Base Word
עָדָה
Short DefinitionAdah, the name of two women
Long Definitionthe 1st of the 2 wives of Lamech and mother of Jabal and Jubal
Derivationfrom H5710; ornament
International Phonetic Alphabetʕɔːˈd̪ɔː
IPA modʕɑːˈdɑː
Syllableʿādâ
Dictionaw-DAW
Diction Modah-DA
UsageAdah
Part of speechn-pr-f

Genesis 4:19
ଲମେକ ଦୁଇଟି ସ୍ତ୍ରୀ ବିବାହ କଲେ, ଜଣଙ୍କର ନାମ ଆଦା ଓ ଅନ୍ୟ ଜଣଙ୍କର ନାମ ଥିଲା ସିଲ୍ଲା।

Genesis 4:20
ଆଦା ଜାବଳକୁ ଜନ୍ମ ଦଲୋ, ସେ ତମ୍ବୁ ନିବାସୀ ପଶୁପାଳମାନଙ୍କର ଆଦିପୁରୁଷ ଥିଲା ଓ ସମାନେେ ଗୋରୁଗାଇ ଚ଼ରାଇ ଜୀବିକା ନିର୍ବାହ କରୁଥିଲେ।

Genesis 4:23
ଲମେକ ତା'ର ସ୍ତ୍ରୀକୁ କହିଲା, ହେ ଆଦା ଓ ସିଲ୍ଲା, ମାେ କଥା ଶୁଣ! ହେ ଲମେକର ସ୍ତ୍ରୀଗଣ ତୁମ୍ଭମାନେ ମାେ କଥା ଶୁଣ ଜଣେ ଲୋକ ମାେତେ ଆଘାତ ଦଲୋ ତେଣୁ ମୁଁ ତାକୁ ମାରିଦଲେି। ଜଣେ ଶିଶୁ ମାେତେ ପ୍ରହାର କଲା ତେଣୁ ମୁଁ ତାକୁ ମାରିଦଲେି।

Genesis 36:2
ଏଷୌ କିଣାନୀଯମାନଙ୍କର ଦୁଇ କନ୍ଯାକୁ ବିବାହ କରିଥିଲେ। ସମାନେେ ହେଲେ ହିତ୍ତୀଯ ଏଲୋନର କନ୍ଯା ଆଦାକୁ ଓ ଅନାର କନ୍ଯା ହିଦ୍ଦୀଯ ସିବିଯୋର ପୌତ୍ରୀ ଅହଲୀବାମାକୁ।

Genesis 36:4
ଏହାପରେ ଏଷୌର ଔରସ ରେ ଆଦା ଇଲୀଫସକୁ ଓ ବାସମତ୍ ରୂଯଲକେୁ ଜନ୍ମ କଲେ।

Genesis 36:10
ଏଷୌର ଆଦା ନାମ୍ନୀ ସ୍ତ୍ରୀର ପୁତ୍ର ଇଲୀଫସ୍ ଓ ବାସମତ୍ ନାମ୍ନୀ ସ୍ତ୍ରୀର ପୁତ୍ର ରୁଯଲେ।

Genesis 36:12
ଏଷୌର ପୁତ୍ର ଇଲୀଫସର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା। ସେ ଇଲୀଫସର ଅମାଲକେକୁ ଜନ୍ମ କଲା। ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।

Genesis 36:16
ମୂଖ୍ଯ କୋରହ, ମୂଖ୍ଯ ଗଯିତମ୍ ଓ ମୂଖ୍ଯ ଆମାଲେକ୍। ଇଦୋମ ଦେଶ ରେ ଇଲୀଫସ୍ ପରିବାରବର୍ଗୀଯ ଏହି ରାଜାଗଣ ଆଦାର ସନ୍ତାନ ଥିଲେ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்