Base Word
עֻזִּיָּה
Short DefinitionUzzijah, the name of five Israelites
Long Definitionson of king Amaziah of Judah and king of Judah himself for 52 years; also 'Azariah'
Derivationor עֻזִּיָּהוּ; from H5797 and H3050; strength of Jah
International Phonetic Alphabetʕud͡zːɪjˈjɔː
IPA modʕu.ziˈjɑː
Syllableʿuzziyyâ
Dictionoodz-zih-YAW
Diction Modoo-zee-YA
UsageUzziah
Part of speechn-pr-m

2 Kings 15:13
ଯିହୁଦା ରେ ଉଷିୟଙ୍କ ରାଜତ୍ବର ଅଣଗ୍ଭଳିଶ ବର୍ଷ ରେ ୟାବେଶଙ୍କ ପୁତ୍ର ଶଲ୍ଲୁମ ଇଶ୍ରାୟେଲ ରେ ରାଜା ହେଲେ। ସେ ଶମରିଯା ରେ ଏକମାସ ପାଇଁ ଶାସନ କଲେ।

2 Kings 15:30
ଏହାପରେ ଏଲାଙ୍କର ପୁତ୍ର ହାେେଶୟ ରମଲିଯଙ୍କର ପୁତ୍ର ପକହଙ୍କେର ବିରୁଦ୍ଧ ରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ। ପୁଣି ଯିହୁଦା ଉପରେ ଉଷିୟଙ୍କର ପୁତ୍ର ଯୋଥମଙ୍କର ରାଜତ୍ବର କୋଡିଏ ବର୍ଷ ରେ ତାଙ୍କର ପଦ ରେ ରାଜ୍ଯ କଲେ।

2 Kings 15:32
ଇଶ୍ରାୟେଲର ରାଜା ରମଲିଯଙ୍କର ପୁତ୍ର ପକହଙ୍କେ ରାଜତ୍ବର ଦ୍ବିତୀୟ ବର୍ଷ ରେ ଯିହୁଦାର ରାଜା ଉଷିୟଙ୍କର ପୁତ୍ର ଯୋଥମ ରାଜ୍ଯ କରିବାକୁ ଆରମ୍ଭ କଲେ।

2 Kings 15:34
ୟୋଥମ୍ ଠିକ୍ ତାଙ୍କର ପିତା ଉଷିୟଙ୍କ ତୁଲ୍ଯ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯଥାର୍ଥ କର୍ମ କଲେ।

1 Chronicles 6:24
ତହତ୍ ଅସୀରଙ୍କ ପୁତ୍ର ଥିଲେ। ଊରିଯଲେ ତହତ୍ଙ୍କ ପୁତ୍ର ଥିଲେ। ଊଷିଯ ଉରିଯଲଙ୍କେ ପୁତ୍ର ଥିଲେ। ଶୌଲ୍ ଉଷିୟଙ୍କ ପୁତ୍ର ଥିଲେ।

1 Chronicles 27:25
ରାଜାଙ୍କ ସମ୍ପତ୍ତିର ରକ୍ଷଣାବେକ୍ଷଣ ଦାଯିତ୍ବ ରେ ଥିବା ଲୋକମାନଙ୍କର ତାଲିକା ଏହି :

2 Chronicles 26:1
ଏହାପରେ ଯିହୁଦାର ଲୋକମାନେ ଉଷିୟଙ୍କୁ ଅମତ୍ସିଯଙ୍କ ସ୍ଥାନ ରେ ନୂତନ ରାଜା ହବୋ ନିମନ୍ତେ ମନୋନୀତ କଲେ। ଅମତ୍ସିଯ ଊଷିଯଙ୍କ ପିତା ଥିଲେ ଉଷିୟ ଷୋହଳ ବର୍ଷ ବଯସ୍କ ହାଇେଥିବା ସମୟରେ ଏହିପରି ଘଟିଲା।

2 Chronicles 26:3
ଉଷିୟ ରାଜା ହବୋ ସମୟରେ ଷୋହଳ ବର୍ଷ ବଯସ୍କ ଥିଲେ। ସେ ୟିରୁଶାଲମ ରେ ବାଉନ ବର୍ଷ ରାଜତ୍ବ କଲେ। ତାଙ୍କ ମାତାଙ୍କର ନାମ ଥିଲା ୟିଖଲିଯା। ୟିଖଲିଯା ୟିରୁଶାଲମରୁ ଆସିଥିଲେ।

2 Chronicles 26:8
ଅେମ୍ମାନୀୟମାନେ ଉଷିୟଙ୍କୁ ରାଜକର ଦେଲେ। ମିଶରର ସୀମା ପର୍ୟ୍ଯନ୍ତ ସମସ୍ତ ସ୍ଥାନ ରେ ଉଷିୟଙ୍କ ନାମ ବିଖ୍ଯାତ ହାଇେ ଉଠିଲା, ସେ ବିଖ୍ଯାତ ହେଲେ, କାରଣ ସେ ଅତ୍ଯନ୍ତ ପରାକ୍ରମୀ ଥିଲେ।

2 Chronicles 26:9
ଉଷିୟ ୟିରୁଶାଲମର କଣସ୍ଥିତ ଦ୍ବାର, ଉପତ୍ୟକା ଦ୍ବାର ଓ ପ୍ରାଚୀର ବୁଲିୟାଇଥିବା ସ୍ଥାନ ରେ ଉଚ୍ଚ ଦୁର୍ଗମାନ ନିର୍ମାଣ କଲେ। ଉଷିୟ ସହେି ଦୁର୍ଗଗୁଡ଼ିକୁ ଦୃଢ଼ କଲେ।

Occurences : 27

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்