Base Word
מִיכָיְהוּ
Short DefinitionMikajah, the name of three Israelites
Long Definitionan Ephraimite during the period of the judges
Derivationor מִכָיְהוּ; (Jeremiah 36:11), abbreviated form for H4322
International Phonetic Alphabetmɪi̯.kɔi̯ːˈhuː
IPA modmiː.χɑi̯ːˈhu
Syllablemîkāyhû
Dictionmee-kai-HOO
Diction Modmee-hai-HOO
UsageMicah, Micaiah, Michaiah
Part of speechn-pr-m

Judges 17:1
ମୀଖା ନାମକ ଜଣେ ବ୍ଯକ୍ତି ଇଫ୍ରଯିମ ପର୍ବତମଯ ଦେଶ ରେ ବାସ କରୁଥିଲା।

Judges 17:4
କିନ୍ତୁ ମୀଖା ସହେି ରୂପାଖଣ୍ତକକ୍ସ୍ଟ ତା'ର ମାକକ୍ସ୍ଟ ଫରୋଇ ଦଲୋ। ତା'ର ମା ଦକ୍ସ୍ଟଇଶହ ଖଣ୍ତ ରୂପା ସକ୍ସ୍ଟନାରିକକ୍ସ୍ଟ ଦିଅନ୍ତେ ସେ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହ ରେ ରହିଲା।

1 Kings 22:8
ତହୁଁ ଆହାବ୍ କହିଲେ, ଅନ୍ୟ ଜଣେ ଭବିଷ୍ଯଦ୍ବକ୍ତା ଏଠା ରେ ଅଛନ୍ତି, ଯାହାଙ୍କୁ ଆମ୍ଭେ ପରମେଶ୍ବରଙ୍କର ବାକ୍ଯ ବିଷଯ ରେ ପଗ୍ଭରି ପାରୁ। ସେ ଇମ୍ଲର ପୁତ୍ର ମୀଖାଯ। କିନ୍ତୁ ମୁଁ ତାକୁ ଘୃଣା କରେ। କାରଣ ସେ ସର୍ବଦା ମାେ ବିରୁଦ୍ଧ ରେ ଭବିଷ୍ଯତବାଣୀ କ ହେ। ସେ କବେେ ମାରେ ମଙ୍ଗଳ କଥା କ ହେ ନାହିଁ।

1 Kings 22:9
ତେଣୁ ରାଜା ଆହାବ୍ ଜଣେ ଅଧିକାରୀକୁ ଡାକିଲେ ଏବଂ ତାକୁ ଆଦେଶ ଦେଲେ, ଇମ୍ଲର ପୁତ୍ର ମୀଖାଯଙ୍କୁ ଶିଘ୍ର ଆଣ।

1 Kings 22:13
ଏହି ସମୟରେ ଆହାବ୍ଙ୍କ ଅଧିକାରୀ ମୀଖାଯଙ୍କ ନିକଟକୁ ୟାଇ କହିଲା, ସମସ୍ତ ଭବିଷ୍ଯଦ୍ବକ୍ତା ଏକ ମୁଖ ରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଛନ୍ତି। ତେଣୁ ମୁଁ ବିନଯ କରୁଛି ତୁମ୍ଭେ ସମାନଙ୍କେ ପରି ମଙ୍ଗଳ ବାକ୍ଯ ରାଜାଙ୍କ ସପକ୍ଷ ରେ କୁହ।

1 Kings 22:14
ତହୁଁ ମୀଖାଯ କହିଲେ, ଯେ ପର୍ୟ୍ଯନ୍ତ ସଦାପ୍ରଭୁ ଅଛନ୍ତି, ମୁଁ ଶପଥ କରୁଛି ସଦାପ୍ରଭୁ ଯାହା କହିବେ ମୁଁ ତାହା ହିଁ କହିବି।

1 Kings 22:15
ତା'ପରେ ମୀଖାଯ ରାଜାଙ୍କ ସମ୍ମୁଖ ରେ ଛିଡା ହେଲେ ଓ ରାଜା ଆହାବ୍ ତାଙ୍କୁ ପଚାରିଲେ, ମୀଖାଯ, ଆମ୍ଭମାନେେ ୟୁଦ୍ଧ କରିବାକୁ ରାମାେତ୍-ଗିଲିଯଦକୁ ୟିବା ଉଚିତ୍ କି କ୍ଷାନ୍ତ ହବୋ ଉଚିତ୍?

1 Kings 22:24
ତହିଁରେ କନାନାର ପୁତ୍ର ସିଦିକିଯ ମୀଖାଯର ଗାଲ ରେ ଏକ ଗ୍ଭପୁଡା ମାରି କହିଲା, ତୁମ୍ଭେ ଭାବୁଛ କି ସଦାପ୍ରଭୁଙ୍କ ଆତ୍ମା ମାେତେ ଛାଡି ଦଇେଛନ୍ତି ଓ ବର୍ତ୍ତମାନ ତୁମ୍ଭ ମାଧ୍ଯମ ରେ କହୁଛନ୍ତି। ତୁମ୍ଭକୁ କିପରି କହିଲେ?

1 Kings 22:25
ତହିଁରେ ମୀଖାଯ କହିଲା, ଖୁବ୍ ଶୀଘ୍ର ସଂକଟ ଆସିବ। ତୁମ୍ଭେ ନିଜକୁ ଲୁଗ୍ଭଇବା ପାଇଁ ଗୋଟିଏ େଛାଟ କଠାେରୀକୁ ୟିବ। ସେତବେେଳେ ତୁମ୍ଭେ ଆମ୍ଭ କଥା ସତ୍ଯତା ଜାଣିବ।

1 Kings 22:26
ଆହାବ୍, ମୀଖାଯକୁ ବନ୍ଦୀ କରିବାକୁ ଜଣେ ଅଧ୍ଯକ୍ଷକୁ ଆଦେଶ ଦେଲେ ଏବଂ ତାକୁ ଆମାନରେ ନଗରାଧ୍ଯକ୍ଷ ଓ ୟୁବରାଜ ଯୋୟାଶର ନକଟକୁ ନଇେ ୟିବାକୁ କହିଲେ।

Occurences : 20

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்