଛି ଜଣେ ୟିଏ ସର୍ବଶକ୍ତିମାନ ପରମେଶ୍ବରଙ୍କର ଦର୍ଶନ ପାଇଅଛ। ସେ ହେଉଛି ଜଣେ ୟିଏ ସର୍ବଶକ୍ତିମାନ ପରମେଶ୍ବରଙ୍କ ଆଗ ରେ ଭୂମିଷ୍ଠ ପ୍ରମାଣ କଲା, କିନ୍ତୁ ତା'ର ଚକ୍ଷୁଗୁଡିକ ଖାେଲା ଥିଲା।

Numbers 24:16
ଏହା ହେଉଛି ଜଣେ ବ୍ଯକ୍ତିର ବାର୍ତ୍ତା ୟିଏ ପରମେଶ୍ବରଙ୍କଠାରୁ ଶୁଣେ। ସେ ୟିଏ ସର୍ବୋପରିସ୍ଥ ପରମେଶ୍ବରଙ୍କୁ ବୁଝେ। ସହେି ଜଣେ ୟିଏ ସର୍ବୋଶକ୍ତିମାନ ପରମେଶ୍ବରଙ୍କର ଦର୍ଶନ ପାଇଅଛି। ସେ ହେଉଛି ଜଣେ, ୟିଏ ସର୍ବଶକ୍ତିମାନ ପରମେଶ୍ବରଙ୍କୁ ଭୂମିରେ ପ୍ରଣାମ କରେ, କିନ୍ତୁ ତା'ର ଆଖିଗୁଡିକ ଖାଲିେଥାଏ।

Ezekiel 13:7
'ଏହା କ'ଣ ସତ୍ଯ ନୁହେଁ, ତାହା ତୁମ୍ଭେ ମିଥ୍ଯା ଦର୍ଶନ ଓ ତୁମ୍ଭର ଅଲୌକିକ ଶକ୍ତି, ଯାହା ପ୍ରଚାର କର, ତାହା ମିଥ୍ଯା ଅଟେ ? ଏବଂ ଏପରି ତୁମ୍ଭେ କହିଛ, ସଦାପ୍ରଭୁ ଏହା କହନ୍ତି, ଯେପରି ଆମ୍ଭେ ତୁମ୍ଭକୁ ପଠାଇ ନ ଥିଲୁ ?

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்