Base Word
נוּחַ
Short Definitionto rest, i.e., settle down; used in a great variety of applications, literal and figurative, intransitive, transitive and causative (to dwell, stay, let fall, place, let alone, withdraw, give comfort, etc.)
Long Definitionto rest
Derivationa primitive root
International Phonetic Alphabetˈn̪uː.ɑħ
IPA modˈnu.ɑχ
Syllablenûaḥ
DictionNOO-ah
Diction ModNOO-ak
Usagecease, be confederate, lay, let down, (be) quiet, remain, (cause to, be at, give, have, make to) rest, set down
Part of speechv

Genesis 8:4
ଏହାପରେ ସପ୍ତଦଶ ମାସର ସପ୍ତଦଶ ଦିନ ରେ ଆରାରଟ ପର୍ବତ ଉପରେ ଜାହାଜ ଲାଗି ରହିଲା।

Exodus 10:14
ପଙ୍ଗପାଳ ଦଳ ଉଡିଆସି ମିଶର ଦେଶ ରେ ଭୂମିସ୍ଥ ହେଲେ। ଏତେ ସଂଖ୍ଯା ରେ ପଙ୍ଗପାଳଦଳ ଆସିଲେ ଯେ ପୂର୍ବରୁ ଏତେ ସଂଖ୍ଯକ ପଙ୍ଗପାଳ ଦଳ ମିଶର ରେ କଦାପି ଦଖାୟୋଇ ନଥିଲେ।

Exodus 17:11
ଯେତବେେଳେ ମାଶାେ ତାଙ୍କର ହସ୍ତ ଉପରକୁ କଲେ ସେତବେେଳେ ଇଶ୍ରାୟେଲୀୟ ବିଜଯ ହେଲେ ଓ ଯେତବେେଳେ ମାଶାେ ତାଙ୍କର ହାତ ତଳକୁ ରଖିଲେ, ସେତବେେଳେ ଅମାଲକେୀଯମାନେ ପରାସ୍ତ ହେଲେ।

Exodus 20:11
ଯେ ହତେୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ଦନ୍ମଧ୍ଯସ୍ଥିତ ସମସ୍ତ ବସ୍ତୁ ଛଅ ଦିନ୍ ରେ ନିର୍ମାଣ କରି ସପ୍ତମ ଦିନ ରେ ବିଶ୍ରାମ କଲେ। ଏହିପରି ଭାବରେ ସଦାପ୍ରଭୁ ବିଶ୍ରାମ ଦିନଟିକୁ ଆଶୀର୍ବାଦ କଲେ। ସଦାପ୍ରଭୁ ଏହି ଦିନଟକୁ ଏକ ସ୍ବତନ୍ତ୍ର ଦିନ କଲେ।

Exodus 23:12
ଛଅ ଦିନ ଧରି କାର୍ୟ୍ଯ କର ଏବଂ ସପ୍ତମ ଦିନ ରେ ବିଶ୍ରାମ କର। ଏପରି ମଧ୍ଯ ତୁମ୍ଭମାନଙ୍କର ଦାସମାନଙ୍କ ପାଇଁ ଏବଂ ବିଦେଶୀମାନଙ୍କ ପ୍ରତି ଏହିପରି କର ଏବଂ ତୁମ୍ଭମାନଙ୍କର ଗୋରୁ ଏବଂ ଗଧମାନଙ୍କ ପାଇଁ ମଧ୍ଯ ଏପରି କରିବ। ସମାନଙ୍କେ ପାଇଁ ସପ୍ତମ ଦିନଟି ବିଶ୍ରାମ ଦବେ।

Exodus 33:14
ସଦାପ୍ରଭୁ ଉତ୍ତର ଦେଲେ, ମାରେ ଉପସ୍ଥିତି ତୁମ୍ଭ ସହିତ ୟିବ ଏବଂ ତୁମ୍ଭକୁ ବିଶ୍ରାମ ଦବେ।

Numbers 10:36
ଆଉ ପବିତ୍ର ସିନ୍ଦୁକ ଅଟକି ଗଲା ବେଳେ ମାଶାେ କହନ୍ତି,

Numbers 11:25
ତା'ପରେ ସଦାପ୍ରଭୁ ମେଘରୁ ଓହ୍ଲାଇ ମାଶାଙ୍କେୁ କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠା ରେ ଥିଲା, ତହିଁରୁ ନଇେ ସତୁରି ପ୍ରାଚୀନବର୍ଗଙ୍କୁ ଦେଲେ। ଯେତବେେଳେ ସମାନଙ୍କେ ଉପରେ ଆତ୍ମା ଅବସ୍ଥାନ କଲା, ସମାନେେ ଭବିଷ୍ଯତ କଥା ପ୍ରଚାର ଆରମ୍ଭ କଲେ, ଏବଂ ସମାନେେ ଆଉ ବନ୍ଦ କଲେ ନାହିଁ।

Numbers 11:26
ମାତ୍ର ଛାଉଣୀ ମଧିଅରେ ଦୁଇଜଣ ପ୍ରାଚୀନ ଇଲଦଦ୍ ଓ ମଦେଦ୍ ରହିଲେ, ଯଦିଓ ସମାନେେ ତାଲିକା ରେ ଥିଲେ, ସମାନେେ ତମ୍ବୁ ବାହାରକୁ ଆସି ନ ଥିଲେ। ସମାନଙ୍କେ ଉପରେ ସହେି ଆତ୍ମା ଅବସ୍ଥାନ କଲା ଓ ସମାନେେ ଛାଉଣୀ ମଧିଅରେ ରହି ଭବିଷ୍ଯତ କଥା ପ୍ରଚାର ଆରମ୍ଭ କଲେ।

Deuteronomy 3:20
କିନ୍ତୁ ତୁମ୍ଭମାନେେ ତୁମ୍ଭମାନଙ୍କର ଇଶ୍ରାୟେଲୀୟ ଭାତୃଗଣମାନଙ୍କୁ ସାହାୟ୍ଯ କର। ଯେ ପର୍ୟ୍ଯନ୍ତ ସମାନେେ ସଦାପ୍ରଭୁଙ୍କ ଦତ୍ତ ୟର୍ଦ୍ଦନ ସପୋରିସ୍ଥ ଭୂମିରେ ବାସ କରନ୍ତି। ସମାନେେ ତୁମ୍ଭମାନଙ୍କ ପରି ଭୂମି ପାଇବା ପ୍ରର୍ୟ୍ଯନ୍ତ, ସମାନଙ୍କେୁ ସାହାୟ୍ଯ କର। ଏହାପରେ ତୁମ୍ଭମାନେେ ତକ୍ସ୍ଟମ୍ଭଙ୍କକ୍ସ୍ଟ ଦିଆୟାଇଥିବା ଏହି ନିଜ ନିଜ ଦେଶକକ୍ସ୍ଟ ଫରେିୟିବ।'

Occurences : 67

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்