Base Word
סָכָל
Short Definitionsilly
Long Definitionfool
Derivationfrom H5528
International Phonetic Alphabetsɔːˈkɔːl
IPA modsɑːˈχɑːl
Syllablesākāl
Dictionsaw-KAWL
Diction Modsa-HAHL
Usagefool(-ish), sottish
Part of speechn-m

Ecclesiastes 2:19
କହେି ଜଣେ ସବୁକିଛି ନିଯନ୍ତ୍ରଣ କରିବ, ଯାହା ପାଇଁ ମୁଁ ପରିଶ୍ରମ କରିଛି। ଏଇ ଜୀବନ ରେ ମୁଁ ଜ୍ଞାନ ବଳ ରେ ସବୁକିଛି ପାଇଛି। ସେ ଲୋକ ଜ୍ଞାନୀ କିଅବା ମୂର୍ଖ ହବେ, ଏହା ମୁଁ ଜାଣେ ନାହିଁ। ଏହା ମଧ୍ଯ ଅସାର ଅଟେ।

Ecclesiastes 7:17
ତୁମ୍ଭେ ଅତି ଦୁଷ୍ଟ କିଅବା ନିର୍ବୋଧ ହୁଅ ନାହିଁ। ଆପଣା କାଳ ପୁରିବା ପୂର୍ବରୁ କାହିଁକି ମରିବ ?

Ecclesiastes 10:3
ମୁର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦଖାୟୋଏ। ପୁଣି ସେ ପ୍ରେତ୍ୟକକକୁ କ ହେ ଯେ ସେ ମୂର୍ଖ।

Ecclesiastes 10:3
ମୁର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦଖାୟୋଏ। ପୁଣି ସେ ପ୍ରେତ୍ୟକକକୁ କ ହେ ଯେ ସେ ମୂର୍ଖ।

Ecclesiastes 10:14
ମୂର୍ଖ ବହୁ କଥା କ ହେ। ତଥାପି କ'ଣ ହବେ ମନୁଷ୍ଯ ଜାଣେ ନାହିଁ। ଆଉ ତା'ପ ରେ କ'ଣ ଘଟିବ, କହେି ତାକୁ ଜଣାଇ ପାରିବ ନାହିଁ।

Jeremiah 4:22
ପରମେଶ୍ବର କହିଲେ, ମାରେଲୋକମାନେ ନିର୍ବୋଧ ଏବଂ ସମାନେେ ମାେତେ ଜାଣନ୍ତି ନାହିଁ। ସମାନେେ ନିର୍ବୋଧ ସନ୍ତାନ ତୁଲ୍ଯ, ସମାନଙ୍କେର ଅର୍ନ୍ତଦୃଷ୍ଟି ନାହିଁ। ସମାନେେ କୁକର୍ମ କରିବା ରେ ଧୂରନ୍ଧର। ମାତ୍ର ସୁକର୍ମ କିପରି କରିବାକୁ ହୁଏ ସମାନେେ ଜାଣନ୍ତି ନାହିଁ।

Jeremiah 5:21
' ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ତୁମ୍ଭମାନେେ ଚକ୍ଷୁ ଥାଉଁ ଥାଉଁ ଦେଖୁନାହଁ, କର୍ଣ୍ଣ ଥାଉଁ ଥାଉଁ ଶୁଣୁ ନାହଁ। ଏବେ ଏହି କଥା ତୁମ୍ଭମାନେେ ଶୁଣ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்