Base Word
נְכוֹ
Short DefinitionNeko, an Egyptian king
Long Definitionthe Pharaoh of Egypt in the time of king Josiah of Judah
Derivationprobably of Egyptian origin
International Phonetic Alphabetn̪ɛ̆ˈko
IPA modnɛ̆ˈχo̞w
Syllablenĕkô
Dictionneh-KOH
Diction Modneh-HOH
UsageNecho
Part of speechn-pr-m

2 Chronicles 35:20
ଯୋଶିୟଯ ମନ୍ଦିର ନିମନ୍ତେ ସହେି ସମସ୍ତ ଉତ୍ତମ କାର୍ୟ୍ଯ କରିଥିଲେ। ପରେ, ମିଶରର ରାଜା ନଖୋ, ଫରାତ୍ ନଦୀ ନିକଟରେ ଥିବା କର୍କମୀଶ ସହର ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିଲେ। ରାଜା ଯୋଶିୟଯ ନଖୋ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଗଲେ।

2 Chronicles 35:22
କିନ୍ତୁ ଯୋଶିୟଯ ଚାଲିଗଲେ ନାହିଁ। ସେ ନଖୋଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ସ୍ଥିର କଲେ, ତେଣୁ ସେ ତାଙ୍କର ରୂପ ବଦଳାଇଲେ ଓ ୟୁଦ୍ଧ କରିବା ନିମନ୍ତେ ୟୁଦ୍ଧକ୍ଷେତ୍ରକୁ ଗଲେ। ନଖୋ ପରମେଶ୍ବରଙ୍କ ଆଦେଶ ସମ୍ବନ୍ଧ ରେ ଯାହା କହିଲେ, ଯୋଶିୟଯ ତାହା ଶୁଣିବାକୁ ଅଗ୍ରାହ୍ଯ କଲେ। ଯୋଶିୟଯ ମାଗିଦ୍ଦୋ ସମତଳ ଭୂମିରେ ୟୁଦ୍ଧ କରିବାକୁ ଗଲେ।

2 Chronicles 36:4
ମିଶରର ରାଜା ଯିହାୟୋଦାରହସ୍ଙ୍କ ଭ୍ରାତା ଇଲୀଯାକୀମଙ୍କୁ ଯିହୁଦା ଓ ୟିରୁଶାଲମର ନୂତନ ରାଜା କଲେ। ଏହାପରେ ମିଶରର ରାଜା ଇଲୀଯାକୀମ୍ଙ୍କର ନାମକୁ ପରିବର୍ତ୍ତନ କରି ଯିହାୟୋଦାରକୀମ୍ ଦେଲେ। କିନ୍ତୁ ନଖୋ ଯିହାୟୋଦାରକୀମ୍ର ଭାଇ ଯିହାୟୋଦାରହସ୍ଙ୍କୁ ମିଶରକୁ ନଇଗେଲେ।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்