Base Word
מִסְפַּחַת
Short Definitionscruf (as spreading over the surface)
Long Definitioneruption, scab
Derivationfrom H5596
International Phonetic Alphabetmɪs.pɑˈħɑt̪
IPA modmis.pɑˈχɑt
Syllablemispaḥat
Dictionmis-pa-HAHT
Diction Modmees-pa-HAHT
Usagescab
Part of speechn-f

Leviticus 13:6
ପୁଣି ସାତଦିନ ପରେ ଯାଜକ ପୁନର୍ବାର ତାହାକୁ ପରୀକ୍ଷା କରିବ। ଯଦି ଘା' ମଳିନ ହାଇୟୋଇଥାଏ ଘା' ଚର୍ମ ରେ ଆଉ ବ୍ଯାପି ନଥାଏ, ତବେେ ଯାଜକ ତାକୁ ଶୁଚି ବୋଲି ପ୍ରକାଶ କରିବା ଉଚିତ୍। ତାହା ଗୋଟିଏ ସାଧାରଣ ବକଳା ପରି ଥିଲା। ତେଣୁ ସେ ନିଜର ବସ୍ତ୍ର ଧୋଇ ଶୁଚି ହବୋ ଉଚିତ୍।

Leviticus 13:7
ମାତ୍ର ସେ ଶୌଚ ନିମନ୍ତେ ନିଜକୁ ଯାଜକକୁ ଦଖାଇେଲା ପରେ ଯବେେ ତା'ର ଘା' ଚର୍ମ ଉପରେ ବ୍ଯାପେ, ତବେେ ସେ ପୁନର୍ବାର ଯାଜକକୁ ଦଖାଇବେ।

Leviticus 13:8
ଯାଜକ ଯଦି ଦେଖିବ ସହେି କ୍ଷତି ଚର୍ମ ରେ ବ୍ଯାପିଲା, ତବେେ ସେ ତାକୁ ଅଶୁଚି ବୋଲି ପ୍ରକାଶ କରିବ ଏବଂ ତାହା କୁଷ୍ଠ ରୋଗ।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்