Base Word
מִלָּה
Short Definitiona word; collectively, a discourse; figuratively, a topic
Long Definitionword, speech, utterance
Derivationfrom H4448 (plural masculine as if from מִלֶּה
International Phonetic Alphabetmɪlˈlɔː
IPA modmiˈlɑː
Syllablemillâ
Dictionmil-LAW
Diction Modmee-LA
Usage+ answer, by-word, matter, any thing (what) to say, to speak(-ing), speak, talking, word
Part of speechn-f

2 Samuel 23:2
ମାେ ଦ୍ବାରା ସଦାପ୍ରଭୁଙ୍କ ଆତ୍ମା କହିଲେ, ଓ ତାଙ୍କର ବାକ୍ଯ ମାେ ଜିହ୍ବା ରେ ଥିଲା।

Job 4:2
'ମୁଁ ନିଶ୍ଚଯ କିଛି କହିବି, ଏହାଦ୍ବାରା ତୁମ୍ଭେ ଦୁଃଖିତ ହବେ କି ?

Job 4:4
ତୁମ୍ଭର ବାକ୍ଯ ଲୋକଙ୍କୁ ଛିଡ଼ା ହବୋକୁ ଶକ୍ତି ଦଇେଛି। ତୁମ୍ଭେ ସହେିମାନଙ୍କୁ ବଳବାନ କରିଛ, ଯେଉଁମାନେ ଦିନେ ନିଜ ଗୋଡ଼ ରେ ଛିଡ଼ା ହାଇେ ପାରୁ ନ ଥିଲେ।

Job 6:26
ତୁମ୍ଭେ କ'ଣ ମାେତେ ସମାଲୋଚନା କରିବା ପାଇଁ ଯୋଜନା କରୁଛ ଯେ, ବିନା କୌଣସି ଆଶାର ବକ୍ତା ପବନ ପରି ଅଟେ।

Job 8:10
ସହେି ପୂର୍ବର ଲୋକମାନେ ତୁମ୍ଭକୁ ଶିକ୍ଷା ଦବେେ। ସମାନେେ ଯାହା ଶିକ୍ଷା କରିଥିଲେ, ତୁମ୍ଭକୁ ତାହା ଶିକ୍ଷା ଦବେେ।

Job 12:11
କିନ୍ତୁ ଜିହ୍ବା ଯେପରି ଖାଦ୍ୟର ସ୍ବାଦ ବାରିପା ରେ। କାନ ସପରେି ଶୁଣୁଥିବା ଶବ୍ଦକୁ ବାରିପା ରେ।

Job 13:17
ମୁଁ ଯାହା କରୁଛି, ମାେ କଥା ମନଯାଗେ ଦଇେ ଶୁଣ। ମାେତେ ବୁଝାଇ କହିବାକୁ ଦିଅ।

Job 15:3
ତୁମ୍ଭେ କ'ଣ ଭାବୁଛ ଜ୍ଞାନୀ ଲୋକ ଏପରି ମୂଲ୍ଯହୀନ କଥାକୁ ନଇେ ୟୁକ୍ତି କରିବ, ଯେଉଁ କଥାଗୁଡ଼ିକର କୌଣସି ମୂଲ୍ଯ ନାହିଁ।

Job 15:13
ତୁମ୍ଭେ ଏହା ଦ୍ବଷେପୂର୍ଣ୍ଣ କଥାଗୁଡ଼ାକ କହି ପରମେଶ୍ବରଙ୍କ ବିରୁଦ୍ଧାଚରଣ କରୁଛ।

Job 16:4
ମୁଁ ମଧ୍ଯ ସହେିଭଳି କଥା ତୁମ୍ଭକୁ କହିପା ରେ, ଯଦି ତୁମ୍ଭର ମାେଭଳି ବିପଦ ପଡ଼ିଥାନ୍ତା। ମୁଁ ମଧ୍ଯ ତୁମ୍ଭ ବିରୁଦ୍ଧ ରେ ବୁଦ୍ଧିମାନର ବାକ୍ଯ କହି ପାରନ୍ତି ଏବଂ ତୁମ୍ଭମାନଙ୍କ ପ୍ରତି ମାେ ମୁଣ୍ଡ ହଲାଇ ପାରନ୍ତି।

Occurences : 38

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்