Base Word
עֹבַדְיָה
Short DefinitionObadjah, the name of thirteen Israelites
Long Definitionthe 4th of the 12 minor prophets; nothing personal is known of him but it is probable that he was contemporary with Jeremiah, Ezekiel, and Daniel
Derivationor עֹבַדְיָהוּ; active participle of H5647 and H3050; serving Jah
International Phonetic Alphabetʕo.bɑd̪ˈjɔː
IPA modʕo̞w.vɑdˈjɑː
Syllableʿōbadyâ
Dictionoh-bahd-YAW
Diction Modoh-vahd-YA
UsageObadiah
Part of speechn-pr-m

1 Kings 18:3
ତେଣୁ ରାଜା ଆହାବ୍ ରାଜଗୃହର ଅଧ୍ଯକ୍ଷ ଓବଦିଯକୁ ଡକାଇଲେ। ଓବଦିଯ ସଦାପ୍ରଭୁଙ୍କର ପ୍ରକୃତ ଅନୁଗାମୀ ଥିଲେ।

1 Kings 18:3
ତେଣୁ ରାଜା ଆହାବ୍ ରାଜଗୃହର ଅଧ୍ଯକ୍ଷ ଓବଦିଯକୁ ଡକାଇଲେ। ଓବଦିଯ ସଦାପ୍ରଭୁଙ୍କର ପ୍ରକୃତ ଅନୁଗାମୀ ଥିଲେ।

1 Kings 18:4
ପୁଣି ଯେଉଁ ସମୟରେ ଈଷବଲେ ସଦାପ୍ରଭୁଙ୍କ ଭବିଷ୍ଯଦ୍ବକ୍ତାମାନଙ୍କୁ ସଂହାର କରୁଥିଲେ ସେ ସମୟରେ ଓବଦିଯ ଏକଶତ ଭବିଷ୍ଯତ୍ବକ୍ତାଙ୍କୁ ନଇେ ପଗ୍ଭଶ ଜଣ କରି ଗୋଟିଏ ଗହ୍ବର ମଧିଅରେ ଲୁଗ୍ଭଇ ରଖି ସମାନଙ୍କେୁ ଅନ୍ନ ଜଳ ଦଇେ ପ୍ରତିପାଳନ କରିଥିଲେ।

1 Kings 18:5
ଆହାବ୍ ଓବଦିଯକୁ କହିଲେ, ମାେ ସହିତ ଆସ, ଆସ ୟିବା ଏବଂ ଦେଶର ସବୁ ଝରଣା ଓ ନଦୀ କୂଳ ଦେଖିବା। ଆମ୍ଭେ ଯଦି ଆମ୍ଭର ଅଶ୍ବଗୁଡିକ ଓ ଗଧମାନଙ୍କ ପାଇଁ ପ୍ରଚୁର ଘାସ ପାଇ ପାରିବା ତବେେ ଆମ୍ଭେ ଆମ୍ଭର ପଶୁମାନଙ୍କୁ ବଧ କରିବାକୁ ପଡିବ ନାହିଁ।

1 Kings 18:6
ସମାନଙ୍କେ ମଧ୍ଯରୁ ପ୍ରେତ୍ୟକକ ଲୋକ ଦେଶ ମଧିଅରେ ଗୋଟିଏ ଗୋଟିଏ ପ୍ରାନ୍ତକୁ ଜଳର ଅନ୍ବଷେଣ କରିବାକୁ ଗଲେ। ଆହାବ୍ ଗୋଟିଏ ଦିଗ ରେ ଓ ଓବଦିଯ ଅନ୍ୟ ଦିଗ ରେ ଗଲେ।

1 Kings 18:7
ଓବଦିଯ ପଥ ମଧିଅରେ ଯାଉ ଯାଉ ଏଲିଯଙ୍କୁ ଭଟେିଲେ। ସେ ସଙ୍ଗେ ସଙ୍ଗେ ଏଲିଯଙ୍କୁ ଚିହ୍ନିଲେ ଓ ମୁଣ୍ତ ନିଆଁଇ ପ୍ରଣାମ କରି କହିଲେ, ତୁମ୍ଭେ କ'ଣ ମାରେ ମହାଶୟ ଏଲିଯ?

1 Kings 18:16
ତେଣୁ ଓବଦିଯ ରାଜା ଆହାବ୍ଙ୍କୁ ଏଲିଯଙ୍କ ଉପସ୍ଥିତି ଜଣାଇଲେ। ରାଜା ଏଲିଯଙ୍କୁ ସାକ୍ଷାତ କରିବାକୁ ଗଲେ।

1 Chronicles 3:21
ହନାନିଯଙ୍କର ପୁତ୍ରମାନେ ଥିଲେ ପ୍ଲଟିଯ ଓ ତାଙ୍କର ପୁତ୍ର ଥିଲେ ୟିଶାଯାହ। ତାଙ୍କର ପୁତ୍ର ଥିଲେ : ରଫାଯର ଓ ତାଙ୍କର ପୁତ୍ର ଥିଲେ ଅର୍ଣ୍ଣନର ଓ ତାଙ୍କର ପୁତ୍ର ଥିଲେ ଓବଦିଯର ଓ ତାଙ୍କର ପୁତ୍ର ଥିଲେ ଶଖନିଯର।

1 Chronicles 7:3
ଉଷିଙ୍କର ପୁତ୍ର ଥିଲେ ୟିଷ୍ରାହିଯ। ୟିଷ୍ରାହିଯଙ୍କର ପୁତ୍ରମାନେ ଥିଲେ, ମୀଖାଯଲେ, ଓବଦିଯ, ଯାୟେଲ ଓ ୟିଶିଯ। ଏହି ପାଞ୍ଚଜଣ ୟାଜ ସମାନଙ୍କେ ପରିବାରର ମୁଖ୍ଯ ଥିଲେ।

1 Chronicles 8:38
ଆତ୍ ସେଲ୍ଙ୍କ ଛଅ ପୁତ୍ର ଥିଲେ। ସମାନଙ୍କେର ନାମ ଏହିପରି ଥିଲା -ଅସ୍ରୀକାମ୍, ବୋଖରୁ, ଇଶ୍ମାଯଲେ, ଶିଯରିଯ, ଓବଦିଯ ଓ ହାନନ।

Occurences : 20

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்