Base Word
מְצוּרָה
Short Definitiona hemming in, i.e., (objectively) a mound (of siege), or (subjectively) a rampart (of protection), (abstractly) fortification
Long Definitionsiege-works, stronghold, rampart
Derivationor מְצֻרָה; feminine of H4692
International Phonetic Alphabetmɛ̆.t͡sˤuːˈrɔː
IPA modmɛ̆.t͡suˈʁɑː
Syllablemĕṣûrâ
Dictionmeh-tsoo-RAW
Diction Modmeh-tsoo-RA
Usagefenced (city, fort, munition, strong hold
Part of speechn-f

2 Chronicles 11:10
ସରା, ଅଯାଲୋନ୍ ଓ ହିବ୍ରୋଣ୍ର ନଗର ସବୁର ମରାମତି କଲେ। ଯିହୁଦା ଓ ବିନ୍ଯାମୀନର ଏହି ନଗରଗୁଡ଼ିକ ଦୃଢ଼ କରାଗଲା।

2 Chronicles 11:11
ଯେତବେେଳେ ରିହବିଯାମ୍ ସହେି ନଗର ଗୁଡ଼ିକୁ ଦୃଢ଼ କଲେ, ସେ ସଠାେରେ ସନୋଧ୍ଯକ୍ଷମାନଙ୍କୁ ସ୍ଥାପନ କଲେ। ସେ ସହେି ନଗରଗୁଡ଼ିକୁ ଖାଦ୍ୟ, ତୈଳ ଓ ଦ୍ରାକ୍ଷାରସ ମଧ୍ଯ ଯୋଗଣ କଲେ।

2 Chronicles 11:23
ରିହବିଯାମ୍ ଜ୍ଞାନର ସହିତ କର୍ମ କଲେ ଓ ଯିହୁଦାର ସମସ୍ତ ଅଞ୍ଚଳ ତଥା ପ୍ରେତ୍ୟକକ ସୁଦୃଢ଼ ନଗରସାରା ତାଙ୍କର ପୁତ୍ରମାନଙ୍କୁ ବ୍ଯାପ୍ତ କରି ରଖିଲେ। ଆଉ ରିହବିଯାମ୍ ତାଙ୍କର ପୁତ୍ରମାନଙ୍କୁ ୟଥେଷ୍ଟ ଖାଦ୍ୟ ଦେଲେ। ଆହୁରି ମଧ୍ଯ, ସେ ତାଙ୍କର ପୁତ୍ରମାନଙ୍କ ନିମନ୍ତେ ସ୍ତ୍ରୀମାନଙ୍କୁ ଖାଜେିଲେ।

2 Chronicles 12:4
ଶୀଶକ୍ ଯିହୁଦାର ଦୃଢ଼ ନଗରଗୁଡ଼ିକୁ ପରାସ୍ତ କଲା। ଏହାପରେ ଶୀଶକ୍ ୟିରୁଶାଲମକୁ ଆସିଲା।

2 Chronicles 14:6
ଯିହୁଦା ରେ ଶାନ୍ତି ଥିବା ସମୟରେ ଆସା ଯିହୁଦା ରେ ଦୃଢ଼ ନଗରମାନ ସ୍ଥାପନ କଲେ। ସଦାପ୍ରଭୁ ତାଙ୍କୁ ଶାନ୍ତି ପ୍ରଦାନ କରିଥିବାରୁ ସହେି ବର୍ଷଗୁଡ଼ିକରେ କୌଣସି ୟୁଦ୍ଧ ହାଇେ ନ ଥିଲା।

2 Chronicles 21:3
ଯିହାଶାଫେଟ୍ ତାଙ୍କର ପୁତ୍ରମାନଙ୍କୁ ରୂପା, ସୁନା ଓ ଅନକେ ବହୁମୂଲ୍ଯ ପଦାର୍ଥ ଉପହାର ଦଇେଥିଲେ। ସେ ସମାନଙ୍କେୁ ଯିହୁଦାର ଦୃଢ଼ ଦୁର୍ଗମାନ ମଧ୍ଯ ପ୍ରଦାନ କରିଥିଲେ। କିନ୍ତୁ ଯିହାଶାଫେଟ୍, ଯିହାରୋମ୍ଙ୍କୁ ରାଜ୍ଯ ଦେଲେ, କାରଣ ସେ ତାଙ୍କର ଜେଷ୍ଠ ପୁତ୍ର ଥିଲେ।

Isaiah 29:3
ପୁଣି ମୁଁ ଚତୁର୍ଦ୍ଦିଗ ରେ ତୁମ୍ଭ ବିରୁଦ୍ଧ ରେ ଛାଉଣୀ ସ୍ଥାପନ କରିବି। ତୁମ୍ଭ ବିପକ୍ଷ ରେ ଗଡ଼ ସୃଷ୍ଟି କରିବି ଯେ କି ତୁମ୍ଭକୁ ବେଷ୍ଟନ କରିବ ଓ ତୁମ୍ଭ ପ୍ରତିକୂଳ ରେ ତାହା ତୁମ୍ଭକୁ ଅନୁରୋଧ କରିବ।

Nahum 2:1
କହେି ଜଣେ ତୁମ୍ଭମାନଙ୍କୁ ଛିନ୍ନଛତ୍ର କରିବାକୁ ଆସୁଛି। ତେଣୁ ତୁମ୍ଭ ସୁଦୃଢ ସ୍ଥାନଗୁଡିକୁ ଜଗ। ରାସ୍ତାଗୁଡିକ ଉପ ରେ ଦୃଷ୍ଟି ରଖ। ୟୁଦ୍ଧ ପାଇଁ ସଜ ହୁଅ ଏବଂ ନିଜର ପାରୁ ପର୍ୟ୍ଯନ୍ତ ନିଜକୁ ସଜାଗ ରଖ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்