Base Word
נָתַךְ
Short Definitionto flow forth (literally or figuratively); by implication, to liquify
Long Definitionto pour out or forth, drop (or rain), be poured, be poured out, be melted, be molten
Derivationa primitive root
International Phonetic Alphabetn̪ɔːˈt̪ɑk
IPA modnɑːˈtɑχ
Syllablenātak
Dictionnaw-TAHK
Diction Modna-TAHK
Usagedrop, gather (together), melt, pour (forth, out)
Part of speechv

Exodus 9:33
ମାଶାେ ଫାରୋଙ୍କ ନିକଟରୁ ନଗର ବାହାରକୁ ୟାଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବାରୁ ବର୍ଷା, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହାଇଗେଲା।

2 Samuel 21:10
ବର୍ତ୍ତମାନ ଅଯାର କନ୍ଯା ରିସ୍ପା ଅଖା ନଇେ ଶସ୍ଯ ଅମଳ ଋତକ୍ସ୍ଟର ଆରମ୍ଭରକ୍ସ୍ଟ ବର୍ଷା ହବୋ ପର୍ୟ୍ଯନ୍ତ ସହେି ଶୈଳ ଉପରେ ଆପଣା ପାଇଁ ତାହା ପ୍ରସାରିଲା। ସେ ଦିନରାତି ସହେି ଶରୀରଗୁଡିକୁ ଜଗିବାକକ୍ସ୍ଟ ସଠାେରେ ରହିଲା। ଆଉ ସେ ଦିନ ବେଳେ ଆକାଶ ପକ୍ଷୀଗଣକକ୍ସ୍ଟ ସମାନଙ୍କେ ଉପରେ ବସିବାକକ୍ସ୍ଟ କିଅବା ରାତ୍ରି ବେଳେ ବନପଶକ୍ସ୍ଟଗଣକକ୍ସ୍ଟ ଆସିବାକକ୍ସ୍ଟ ଦଲୋ ନାହିଁ।

2 Kings 22:9
ଏହାପରେ ଶାଫନ୍ ସମ୍ପାଦକ ରାଜା ଯୋଶିୟଯଙ୍କ ନିକଟକୁ ଆସିଲା ଓ ରାଜାଙ୍କୁ ସମ୍ବାଦ ଦଲୋ, ଆପଣଙ୍କ ସବେକମାନେ ମନ୍ଦିରରୁ ପ୍ରାପ୍ତ ସମସ୍ତ ମୁଦ୍ରା ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ କରୁଥିବା କର୍ମକାରୀମାନଙ୍କୁ ଓ ତତ୍ତ୍ବାବଧାରକମାନଙ୍କୁ ପ୍ରଦାନ କରିଅଛନ୍ତି।

2 Chronicles 12:7
ସଦାପ୍ରଭୁ ଦେଖିଲେ ଯେ, ସମାନେେ ନିଜକୁ ନମ୍ର କରିଛନ୍ତି। ଏହାପରେ ସଦାପ୍ରଭୁଙ୍କର ବାର୍ତ୍ତା ଶମଯିଯଙ୍କ ନିକଟକୁ ଆସିଲା। ସଦାପ୍ରଭୁ ଶମଯିଯଙ୍କୁ କହିଲେ, ସମାନେେ ନିଜକୁ ନମ୍ର କରିଅଛନ୍ତି। ତେଣୁ ଆମ୍ଭେ ସମାନଙ୍କେୁ ବିନଷ୍ଟ କରିବା ନାହିଁ, କିନ୍ତୁ ଆମ୍ଭେ ସମାନଙ୍କେୁ ଅଳ୍ପ ଉପଶମ ଦବୋ। କିନ୍ତୁ ୟିରୁଶାଲମ ଉପରେ ଆମ୍ଭର କୋରଧ ଢ଼ାଳିବା ନିମନ୍ତେ ଆମ୍ଭେ ଶୀଶକ୍କୁ ବ୍ଯବହାର କରିବା ନାହିଁ।

