Base Word
מֶשֶׁךְ
Short DefinitionMeshek, a son of Japheth, and the people descended from him
Long Definitionson of Japheth, grandson of Noah, and progenitor of peoples to the north of Israel
Derivationthe same in form as H4901, but probably of foreign derivation
International Phonetic Alphabetmɛˈʃɛk
IPA modmɛˈʃɛχ
Syllablemešek
Dictionmeh-SHEK
Diction Modmeh-SHEK
UsageMesech, Meshech
Part of speechn-pr-m

Genesis 10:2
ଯଫେତ୍ଙ୍କର ପୁତ୍ରମାନେ ହେଲ, ଗୋମର, ମାଗୋଗ୍, ମାଦଯ, ତୁବଲ, ୟବନ, ମେଶକ ଓ ତିରସ।

1 Chronicles 1:5
ଯଫେତ୍ଙ୍କର ପୁତ୍ରମାନେ ଥିଲେ : ଗୋମର, ମା ରୋଗ, ମାଦଯ, ୟବନ, ତୁବଲ, ମେଶକ୍ ଓ ତୀରସ୍।

1 Chronicles 1:17
ଶମଙ୍କେର ସନ୍ତାନଗଣ ଥିଲେ : ଏଲମ୍, ଅଶୂର, ଅର୍ଫକ୍କ୍ଷଦ, ଲୂଦ୍, ଅରାମ। ଅରାମଙ୍କର ପୁତ୍ରମାନେ ଥିଲେ : ଊସ୍, ହୂଲ, ଗେଥର ଓ ମେଶକ୍।

Psalm 120:5
ମିଥ୍ଯାବାଦୀ ଲୋକମାନେ, ମେଶକରେ ବାସ କଲା ପରି ତୁମ୍ଭ ପାଖରେ ବାସ କରୁଛନ୍ତି। ଏହା କଦୋରର ତମ୍ବୁରେ ବାସ କରିବା ସଦୃଶ।

Ezekiel 27:13
ଗ୍ରୀକ୍, ତୁର୍କ ଓ ମଷେକର ଲୋକମାନେ ବ୍ଯବସାଯୀ ଥିଲେ। ସମାନେେ କ୍ରୀତଦାସ ଓ ପିତ୍ତଳର ବାସନକୁସନ ତୁମ୍ଭର ଜିନିଷଗୁଡ଼ିକ ବଦଳ ରେ ବ୍ଯବସାଯ କଲେ।

Ezekiel 32:26
ଏବଂ ମଷେକ୍ ଏବଂ ତୁବଲର ଲୋକମାନେ ଅଛନ୍ତି। ସମାନଙ୍କେର ଚତୁର୍ଦ୍ଦିଗ ରେ ସମାନଙ୍କେର କବରସବୁ ଅଛି। ସମାନେେ ସମସ୍ତେ ଅନୁନ୍ନତ ଥିଲେ ଓ ଖଡ୍ଗ ରେ ହତ ହେଲେ। କାରଣ ସମାନେେ ଜୀବିତ ଥିବା ସମୟରେ ଦେଶ ରେ ଲୋକମାନଙ୍କୁ ଭୟ ଦଖାଇେ ଥିଲେ।

Ezekiel 38:2
ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଗେଶର, ମେଶକର ଓ ତୁବଲର ମୁଖ୍ଯ ଅଧିପତି ମାଗଗେ ଦେଶୀଯ ଗୋଗ ଆଡ଼େ ମୁଖ ରଖି ତାହା ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରି କୁହ,

Ezekiel 38:3
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ' ହେ ଗେଶର, ମେଶକର ଓ ତୁବଲର ମୁଖ୍ଯ ଅଧିପତି ରାଜା ଗୋଗ, ଦେଖ, ମୁଁ ତୁମ୍ଭର ପ୍ରତିକୂଳ ଅଟେ।

Ezekiel 39:1
ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଗୋଗ ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ' ହେ ରୋଶ, ମେଶକ ଓ ତୁବଲର ମୁଖ୍ଯ ଅଧିପତି ଗୋଗ, ମୁଁ ତୁମ୍ଭ ବିରୁଦ୍ଧ ରେ ଅଛି।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்