Base Word
אֵם
Short Definitiona mother (as the bond of the family); in a wide sense (both literally and figuratively [like father])
Long Definitionmother
Derivationa primitive word
International Phonetic Alphabetʔem
IPA modʔem
Syllableʾēm
Dictioname
Diction Modame
Usagedam, mother, × parting
Part of speechn-f

Genesis 2:24
ମନୁଷ୍ଯ ପିତା ମାତାଙ୍କୁ ଛାଡ଼ି ସ୍ତ୍ରୀ ସହିତ ଏକତ୍ରୀତ ହବେ। ଯେପରି ସମାନେେ ଏକ ବ୍ଯକ୍ତି, ଏହା ଏପରି ଭାବରେ ହବେ।

Genesis 3:20
ମନୁଷ୍ଯ ତା'ର ସ୍ତ୍ରୀର ନାମ ଦଲୋ, ହବା। ଆଦମ ତାଙ୍କର ଏପରି ନାମକରଣ କରିଥିଲା, କାରଣ ସେଥିଲେ ଜୀବିତ ପ୍ରାଣୀମାନଙ୍କ ସକଳର ମାତା।

Genesis 20:12
ସେ ମାରେ ସ୍ତ୍ରୀ, କିନ୍ତୁ ସେ ମଧ୍ଯ ମାରେ ଭଉଣୀ। ସେ ହେଉଛନ୍ତି ମାେ ବାପାଙ୍କର ଏକ ଝିଅ। କିନ୍ତୁ ସେ ମାେ ମାର ଝିଅ ନୁହେଁ।

Genesis 21:21
ତାଙ୍କର ମା ତାଙ୍କ ପାଇଁ ଏକ ସ୍ତ୍ରୀ ମିଶର ରେ ଠିକ୍ କଲେ। ସମାନେେ ପାରଣ ନାମକ ମରୁଭୂମିରେ ବାସ କଲେ।

Genesis 24:28
ଏହାପରେ ରିବିକା ଦୌଡ଼ିୟାଇ ତାଙ୍କ ପରିବାର ରେ ଏହି କଥା ଜଣାଇଲା।

Genesis 24:53
ଏହାପରେ ରିବିକା ପାଇଁ ଆଣିଥିବା ସବୁ ଉପହାର ତାଙ୍କୁ ଦେଲେ। ସେ ମଧ୍ଯ ତାଙ୍କୁ ସୁନ୍ଦର ବସ୍ତ୍ର ଓ ସୁନାରୂପା ଅଳଙ୍କାର ତାଙ୍କୁ ଦେଲେ। ସେ ମଧ୍ଯ ବହୁ ଦାମିକା ଉପହାର ତାଙ୍କ ମା ଓ ଭାଇକୁ ଦେଲେ।

Genesis 24:55
ରିବିକାର ମା ଓ ଭାଇ କହିଲେ, ରିବିକାକୁ ଆମ ସହିତ କିଛି ଦିନ ରହିବାକୁ ଦିଅ। ତାଙ୍କୁ ଆମ ସହିତ ଆଉ ଦଶଦିନ ରହିବାକୁ ଦିଅ। ଏହାପରେ ସେ ୟାଇପାରିବ।

Genesis 24:67
ଏହା ପରେ ଇ‌ସ୍‌ହାକ ସେହି କନ୍ୟାକୁ ତାଙ୍କର ମାଙ୍କ ତମ୍ବୁକୁ ଆଣିଲେ। ସେହି ଦିନ ରିବିକା ଇ‌ସ୍‌ହାକର ସ୍ତ୍ରୀ ହେଲେ। ଇ‌ସ୍‌ହାକ ତାଙ୍କୁ ବହୁତ ପ୍ରେମ କଲେ। ତେଣୁ ଇ‌ସ୍‌ହାକ ତାଙ୍କର ମାଙ୍କର ମୃତ୍ୟୁପରେ ସାନ୍ତ୍ୱନା ପାଇଲେ।

Genesis 24:67
ଏହା ପରେ ଇ‌ସ୍‌ହାକ ସେହି କନ୍ୟାକୁ ତାଙ୍କର ମାଙ୍କ ତମ୍ବୁକୁ ଆଣିଲେ। ସେହି ଦିନ ରିବିକା ଇ‌ସ୍‌ହାକର ସ୍ତ୍ରୀ ହେଲେ। ଇ‌ସ୍‌ହାକ ତାଙ୍କୁ ବହୁତ ପ୍ରେମ କଲେ। ତେଣୁ ଇ‌ସ୍‌ହାକ ତାଙ୍କର ମାଙ୍କର ମୃତ୍ୟୁପରେ ସାନ୍ତ୍ୱନା ପାଇଲେ।

Genesis 27:11
କିନ୍ତୁ ଯାକୁବ ତା'ର ମାତା ରିବିକାକୁ କହିଲେ, ମାରେ ଭାଇ ଏଷୌ ଲୋମଶ ଶରୀର। ମୁଁ ତାଙ୍କ ପରି ଲୋମଶ ନୁହେଁ।

Occurences : 220

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்