Base Word | |
עָדָה | |
Short Definition | Adah, the name of two women |
Long Definition | the 1st of the 2 wives of Lamech and mother of Jabal and Jubal |
Derivation | from H5710; ornament |
International Phonetic Alphabet | ʕɔːˈd̪ɔː |
IPA mod | ʕɑːˈdɑː |
Syllable | ʿādâ |
Diction | aw-DAW |
Diction Mod | ah-DA |
Usage | Adah |
Part of speech | n-pr-f |
Genesis 4:19
ଲମେକ ଦୁଇଟି ସ୍ତ୍ରୀ ବିବାହ କଲେ, ଜଣଙ୍କର ନାମ ଆଦା ଓ ଅନ୍ୟ ଜଣଙ୍କର ନାମ ଥିଲା ସିଲ୍ଲା।
Genesis 4:20
ଆଦା ଜାବଳକୁ ଜନ୍ମ ଦଲୋ, ସେ ତମ୍ବୁ ନିବାସୀ ପଶୁପାଳମାନଙ୍କର ଆଦିପୁରୁଷ ଥିଲା ଓ ସମାନେେ ଗୋରୁଗାଇ ଚ଼ରାଇ ଜୀବିକା ନିର୍ବାହ କରୁଥିଲେ।
Genesis 4:23
ଲମେକ ତା'ର ସ୍ତ୍ରୀକୁ କହିଲା, ହେ ଆଦା ଓ ସିଲ୍ଲା, ମାେ କଥା ଶୁଣ! ହେ ଲମେକର ସ୍ତ୍ରୀଗଣ ତୁମ୍ଭମାନେ ମାେ କଥା ଶୁଣ ଜଣେ ଲୋକ ମାେତେ ଆଘାତ ଦଲୋ ତେଣୁ ମୁଁ ତାକୁ ମାରିଦଲେି। ଜଣେ ଶିଶୁ ମାେତେ ପ୍ରହାର କଲା ତେଣୁ ମୁଁ ତାକୁ ମାରିଦଲେି।
Genesis 36:2
ଏଷୌ କିଣାନୀଯମାନଙ୍କର ଦୁଇ କନ୍ଯାକୁ ବିବାହ କରିଥିଲେ। ସମାନେେ ହେଲେ ହିତ୍ତୀଯ ଏଲୋନର କନ୍ଯା ଆଦାକୁ ଓ ଅନାର କନ୍ଯା ହିଦ୍ଦୀଯ ସିବିଯୋର ପୌତ୍ରୀ ଅହଲୀବାମାକୁ।
Genesis 36:4
ଏହାପରେ ଏଷୌର ଔରସ ରେ ଆଦା ଇଲୀଫସକୁ ଓ ବାସମତ୍ ରୂଯଲକେୁ ଜନ୍ମ କଲେ।
Genesis 36:10
ଏଷୌର ଆଦା ନାମ୍ନୀ ସ୍ତ୍ରୀର ପୁତ୍ର ଇଲୀଫସ୍ ଓ ବାସମତ୍ ନାମ୍ନୀ ସ୍ତ୍ରୀର ପୁତ୍ର ରୁଯଲେ।
Genesis 36:12
ଏଷୌର ପୁତ୍ର ଇଲୀଫସର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା। ସେ ଇଲୀଫସର ଅମାଲକେକୁ ଜନ୍ମ କଲା। ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।
Genesis 36:16
ମୂଖ୍ଯ କୋରହ, ମୂଖ୍ଯ ଗଯିତମ୍ ଓ ମୂଖ୍ଯ ଆମାଲେକ୍। ଇଦୋମ ଦେଶ ରେ ଇଲୀଫସ୍ ପରିବାରବର୍ଗୀଯ ଏହି ରାଜାଗଣ ଆଦାର ସନ୍ତାନ ଥିଲେ।
Occurences : 8
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்