Base Word
אֵסוּר
Short Definitiona bond (especially manacles of a prisoner)
Long Definitionband, bond
Derivationfrom H0631
International Phonetic Alphabetʔeˈsuːr
IPA modʔeˈsuʁ
Syllableʾēsûr
Dictionay-SOOR
Diction Moday-SOOR
Usageband, + prison
Part of speechn-m

Judges 15:14
ସେ ଯେତବେେଳେ ଲିହୀ ରାଜ ପ୍ରସାଦ ରେ ପହନ୍ଚିଲେ, ପଲେଷ୍ଟୀୟ ଲୋକମାନେ ତାଙ୍କୁ ଦେଖିବାକକ୍ସ୍ଟ ଆସିଲେ। ସମାନେେ ଖକ୍ସ୍ଟସି ରେ ଜଯ ଜଯ ଧ୍ବନି କରୁଥିଲେ। ଏହାପରେ ତାଙ୍କ ଉପରକକ୍ସ୍ଟ ସଦାପ୍ରଭୁଙ୍କର ଆତ୍ମା ଯେତବେେଳେ ଆସିଲା, ସେ ଶକ୍ତିଶାଳୀ ହାଇେ ଉଠିଲେ। ଶାମ୍ଶାେନ୍ ଦୌଡିଟିକକ୍ସ୍ଟ ଛିଣ୍ତାଇ ଦେଲେ, ତାଙ୍କ ହାତରକ୍ସ୍ଟ ଦଉଡିଗକ୍ସ୍ଟଡିକ ମିଳାଇ ଗଲାପରି ଏବଂ ପୋଡାସୂତା ପରି ଝରି ପଡିଲା।

Ecclesiastes 4:14
କାରଣ ସେ ରାଜା ହବୋ ପାଇଁ କାରାଗାରରୁ ବାହାର ହାଇେ ଆସିଲା। ଆହୁରି ସେ ତାହାର ରାଜ୍ଯ ରେ ଦରିଦ୍ର ହାଇେ ଜନ୍ମିଥିଲା।

Ecclesiastes 7:26
ଏବଂ ମୁଁ ଦେଖିଲି, ମୂର୍ଖ ସ୍ତ୍ରୀ (ନାରୀ) ମୃତ୍ଯୁ ଅପେକ୍ଷା ତିକ୍ତ ଅଟେ। ସେ ଏକ ଶିକାରୀ ଜାଲ ପରି ଏବଂ ତା'ର ହୃଦଯ ଏକ ୟନ୍ତାପରି। ତା'ର ହସ୍ତଦ୍ବଯ ଶୃଙ୍ଖଳ ଅଟେ। ଯେ କହେି ପରମେଶ୍ବରଙ୍କୁ ସନ୍ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ। ମାତ୍ର ପାପୀ ତାହାଦ୍ବାରା ଧରାୟିବ।

Jeremiah 37:15
ଆଉ ସହେି ଅଧିପତିମାନେ ଯିରିମିୟଙ୍କ ଉପ ରେ ଅତ୍ଯନ୍ତ କ୍ ରୋଧାନ୍ବିତ ହାଇେ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକ ଗୃହସ୍ଥିତ କାରାଗାର ରେ ରଖିଲେ। କାରଣ ସମାନେେ ଯୋନାଥନ୍ ଗୃହକୁ କାରାଗାର ରେ ପରିଣତ କରିଥିଲେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்