Base Word
עֲזַרְיָה
Short DefinitionAzarjah, the name of nineteen Israelites
Long Definitionson of king Amaziah of Judah and king of Judah himself for 52 years; also 'Uzziah'
Derivationor עֲזַרְיָהוּ; from H5826 and H3050; Jah has helped
International Phonetic Alphabetʕə̆.d͡zɑrˈjɔː
IPA modʕə̆.zɑʁˈjɑː
Syllableʿăzaryâ
Dictionuh-dzahr-YAW
Diction Moduh-zahr-YA
UsageAzariah
Part of speechn-pr-m

1 Kings 4:2
ଏହିମାନେ ଥିଲେ ତାଙ୍କର ଅଧିପତି ଯେ କି ତାଙ୍କୁ ରାଜ୍ଯ ଶାସନ ରେ ସାହାୟ୍ଯ କରୁଥିଲେ। ସମାନେେ ସାଦୋକର ପୁତ୍ର ଯାଜକ ଅସରିଯ ପୁତ୍ରଗଣ ଥିଲେ।

1 Kings 4:5
ନାଥନର ପୁତ୍ର ଅସରିଯ ଜିଲ୍ଲାର ପ୍ରଧାନମାନଙ୍କ ମୂଖ୍ଯ ଥିଲା ଓ

2 Kings 14:21
ଅନନ୍ତର ଯିହୁଦାର ସମସ୍ତ ଲୋକ ଅମତ୍ସିଯଙ୍କର ଷୋଳବର୍ଷର ପୁତ୍ର ଅସରିଯଙ୍କୁ ତାଙ୍କ ପିତାଙ୍କ ପଦ ରେ ରାଜା କଲେ।

2 Kings 15:1
ଇଶ୍ରାୟେଲ ରେ ୟାରବିଯାମଙ୍କ ରାଜତ୍ବର ସପ୍ତବିଂଶ ବର୍ଷ ରେ ଅମତ୍ସିଯଙ୍କର ପୁତ୍ର ଅସରିଯ ଯିହୁଦା ରେ ରାଜା ହେଲେ।

2 Kings 15:6
ଅସରିଯଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିଯା ଓ ପରାକ୍ରମ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।

2 Kings 15:7
ଅସରିଯଙ୍କର ମୃତ୍ଯୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ ଦାଉଦ ନଗର ରେ କବର ପାଇଲେ। ଅସରିଯଙ୍କର ମୃତ୍ଯୁପରେ, ଯୋଥମ ଅସରିଯଙ୍କ ପୁତ୍ର ନୂତନ ରାଜାରୂପେ ପରିଚିତ ହେଲେ।

2 Kings 15:8
ଯିହୁଦା ରେ ଅସରିଯଙ୍କର ରାଜତ୍ବର ଅଠତିରିଶ୍ ବର୍ଷ ରେ ୟାରବିଯଯାମଙ୍କ ପୁତ୍ର ଜିଖରିଯ ଶମରିଯା ରେ ଇଶ୍ରାୟେଲ ଉପରେ ଛଅ ମାସ ଶାସନ କଲେ।

2 Kings 15:17
ଯିହୁଦା ରେ ଅସରିଯଙ୍କ ରାଜତ୍ବର ଅଣଗ୍ଭଳିଶ ବର୍ଷ ରେ ଗାଦିଙ୍କର ପୁତ୍ର ମନ ହେମ୍ ଇଶ୍ରାୟେଲ ରେ ରାଜା ହେଲେ ଓ ସେ ଶମରିଯା ରେ ଦଶବର୍ଷ ରାଜତ୍ବ କଲେ।

2 Kings 15:23
ଯିହୁଦାର ଅସରିଯଙ୍କ ରାଜତ୍ବର ପଗ୍ଭଶ ବର୍ଷ ରେ ମନ ହେମ୍ଙ୍କ ପୁତ୍ର ପକହିଯ ଇଶ୍ରାୟେଲ ରେ ରାଜା ହେଲେ ଓ ସେ ଦୁଇବର୍ଷ ଶମରିଯା ଶାସନ କଲେ।

2 Kings 15:27
ଯିହୁଦା ରେ ଅସରିଯଙ୍କର ରାଜତ୍ବର ବାବନ ବର୍ଷ ରେ ରମଲିଯଙ୍କର ପୁତ୍ର ପକହେ ଶମରିଯା ରେ ଇଶ୍ରାୟେଲ ଉପରେ ଶାସନ କରିବାକୁ ଆରମ୍ଭ କରି କୋଡିଏ ବର୍ଷ ରାଜ୍ଯ ଶାସନ କଲେ।

Occurences : 48

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்