Base Word
נְחוּשָׁה
Short Definitioncopper
Long Definitioncopper, bronze
Derivationor נְחֻשָׁה; feminine of H5153
International Phonetic Alphabetn̪ɛ̆.ħuːˈʃɔː
IPA modnɛ̆.χuˈʃɑː
Syllablenĕḥûšâ
Dictionneh-hoo-SHAW
Diction Modneh-hoo-SHA
Usagebrass, steel
Part of speechn-f

Leviticus 26:19
ପୁଣି ଆମ୍ଭେ ତୁମ୍ଭର ବଳର ଗର୍ବକୁ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶକୁ ଲୌହତୁଲ୍ଯ ଓ ଭୂମିକୁ ପିତଳତୁଲ୍ଯ ତରିବା।

2 Samuel 22:35
ସେ ମାେତେ ୟକ୍ସ୍ଟଦ୍ଧ କରିବା ପାଇଁ ଶିକ୍ଷା ଦିଅନ୍ତି। ସେଥିପାଇଁ ମାରେ ବାହକ୍ସ୍ଟଗକ୍ସ୍ଟଡିକ ଏକ ଶକ୍ତ ଧନକ୍ସ୍ଟକକ୍ସ୍ଟ ବଙ୍କଇବୋ ପାଇଁ ୟଥେଷ୍ଟ ବଳିଷ୍ଠ।

Job 20:24
ସେ ହୁଏତ ଲୁହା ଖଡ୍ଗରୁ ରକ୍ଷା ପାଇପା ରେ, କିନ୍ତୁ ତମ୍ବାର ଧନୁ ତାକୁ ବିନ୍ଧି ପକଇବେ।

Job 28:2
ଲୋକେ ଲୁହା ପାଇଁ ଭୂମି ଖୋଳନ୍ତି। ପଥର ତରଳାଇ ତମ୍ବା ବାହାର କରାୟାଏ।

Job 40:18
ବ ହମାେତର ହାଡ଼ସବୁ ତମ୍ବା ପରି ଅତି ଶକ୍ତ। ତା'ର ଗୋଡ଼ ଲୁହାଖମ୍ବ ଭଳି ଶକ୍ତ।

Job 41:27
ସେ ଲୁହାକୁ କୁଟା ସଦୃଶ ଭାଙ୍ଗି ପକାଏ। ଏହା ତମ୍ବାକୁ ପଚାକାଠ ପରି ଭାଙ୍ଗି ପକାଏ।

Psalm 18:34
ପରମେଶ୍ବର ମାେତେ ୟୁଦ୍ଧ କରିବା ପାଇଁ ଶିକ୍ଷା ଦିଅନ୍ତି। ସେଥିପାଇଁ ମାରେ ବାହୁଗୁଡ଼ିକ ଶକ୍ତ ଧନୁକୁ ବଙ୍କଇବୋ ପାଇଁ ୟଥେଷ୍ଟ ବଳିଷ୍ଠ।

Isaiah 45:2
ହେ କୋରସ୍, ଆମ୍ଭେ ତୁମ୍ଭ ଆଗେ ଆଗେ ୟିବା, ଉଚ୍ଚସ୍ଥାନକୁ ସମାନ କରିବା, ବ୍ରୋଞ୍ଜର କବାଟସବୁ ଭାଙ୍ଗି ପକାଇବା ଲୌହ ଅର୍ଗଳସବୁ କାଟି ପକାଇବା।

Isaiah 48:4
କାରଣ ମୁଁ ଜାଣେ ତୁମ୍ଭେ ଅବାଧ୍ଯ ; ମାରେ ବାକ୍ଯ ତୁମ୍ଭେ ବିଶ୍ବାସ କରିବାକୁ ଅସମ୍ମତ। ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ବରୂପ ବୋଲି ଆମ୍ଭେ ଜାଣିଲୁ।

Micah 4:13
ସିୟୋନର କନ୍ଯା, ଉଠ ଓ ଏହି ଲୋକଙ୍କୁ ଦଳି ଦିଅ। କାରଣ ଆମ୍ଭେ ତୁମ୍ଭକୁ ଶକ୍ତିଶାଳୀ କରିବା। ଆମ୍ଭେ ବଳଦପରି ତୁମ୍ଭର ଶିଙ୍ଗ କୁ ଲୌହ ସଦୃଶ ଓ ଖୁରାକୁ ପିତ୍ତଳ ସଦୃଶ କରିବା। ତୁମ୍ଭେ ତାହାର ସାହାୟ୍ଯ ରେ ଅନକେ ଗୋଷ୍ଠୀକୁ ଚୁର୍ଣ୍ଣ କରିବ। ସମାନଙ୍କେର ଧନସମ୍ପତ୍ତି ତୁମ୍ଭେ ସଦାପ୍ରଭୁଙ୍କୁ ଅର୍ପଣ କରିବ ଏବଂ ସମାନଙ୍କେର ଧନଭଣ୍ତାର ସମୁଦାଯ ଭୂମଣ୍ତଳର ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିବ।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்