Base Word
אַלְמָנָה
Short Definitiona widow; also a desolate place
Long Definitionwidow
Derivationfeminine of H0488
International Phonetic Alphabetʔɑl.mɔːˈn̪ɔː
IPA modʔɑl.mɑːˈnɑː
Syllableʾalmānâ
Dictional-maw-NAW
Diction Modal-ma-NA
Usagedesolate house (palace), widow
Part of speechn-f

Genesis 38:11
ଏହାପରେ ଯିହୁଦା ତା'ର ପୁତ୍ର ବଧୁ ତାମରକୁ କହିଲେ, ତୁମ୍ଭେ ତୁମ୍ଭର ପିତୃ ଗୃହକୁ ୟାଅ। ଏବଂ ମାରେ କନିଷ୍ଠ ପୁତ୍ରଶିଲା ୟୁବକ ନ ହବୋ ପର୍ୟ୍ଯନ୍ତ ବିବାହ କର ନାହିଁ। ଯିହୁଦା ଭୟ କଲେ ଯେ ଯଦି ତା'ର ଭାଇମାନଙ୍କ ପରି ଶଲୋ ହିଁ ମରିୟିବ। ଏଣୁ ତାମର ତା' ପିତୃ ଗୃହକୁ ୟାଇ ବାସକଲା।

Exodus 22:22
କୌଣସି ବିଧବା କିମ୍ବା ପିତାମାତାହୀନ ସନ୍ତାନଙ୍କର କୌଣସି କ୍ଷତି କରିବ ନାହିଁ।

Exodus 22:24
ଏବଂ ଏଥି ରେ ଅଧିକ କୋରଧିତ ହବେି। ମୁଁ ତାକୁ ଏକ ଖଡ୍ଗ ରେ ହତ୍ଯା କରିବି। ଏହାପରେ ତୁମ୍ଭର ସ୍ତ୍ରୀ ବିଧବା ହବେ ଏବଂ ତୁମ୍ଭର ପିଲାମାନେ ଅନାଥ ହବେେ।

Leviticus 21:14
ସେ ବିଧବା, ପରିତ୍ଯକ୍ତା, କଳଙ୍କିନୀ କିମ୍ବା ବେଶ୍ଯାକୁ ବିବାହ କରିବା ଉଚିତ୍ ନୁହେଁ। ସେ ଆପଣା ଲୋକମାନଙ୍କ ମଧ୍ଯରୁ କବଳେ ଏକ କୁଆଁରୀ କନ୍ଯାକୁ ବିବାହ କରିବା ଉଚିତ୍।

Leviticus 22:13
ମାତ୍ର ଯାଜକର କନ୍ଯା ଯଦି ବିଧବା ବା ପରିତ୍ଯକ୍ତା ହାଇେ ନିଃସନ୍ତାନ ହାଇେଥାଏ ଓ ପୁନର୍ବାର ଆସି ପିତୃଗୃହ ରେ ବାଲ୍ଯାବସ୍ଥାପରି ବାସ କରେ, ତବେେ, ସେ ଆପଣା ପିତାର ଅନ୍ନ ଭୋଜନ କରିବ, ମାତ୍ର ଭିନ୍ନ ବଂଶୀଯ ଲୋକେ ତାହା ଭୋଜନ କରିବେ ନାହିଁ।

Numbers 30:9
ମାତ୍ର ବିଧବା କି ସ୍ବାମୀ ପରିତ୍ଯକ୍ତା ସ୍ତ୍ରୀ ମାନତ କଲେ, ସେ ଯେ କୌଣସି ବିଷଯ ରେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି ସେ ତାହା କରିବା ଅନୁସାରେ ପୂରଣ କରିବ।

Deuteronomy 10:18
ସେ ପିତୃହୀନ ଓ ବିଧିବାର ବିଗ୍ଭର ନିଷ୍ପତ୍ତି କରନ୍ତି ଓ ବିଦେଶୀକ ଅନ୍ନବସ୍ତ୍ର ଦଇେ ପ୍ ରମେ କରନ୍ତି।

Deuteronomy 14:29
ଏହି ଖାଦ୍ୟ ସକଳ ସହେି ଲବେୀୟ ଲୋକମାନଙ୍କର, କାରଣ ସମାନଙ୍କେର କୌଣସି ନିଜସ୍ବ ସଐତ୍ତି ନାହିଁ। ଏହି ଖାଦ୍ୟ ମଧ୍ଯ ଅନ୍ୟ ଲୋକମାନଙ୍କ ପାଇଁ ବିଦେଶୀମାନଙ୍କ ପାଇଁ ପିତୃହୀନ ଓ ବିଧବାମାନେ ଆସି ଭୋଜନ କରି ତୃଲ୍ଗ ହବେେ। ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ହସ୍ତକୃତ ସମସ୍ତ କର୍ମ ରେ ତୁମ୍ଭକୁ ଆଶୀର୍ବାଦ କରିବେ।

Deuteronomy 16:11
ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣା ନାମ ପାଇଁ ଯେଉଁ ସ୍ଥାନ ନିର୍ଣଯ କରିବେ, ସହେି ସ୍ଥାନ ରେ ତାଙ୍କ ସମ୍ମକ୍ସ୍ଟଖ ରେ ତୁମ୍ଭେ ଓ ତକ୍ସ୍ଟମ୍ଭ ପକ୍ସ୍ଟତ୍ର ତୁମ୍ଭର କନ୍ଯା ଓ ତୁମ୍ଭର ଦାସ ଦାସୀ, ତକ୍ସ୍ଟମ୍ଭ ନଗର ଦ୍ବାରର ଲବେୀୟ ଲୋକ ଓ ତକ୍ସ୍ଟମ୍ଭ ମଧିଅରେ ଥିବା ବିଦେଶୀଯ ଲୋକ, ପିତୃହୀନ, ବିଧବା ସମସ୍ତେ ଆନନ୍ଦ କରିବ।

Deuteronomy 16:14
ଉତ୍ସବ ସମୟରେ ତୁମ୍ଭେ ଓ ତକ୍ସ୍ଟମ୍ଭ ପକ୍ସ୍ଟତ୍ର, କନ୍ଯା, ଦାସ, ଦାସୀ ନଗରଦ୍ବାରବର୍ତ୍ତୀ ଲବେୀୟ ଲୋକ ଓ ବିଦେଶୀ ପିତୃହୀନ ଓ ବିଧବା ତୁମ୍ଭେ ସମସ୍ତେ ଆନନ୍ଦ କରିବ।

Occurences : 55

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்