Base Word
נָגַד
Short Definitionproperly, to front, i.e., stand boldly out opposite; by implication (causatively), to manifest; figuratively, to announce (always by word of mouth to one present); specifically, to expose, predict, explain, praise
Long Definitionto be conspicuous, tell, make known
Derivationa primitive root
International Phonetic Alphabetn̪ɔːˈɡɑd̪
IPA modnɑːˈɡɑd
Syllablenāgad
Dictionnaw-ɡAHD
Diction Modna-ɡAHD
Usagebewray, × certainly, certify, declare(-ing), denounce, expound, × fully, messenger, plainly, profess, rehearse, report, shew (forth), speak, × surely, tell, utter
Part of speechv

Genesis 3:11
ସଦାପ୍ରଭୁ ପରମେଶ୍ବର ଆଦମକୁ କହିଲେ, ତୁମ୍ଭକୁ କିଏ କହିଲା ଯେ, ତୁମ୍ଭେ ଉଲଗ୍ନ? ତୁମ୍ଭେ କଣ ଉଦ୍ୟାନର ସହେି ବୃକ୍ଷର ଫଳ ଖାଇଲ, ଯାହା ଖାଇବା ପାଇଁ ମୁଁ ମନା କରିଥିଲି!

Genesis 9:22
କିଣାନର ପିତା ହାମ ଆପଣା ପିତାଙ୍କର ଉଲଗ୍ନତା ଦେଖି ବାହା ରେ ଆପଣା ଦୁଇଭାଇଙ୍କୁ ସମାଚ଼ାର ଦେଲେ।

Genesis 12:18
ତେଣୁ ଫାରୋ ଅବ୍ରାମଙ୍କୁ ଡ଼ାକି କହିଲେ, ତୁମ୍ଭେ କାହିଁକି ମାେ ପ୍ରତି ଏପରି ମନ୍ଦ ଆଚ଼ରଣ କଲ? ସାରୀ ତୁମ୍ଭର ସ୍ତ୍ରୀ ବୋଲି ତୁମ୍ଭେ କହି ନଥିଲ! କାହିଁକି?

Genesis 14:13
ସେତବେେଳେ ଜଣେ ପଳାତକ ଏବ୍ରୀଯ ଅବ୍ରାମଙ୍କୁ ସମାଚ଼ାର ଦଲୋ। ସହେି ସମୟରେ ଅବ୍ରାମ ଇଷ୍କୋଲର ଓ ଆନରରେ ଭ୍ରାତା ଇ ମାରେୀଯ ମମ୍ରିର ଆଲୋନ ବୃକ୍ଷମୂଳେ ବାସ କରୁଥିଲେ। ସମାନେେ ମଧ୍ଯ ଅବ୍ରାମଙ୍କର ସହାୟ ଥିଲେ।

Genesis 21:26
କିନ୍ତୁ ଅବିମଲକେ କହିଲେ, ମୁଁ ଜାଣେ ନାହିଁ କିଏ ଏହା କରିଛି। ତୁମ୍ଭେ ଆଗରୁ ମାେତେ ଏବିଷଯ ରେ କିଛି କହିଲ ନାହିଁ। ମୁଁ ଆଜି ଏ ବିଷଯ ରେ ଶୁଣିବାକୁ ପାଇଲି।

Genesis 22:20
ଏହିସବୁ ଘଟଣା ଘଟିୟିବା ପରେ , ଅବ୍ରହାମକୁ ଏକ ବାର୍ତ୍ତା ପଠାଗଲା। ବର୍ତ୍ତାଟି ଏହିପରି ଥିଲା, ତୁମ୍ଭର ଭାଇ ନା ହରେ ଏବଂ ତାଙ୍କର ସ୍ତ୍ରୀ ମିଲ୍କା ସନ୍ତାନ ପ୍ରସବ କରିଅଛି।

Genesis 24:23
ସହେି ଦାସଜଣଙ୍କ ପଚାରିଲେ, ତୁମ୍ଭ ବାପାଙ୍କର ନାମ କ'ଣ? ତୁମ୍ଭ ପିତାଙ୍କ ଗୃହ ରେ ଆମ୍ଭମାନଙ୍କର ରହିବା ପାଇଁ ସ୍ଥାନ ଅଛି କି?

Genesis 24:28
ଏହାପରେ ରିବିକା ଦୌଡ଼ିୟାଇ ତାଙ୍କ ପରିବାର ରେ ଏହି କଥା ଜଣାଇଲା।

Genesis 24:49
ବର୍ତ୍ତମାନ ମାେତେ କୁହ, ତୁମ୍ଭେ କଣ ମାରେ କର୍ତ୍ତାଙ୍କ ପ୍ରତି ଅନୁଗ୍ରହ ହାଇେ ତୁମ୍ଭର କନ୍ଯାକୁ ଦବେ? କିମ୍ବା ତୁମ୍ଭେ କଣ ଫରୋଇଦବେ? ମାେତେ କୁହ ତବେେ ମୁଁ ଜାଣିବି କ'ଣ କରିବା ଉଚିତ।

Genesis 24:49
ବର୍ତ୍ତମାନ ମାେତେ କୁହ, ତୁମ୍ଭେ କଣ ମାରେ କର୍ତ୍ତାଙ୍କ ପ୍ରତି ଅନୁଗ୍ରହ ହାଇେ ତୁମ୍ଭର କନ୍ଯାକୁ ଦବେ? କିମ୍ବା ତୁମ୍ଭେ କଣ ଫରୋଇଦବେ? ମାେତେ କୁହ ତବେେ ମୁଁ ଜାଣିବି କ'ଣ କରିବା ଉଚିତ।

Occurences : 370

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்