Base Word
מִחְיָה
Short Definitionpreservation of life; hence, sustenance; also the live flesh, i.e., the quick
Long Definitionpreservation of life, sustenance
Derivationfrom H2421
International Phonetic Alphabetmɪħˈjɔː
IPA modmiχˈjɑː
Syllablemiḥyâ
Dictionmih-YAW
Diction Modmeek-YA
Usagepreserve life, quick, recover selves, reviving, sustenance, victuals
Part of speechn-f

Genesis 45:5
ବର୍ତ୍ତମାନ ତୁମ୍ଭେ ବ୍ଯସ୍ତ ହୁଅ ନାହିଁ। ମାେତେ ଗୋଟିଏ କ୍ରୀତଦାସ ପରି ବିକ୍ରୀ କରିଥିବାରୁ ତୁମ୍ଭେ ନିଜ ଉପରେ ରାଗ ନାହିଁ। ତୁମ୍ଭ ସମ୍ମୁଖ ରେ ଜୀବନ ରକ୍ଷା କରିବା ପାଇଁ ପରମେଶ୍ବର ମାେତେ ଏଠାକୁ ପଠାଇଲେ।

Leviticus 13:10
ତହୁଁ ଯାଜକ ତାକୁ ଦେଖିବ, ଯଦି ତାହାର ଚର୍ମ ରେ ଶ୍ବତବେର୍ଣ୍ଣ ଫୁଲା ଥାଏ, ତହିଁରେ ଲୋମ ଶ୍ବତବେର୍ଣ୍ଣ ହାଇେଥାଏ ଓ ସହେି ଫୁଲା ରେ କଞ୍ଚାମାଂସ ବୃଦ୍ଧି ପାଉଥାଏ।

Leviticus 13:24
ଯଦି ଚର୍ମ ଉପରେ ପୋଡାର ଗୋଟିଏ ଘା' ଥାଏ ଓ ସହେି ଦାହର ବଢିଲା ମାଂସ ରେ ରକ୍ତ ଶ୍ବତବେର୍ଣ୍ଣ କିମ୍ବା ଶ୍ବତବେର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତବେେ ଯାଜକ ତାହା ଦେଖିବ।

Judges 6:4
ସମାନେେ ଛାଉଣୀ ସ୍ଥାପନ କରି ଘାସା ପର୍ୟ୍ଯନ୍ତ ଭୂମିଜାତ ଶସ୍ଯାଦି ବିନାଶ କରନ୍ତି। ଇଶ୍ରାୟେଲର ଲୋକମାନଙ୍କର ଖାଇବା ପାଇଁ କିଛି ଛାଡିଲେ ନାହିଁ। ଏପରିକି ସମାନେେ ମଷେ, ଗୋରୁ କିମ୍ବା ଗଧ କିଛି ଛାଡିଲେ ନାହିଁ।

Judges 17:10
ମୀଖା କହିଲା, ମାେ ସଙ୍ଗେ ତକ୍ସ୍ଟମେ ବାସ କର। ମାରେପିତା ଓ ଯାଜକ ହକ୍ସ୍ଟଅ। ତହିଁରେ ମୁ ତୁମ୍ଭକୁ ବାର୍ଷୀକ ଦଶଖଣ୍ତ ରୂପା, ଖାଦ୍ୟ ଓ ବସ୍ତ୍ର ଦବେି। ମୀଖା ଯାହା କହିଲା, ସହେି ଲବେୀୟ ତାହା କଲା।

2 Chronicles 14:13
ଆସା ଏବଂ ତାଙ୍କ ସୈନ୍ଯଦଳ ଇଥିଓପିଯ ସୈନ୍ଯଦଳଙ୍କ ପେଛ ପେଛ ଗରାର୍ ସହର ପର୍ୟ୍ଯନ୍ତ ଗୋଡ଼ାଇଲେ। ବହୁ ସଂଖ୍ଯକ ସୈନ୍ଯଗଣ ସାଂଘାତିକ ଭାବରେ କ୍ଷତାକ୍ତ ହେଲେ ଏବଂ ଆରୋଗ୍ୟ ହାଇପୋରିଲେ ନାହିଁ। ସମାନେେ ସଦାପ୍ରଭୁ ଓ ତାଙ୍କ ସୈନ୍ଯଦଳ ଦ୍ବାରା ଚୂର୍ଣ୍ଣ ବିଚୂର୍ଣ୍ଣ ହାଇଗେଲେ ଆସା ଓ ତାଙ୍କର ସୈନ୍ଯଦଳ ଶତ୍ରୁମାନଙ୍କଠାରୁ ଅନକେ ବହୁମୂଲ୍ଯ ପଦାର୍ଥ ଲୁଟି ନେଲେ।

Ezra 9:8
ଆମ୍ଭମାନଙ୍କ ପରମେଶ୍ବର ଯେପରି ଆମ୍ଭମାନଙ୍କ ମୁଖ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ନିର୍ବାସୀତ ଅବସ୍ଥା ରେ ଆମ୍ଭମାନଙ୍କୁ ନିଶ୍ଚିଚ ଆଶ୍ବାସନା ଦବେେ। ଆମ୍ଭମାନଙ୍କୁ ରକ୍ଷା କରିବା ପାଇଁ ଆପଣା ପବିତ୍ରସ୍ଥାନ ରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦବୋକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପାଇଅଛୁ।

Ezra 9:9
ହଁ, ଆମ୍ଭମାନେେ ବନ୍ଦୀ ଥିଲୁ। କିନ୍ତୁ ତୁମ୍ଭେ ଆମ୍ଭକୁ ବେଶିଦିନ ନିର୍ବାସିତ କରି ରଖି ନଥିଲ। ତୁମ୍ଭେ ଆମ୍ଭପ୍ରତି ଦୟା କରିଥିଲ। ତୁମ୍ଭ ୟୋଗୁ ପାରସ୍ଯର ରାଜା ଆମ୍ଭପ୍ରତି ଦୟା ଦଖାଇେ ଥିଲେ। ତୁମ୍ଭର ମନ୍ଦିର ଧ୍ବଂସ ହାଇେ ୟାଇଥିଲା। ଏବଂ ଆମ୍ଭେ ଏହାକୁ ପୁନଃନିର୍ମାଣ କରି ଏହାକୁ ନୂତନ ଜୀବନ ଦଲେୁ। ପରମେଶ୍ବର, ତୁମ୍ଭେ ଯିହୁଦା ଓ ୟିରୁଶାଲମ ରେ ପ୍ରାଚୀର ଦବୋପାଇଁ ଆମ୍ଭର ସହାୟ ହେଲ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்