Base Word
מַשְׁמָן
Short Definitionfat, i.e., (literally and abstractly) fatness; but usually (figuratively and concretely) a rich dish, a fertile field, a robust man
Long Definitionfatness, fat piece, fertile place, richly prepared food
Derivationfrom H8080
International Phonetic Alphabetmɑʃˈmɔːn̪
IPA modmɑʃˈmɑːn
Syllablemašmān
Dictionmahsh-MAWN
Diction Modmahsh-MAHN
Usagefat (one, -ness, -test, -test place)
Part of speechn-m

Genesis 27:28
ସଦାପ୍ରଭୁ ତୁମ୍ଭକୁ ୟଥେଷ୍ଟ ବର୍ଷା ଦିଅନ୍ତୁ। ତେଣୁ ତୁମ୍ଭେ ବହୁତ ଫସଲ ଓ ଦ୍ରାକ୍ଷାରସ ପାଇବ।

Genesis 27:39
ତା'ପରେ ଇସ୍ହାକ ତାଙ୍କୁ କହିଲେ, ତୁମ୍ଭେ ବାହା ରେ ବର୍ଷା ରେ ରହିବ ଏବଂ ଯାହା ଭୂମି ଉତ୍ପାଦନ କରିବ ଛାଡ଼ି ଦବେ।

Nehemiah 8:10
ଆଉ ସେ ସମାନଙ୍କେୁ କହିଲେ, ଘରକୁ ୟାଅ, ଚିକ୍କଣ ଦ୍ରବ୍ଯ ଭୋଜନ କର, ସୁମିଷ୍ଟ ଦ୍ରବ୍ଯ ପାନ କର ଓ ଯାହା ପାଇଁ ପ୍ରସ୍ତୁତି ହାଇେ ନାହିଁ, ତାହା ପାଇଁ କିଛି ପଠାଅ। କାରଣ ଆଜି ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ଅଟେ। ତୁମ୍ଭମାନେେ ଦୁଃଖିତ ହୁଅ ନାହିଁ। ଯେଣୁ ସଦାପ୍ରଭୁଙ୍କ ଆନନ୍ଦ ତୁମ୍ଭମାନଙ୍କର ବଳ ହବେ।

Psalm 78:31
ପରମେଶ୍ବର ସମସ୍ତ ଲୋକମାନଙ୍କ ଉପରେ ପ୍ରବଳ କୋର୍ଧ ହେଲେ, ଏବଂ ସମାନଙ୍କେ ମଧ୍ଯରୁ ସବୁଠୁଁ ସ୍ବାସ୍ଥ୍ଯବାନ ଲୋକଙ୍କୁ ହତ୍ଯା କଲେ। ସେ ଇଶ୍ରାୟେଲର ଉତ୍ତମ ୟୁବକମାନଙ୍କୁ ତଳକୁ ଖସାଇ ଆଣିଲେ।

Isaiah 10:16
ଅଶୂର ଭାବେ ସେ ମହାନ୍। ମାତ୍ର ସର୍ବଶକ୍ତିମାନ ସଦାପ୍ରଭୁ ତା ବିରୁଦ୍ଧ ରେ ଏକ ଭୟଙ୍କର ବ୍ଯାଧି ପଠାଇବେ। ଗୋଟିଏ ରୋଗୀ ତା'ର ଓଜନ ହରାଇଲା ପରି ଅଶୂର ତା'ର ଅର୍ଥ ଓ ସାମର୍ଥ୍ଯ ହରାଇବ। ତା'ପ ରେ ଅଶୂରର ସମସ୍ତ ଗୌରବ ଧ୍ବଂସ ପାଇବ। ଏହା ଅଶୂରର ସମସ୍ତ ଧ୍ବଂସ କରିବା ପର୍ୟ୍ଯନ୍ତ ଜ୍ବଳନ୍ତ ଅଗ୍ନି ସଦୃଶ ହବେ।

Isaiah 17:4
ସହେି ସମୟରେ ଯାକୁବର ଗୌରବ ଲୋପ ପାଇବ। ଯାକୁବର ସ୍ଥୁଳତା ହ୍ରାସ ପାଇବ ଓ ସେ ଦୁର୍ବଳ ଓ କ୍ଷୀଣ ଦଖାୟିବେ।

Daniel 11:24
ଯେତବେେଳେ ଧନଶାଳୀ ଦେଶଗୁଡିକ ନିରାପଦ ଅନୁଭବ କରିବେ, ସେ ସମାନଙ୍କେୁ ଆକ୍ରମଣ କରିବ। ତାହା ପିତୃ ପିତାମହଗଣ ଯାହା କରିନଥିଲେ ସେ ତାହା କରିବ। ସେ ତାକୁ ବନ୍ଧୁମାନଙ୍କ ମଧିଅରେ ଲୁଣ୍ଠିତ ଦ୍ରବ୍ଯ ଅପହୃତ ବସ୍ତୁ ଓ ଧନ ବାଣ୍ଟି ଦବେ। ସେ ଅଳ୍ପ ସମୟ ପାଇଁ ସଫଳ ହବେ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்