Base Word
מַעֲמָד
Short Definition(figuratively) a position
Long Definitionattendance, office, function, service
Derivationfrom H5975
International Phonetic Alphabetmɑ.ʕə̆ˈmɔːd̪
IPA modmɑ.ʕə̆ˈmɑːd
Syllablemaʿămād
Dictionma-uh-MAWD
Diction Modma-uh-MAHD
Usageattendance, office, place, state
Part of speechn-m

1 Kings 10:5
ରାଣୀ ରାଜାଙ୍କର ଟବୁଲ ରେ ଭିନ୍ନ ଖାଦ୍ୟଦ୍ରବ୍ଯ, ରାଜାଙ୍କର ଅଧିକାରୀଗଣ, ସମାନଙ୍କେର ସବୋ, ସମାନଙ୍କେ ବସ୍ତୁ, ରାଜାଙ୍କର କପ୍ ବାହକଗଣ ଓ ସଦାପ୍ରଭୁଙ୍କ ମନ୍ଦିର ରେ ରାଜା ଉତ୍ସର୍ଗ କରିଥିବା ନବୈେଦ୍ଯ ଦେଖି 'ସ୍ତମ୍ଭିଭୁତ ହାଇଗେଲେ।'

1 Chronicles 23:28
ସଦାପ୍ରଭୁଙ୍କ ମନ୍ଦିରର ସବୋକାର୍ୟ୍ଯ ରେ ହାରୋଣଙ୍କ ବଂଶଧରମାନଙ୍କୁ ସାହାୟ୍ଯ କରିବା ଲବେୀୟମାନଙ୍କ କାର୍ୟ୍ଯ ଥିଲା। ଲବେୀୟମାନେ ଆହୁରି ମଧ୍ଯ ମନ୍ଦିରର ପ୍ରାଙ୍ଗଣ ଓ ପାଶର୍‌ବବର୍ତ୍ତୀ କଠାେରୀଗୁଡ଼ିକର ଯତ୍ନ ନେଉଥିଲେ। ସମସ୍ତ ପବିତ୍ର ସାମଗ୍ରୀକୁ ଶୁଚି କରିବା ସମାନଙ୍କେର କାର୍ୟ୍ଯ ଥିଲା। ପରମେଶ୍ବରଙ୍କ ମନ୍ଦିରର ସବୋ କରିବା କାର୍ୟ୍ଯ ସମାନଙ୍କେର ଥିଲା।

2 Chronicles 9:4
ସେ ଶଲୋମନଙ୍କ ମଜେ ଉପରେ ରଖା ଯାଉଥିବା ଖାଦ୍ୟ ଓ ତାଙ୍କର ଅନକେ ବିଶଷେ କର୍ମଚାରୀଗଣଙ୍କୁ ଦେଖିଲେ। ସେ ତାଙ୍କର ଚାକରମାନଙ୍କର ବସ୍ତ୍ର ଓ କାର୍ୟ୍ଯ କରିବାର ପ୍ରଣାଳୀ ଦେଖିଲେ। ସେ ଶଲୋମନଙ୍କର ମଦ୍ଯ ପରିବଷେଣକାରୀମାନଙ୍କୁ ଓ ସମାନଙ୍କେର ବସ୍ତ୍ରକୁ ଦେଖିଲେ। ସେ ଶଲୋମନଙ୍କ ଦ୍ବାରା ସଦାପ୍ରଭୁଙ୍କ ମନ୍ଦିର ରେ ଉତ୍ସର୍ଗୀକୃତ ହାମବେଳିଗୁଡ଼ିକୁ ଦେଖିଲେ। ଶିବାର ରାଣୀ ଯେତବେେଳେ ଏହିସବୁ ବିଷଯ ଦେଖିଲେ, ସେ ହତଚକିତ ହାଇଗେଲେ।

2 Chronicles 35:15
ଆସଫ୍ଙ୍କ ପରିବାରର ଗାଯକମାନେ ସହେି ସ୍ଥାନ ରେ ଛିଡ଼ା ହେଲେ, ଯେଉଁଠା ରେ ରାଜା ଦାଉଦ, ଆସଫ, ହମେନ୍ ଛିଡ଼ା ହେଲେ, ଯେଉଁଠା ରେ ରାଜା ଦାଉଦ, ଆସଫ, ହମେନ୍ ଏବଂ ରାଜାଙ୍କର ଯାଜକ ୟିଦୁଥୁନ୍ ସମାନଙ୍କେୁ ନିୟୁକ୍ତ କରିଥିଲେ। ଦ୍ବାରପାଳଗଣ ଯେଉଁମାନେ ପ୍ରେତ୍ୟକକ ଫାଟକରେ ଥିଲେ, ସମାନଙ୍କେୁ ସମାନଙ୍କେର ସ୍ଥାନ ଛାଡ଼ିବାକୁ ପଡ଼ିଲା ନାହିଁ, କାରଣ ସମାନଙ୍କେର ଭ୍ରାତା ଲବେୀୟଗଣ ସମାନଙ୍କେ ପାଇଁ ନିସ୍ତାରପର୍ବର ସାମର୍ଗୀ ପ୍ରସ୍ତୁତ କରିଥିଲେ।

Isaiah 22:19
ପୁଣି ମୁଁ ତୁମ୍ଭକୁ ତୁମ୍ଭର ପଦରୁ ତଡ଼ି ଦବେି ଏବଂ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ତଳକୁ ପକାଇବେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்