Base Word
מַלְקוֹחַ
Short Definitionintransitively, spoil [and captives] (as taken)
Long Definitionbooty, prey
Derivationfrom H3947
International Phonetic Alphabetmɑlˈk’o.ɑħ
IPA modmɑlˈko̞w.ɑχ
Syllablemalqôaḥ
Dictionmahl-KOH-ah
Diction Modmahl-KOH-ak
Usagebooty, jaws, prey
Part of speechn-m
Base Word
מַלְקוֹחַ
Short Definitiontransitively (in dual) the jaws (as taking food)
Long Definitionbooty, prey
Derivationfrom H3947
International Phonetic Alphabetmɑlˈk’o.ɑħ
IPA modmɑlˈko̞w.ɑχ
Syllablemalqôaḥ
Dictionmahl-KOH-ah
Diction Modmahl-KOH-ak
Usagebooty, jaws, prey
Part of speechn-m

Numbers 31:11
ଆଉ ସମାନେେ ଲୁଟିତ ଦ୍ରବ୍ଯ ସହ ସମସ୍ତ ଧୃତ ମନୁଷ୍ଯ ଓ ପଶୁ ନଇଗେଲେ।

Numbers 31:12
ପୁଣି ସମାନେେ ଯିରୀହାେ ନିକଟବର୍ତ୍ତୀ ୟର୍ଦ୍ଦନତୀରସ୍ଥ ମାୟୋବ ପଦା ରେ ସ୍ଥାପିତ ଛାଉଣୀକୁ ଆଣିଲେ। ସମାନେେ ସମାନଙ୍କେୁ ମାଶାଙ୍କେ ନିକଟକୁ, ଯାଜକ ଇଲିଯାସର ନିକଟକୁ ଓ ଇଶ୍ରାୟେଲର ସମସ୍ତ ଲୋକମାନଙ୍କ ନିକଟକୁ ଆଣିଲେ।

Numbers 31:26
ତୁମ୍ଭେ ଓ ଇଲିଯାସ ଯାଜକ ଓ ମଣ୍ତଳୀସ୍ଥ ପିତୃଗୃହର ପ୍ରଧାନମାନେ ୟୁଦ୍ଧ ରେ ସୈନ୍ଯମାନଙ୍କ ଦ୍ବାରା ଧୃତ ଜୀବଗଣର ଅର୍ଥାତ୍ ବନ୍ଦୀ ମନୁଷ୍ଯର, ପଶୁର ଗଣନା କର ଓ ସମସ୍ତ ଦ୍ରବ୍ଯର ସଂଖ୍ଯା କର।

Numbers 31:27
ସହେିସବୁ ଜିନିଷକୁ ସମାନ ଭାବରେ ସୈନ୍ଯମାନଙ୍କ ମଧିଅରେ ଓ ସମସ୍ତ ମଣ୍ତଳି ମଧିଅରେ ବାଣ୍ଟି ଦିଅ।

Numbers 31:32
ୟୁଦ୍ଧ ରେ ଲୁଣ୍ଠିତ ଦ୍ରବ୍ଯ ମଧିଅରେ 6,75,000 ମଷେ ଥିଲେ।

Psalm 22:15
ମାରେ ପାଟି ଖଣ୍ଡେ ଖପରା ପରି ଶୁଷ୍କ ହାଇେ ଯାଉଛି। ମାରେ ଜିଭ ତାଳୁରେ ଲାଗି ଯାଉଛି, ତୁମ୍ଭେ ମାେତେ ମୃତ୍ଯୁର ଧୂଳିରେ ଫିଙ୍ଗି ଦଇେଛ।

Isaiah 49:24
ଜଣେ ବୀରଠାରୁ ଲୁଣ୍ଠିତ ଦ୍ରବ୍ଯ ହରଣ କରାୟାଇ ପାରିବ କି ? କିମ୍ବା ବନ୍ଦୀ ହାଇେଥିବା ଲୋକମାନେ ମୁକ୍ତ ହାଇେ ପାରିବେ କି ?

Isaiah 49:25
ମାତ୍ର ସଦାପ୍ରଭୁ ଏହିକଥା କୁହନ୍ତି, ବୀରଦ୍ବାରା ବନ୍ଦୀଲୋକ ଅପହୃତ ହବେେ ଓ ଭୟଙ୍କର ଲୋକର ଲୁଣ୍ଠିତ ଦ୍ରବ୍ଯ ମୁକୁଳା ୟିବ ; କାରଣ ତୁମ୍ଭର ବିରୋଧୀକାରୀଙ୍କୁ ଆମ୍ଭେ ବିରୋଧ କରିବା ଓ ତୁମ୍ଭର ସନ୍ତାନଗଣଙ୍କୁ ଆମ୍ଭେ ରକ୍ଷା କରିବା।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்