Base Word
מַלְכִּישׁוּעַ
Short DefinitionMalkishua, an Israelite
Long Definitiona son of king Saul of Israel
Derivationfrom H4428 and H7769; king of wealth
International Phonetic Alphabetmɑl.kɪi̯ˈʃuː.ɑʕ
IPA modmɑl.kiːˈʃu.ɑʕ
Syllablemalkîšûaʿ
Dictionmahl-kee-SHOO-ah
Diction Modmahl-kee-SHOO-ah
UsageMalchishua
Part of speechn-pr-m

1 Samuel 14:49
ଯୋନାଥନ, ୟିଶ୍ବି ଓ ମଲୀଶୂଯ ଶାଉଲଙ୍କର ତିନି ପକ୍ସ୍ଟତ୍ର ଥିଲେ। ମରେବ୍ ଓ ମୀଖଲ୍ ତାଙ୍କର ଜ୍ଯୋଷ୍ଠା ଓ କନିଷ୍ଠା କନ୍ଯା।

1 Samuel 31:2
ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପକ୍ସ୍ଟତ୍ର ବିରକ୍ସ୍ଟଦ୍ଧ ରେ ଭୟଙ୍କର ୟକ୍ସ୍ଟଦ୍ଧ କଲେ। ପଲେଷ୍ଟୀୟମାନେ ଶାଉଲର ପକ୍ସ୍ଟତ୍ର ଯୋନାଥନ, ଅବୀନାଦବ ଏବଂ ମଲକୀଶୂଯଙ୍କକ୍ସ୍ଟ ହତ୍ଯା କଲେ।

1 Chronicles 8:33
ନେର୍ କୀଶ୍ଙ୍କ ପିତା ଥିଲେ। କୀଶ୍ ଶାଉଲଙ୍କ ପିତା ଥିଲେ। ଏବଂ ଶାଉଲ ଯୋନାଥନ, ମଲକୀଶୂଯ, ଅବୀନାଦବ୍ ଓ ଇଶବାଲାଙ୍କ ପିତା ଥିଲେ।

1 Chronicles 9:39
ନେର୍ କୀଶ୍ଙ୍କ ପିତା ଥିଲେ। କୀଶ୍ ଶାଉଲଙ୍କ ପିତା ଥିଲେ ଏବଂ ଶାଉଲ ଯୋନାଥନ୍, ମଲକୀଶୂଯ, ଅବୀନାଦବ ଓ ଈଶ୍-ବାଲ୍ଙ୍କ ପିତା ଥିଲେ।

1 Chronicles 10:2
ପଲେଷ୍ଟୀୟ ଲୋକମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପେଛ ପେଛ ଗୋଡ଼ାଇଲେ। ସମାନେେ ସମାନଙ୍କେୁ ଧରି ହତ୍ଯା କଲେ। ପଲେଷ୍ଟୀୟମାନେ ଶାଉଲଙ୍କ ପୁତ୍ର ଯୋନାଥନ, ଅବୀନାଦବ ଓ ମାଲ୍କୀଶୂଯଙ୍କୁ ଧରି ହତ୍ଯା କଲେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்