Base Word
אָנַק
Short Definitionto shriek
Long Definitionto cry, groan
Derivationa primitive root
International Phonetic Alphabetʔɔːˈn̪ɑk’
IPA modʔɑːˈnɑk
Syllableʾānaq
Dictionaw-NAHK
Diction Modah-NAHK
Usagecry, groan
Part of speechv

Jeremiah 51:52
ଏଣୁ ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଅଛି, ଯେତବେେଳେ ଆମ୍ଭେ ତାହାର ଖୋଦିତ ମୂର୍ତ୍ତିଗୁଡ଼ିକୁ ପ୍ରତିଫଳ ଦବୋ, ସେତବେେଳେ ଏହି ଦେଶର କ୍ଷତବିକ୍ଷତ ଲୋକମାନେ ୟନ୍ତ୍ରଣା ରେ ଗଁ ଗଁ କରିବେ।

Ezekiel 9:4
ତା'ପ ରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ୟିରୁଶାଲମ ନଗର ମଧ୍ଯ ଦଇେ ୟାଅ ଓ ସହର ରେ ଘଟିଥିବା ଘୃଣ୍ଯ କୃତ କର୍ମ ପାଇଁ ଅନୁତପ୍ତ ଓ ଦୁଃଖ କରୁଥିବା ଲୋକମାନଙ୍କ ମଥା ରେ ଦାଗ ଦିଅ।

Ezekiel 24:17
ଦୁଃଖ ରେ ଦୀର୍ଘ ନିଶ୍ବାସ ଛାଡ଼, ମାତ୍ର ଉଚ୍ଚ ସ୍ବର ରେ ନୁହେଁ। ମୃତ ପତ୍ନୀ ପାଇଁ ବିଳାପ କର ନାହିଁ। ସବୁଦିନ ବସ୍ତ୍ର ପରିଧାନ କଲାପରି ବସ୍ତ୍ର ପିନ୍ଧ, ମସ୍ତକରେ ଶିରୋଭୂଷଣ ବାନ୍ଧ, ପାଦ ରେ ପାଦୁକା ପିନ୍ଧ ଓ ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ। ଶୋକକାରୀମାନଙ୍କର ପ୍ରଥାନୁମାଦେିତ ଖାଦ୍ୟ ଖାଅ ନାହିଁ।

Ezekiel 26:15
ମାରେ ପ୍ରଭୁ ସଦାପ୍ରଭୁ ସୋରରୁ ଏହି କଥା କହନ୍ତି, ତୁମ୍ଭର ପତନର ଶବ୍ଦ ରେ ଭୂମଧ୍ଯସାଗରସ୍ଥ ଦ୍ବୀପସମୂହ କମ୍ପିତ ହବେ। ଏହା ଘଟିବ ଯେତବେେଳେ ଆହତ ଲୋକମାନେ ଭୟ ରେ ବିଳାପ କରିବେ ଓ ସମାନଙ୍କେୁ ସଂହାର କରାୟିବ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்