2 Chronicles 34:17
ସମାନେେ ସଦାପ୍ରଭୁଙ୍କ ମନ୍ଦିର ମଧିଅରେ ଥିବା ଟଙ୍କା ଆଣି ତଦାରଖକାରୀ ଓ ଶ୍ରମିକମାନଙ୍କୁ ପଇଠ କରିଛନ୍ତି।

2 Chronicles 34:21
ୟାଅ, ମାେ' ତରଫରୁ ଓ ଯିହୁଦା ଏବଂ ଇଶ୍ରାୟେଲର ଅବଶିଷ୍ଟ ଲୋକଙ୍କ ତରଫରୁ ଓ ଯିହୁଦା ଏବଂ ଇଶ୍ରାୟେଲ ରେ ଅବଶିଷ୍ଟ ଲୋକଙ୍କ ତରଫରୁ ସଦାପ୍ରଭୁଙ୍କୁ ପଚାର। ଯେଉଁ ପୁସ୍ତକ ମିଳିଅଛି, ସେଥି ରେ ଥିବା ବାକ୍ଯ ସମ୍ବନ୍ଧ ରେ ସଦାପ୍ରଭୁଙ୍କୁ ପଚାର। ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଅତ୍ଯନ୍ତ କୋର୍ଧ କରିଅଛନ୍ତି, କାରଣ ଆମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ବାକ୍ଯ ମାନିଲେ ନାହିଁ। ଏହି ପୁସ୍ତକରେ ଯେଉଁସବୁ ବିଷଯ ଉଲ୍ଲେଖ ହାଇେଅଛି, ତାହା ସମାନେେ କଲେ ନାହିଁ।

2 Chronicles 34:25
ଆମ୍ଭେ ଏହା କରିବା, କାରଣ ଲୋକମାନେ ଆମ୍ଭଙ୍କୁ ପରିତ୍ଯାଗ କରିଅଛନ୍ତି ଓ ଅନ୍ୟ ଦବେତାଗଣଙ୍କ ନିକଟରେ ସୁଗନ୍ଧିଧୂପ ଜାଳିଛନ୍ତି। ସହେି ଲୋକମାନେ ଯେଉଁସବୁ ମନ୍ଦ କର୍ମମାନ କରିଛନ୍ତି, ତଦ୍ଦ୍ବାରା ଆମ୍ଭଙ୍କୁ କୋର୍ଧାନ୍ବିତ କରିଛନ୍ତି। ତେଣୁ ଆମ୍ଭେ ଏହି ସ୍ଥାନ ଉପରେ ଆମ୍ଭକୁ ମାରେ ନିର୍ବାପିତ ହାଇେ ପାରୁ ନ ଥିବା ଅଗ୍ନିପରି କୋରଧ ଢ଼ାଳିବା।'

Job 3:24
ଏପରିକି ମୁଁ ଖାଦ୍ୟ ଖାଇବା ପୂର୍ବ ରେ, ମୁଁ ଦୁଃଖ ରେ ବିଳାପ କଲି ଏବଂ ମାରେ ଲୋତକ ପାଣିପରି ବହିଗଲା।

Job 10:10
ତୁମ୍ଭେ କ୍ଷୀର ପରି ମାେତେ ଢ଼ାଳି ଦଇେଛ, ତୁମ୍ଭେ ଛନୋ ପରି ମାେତେ ଘୁରାଅ ଏବଂ ଚିପୁଡ଼ି ଦିଅ।

Jeremiah 7:20
ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଏକ ସ୍ଥାନ ଉପ ରେ, ମନୁଷ୍ଯ, ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ ଉପ ରେ ଆମ୍ଭର କୋପ ଓ କୋର୍ଧ ଢ଼ଳାୟିବ। ତାହା ଅଗ୍ନି ସଦୃଶ ସବୁ ଦଗ୍ଧ କରିବ, ତାକୁ କହେି ଲିଭାଇ ପାରିବେ ନାହିଁ।

Occurences : 21

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்