Base Word
עִקֵּשׁ
Short Definitiondistorted; hence, false
Long Definitiontwisted, distorted, crooked, perverse, perverted
Derivationfrom H6140
International Phonetic Alphabetʕɪk̚ˈk’eʃ
IPA modʕiˈkeʃ
Syllableʿiqqēš
Dictionik-KAYSH
Diction Modee-KAYSH
Usagecrooked, froward, perverse
Part of speecha

Deuteronomy 32:5
ସମାନେେ ତାଙ୍କ ଉଦ୍ଦେଶ୍ଯ ରେ ଭ୍ରଷ୍ଟାଚରଣ କରିଅଛନ୍ତି। ସମାନେେ ତାଙ୍କର ସନ୍ତାନ ନକ୍ସ୍ଟହଁନ୍ତି। ମାତ୍ର ସନ୍ତାନମାନଙ୍କର କଳଙ୍କ, ସମାନେେ ବିପଥଗାମୀ ଓ କକ୍ସ୍ଟଟିଳ ବଂଶ।

2 Samuel 22:27
ହେ ସଦାପ୍ରଭୁ, ତୁମ୍ଭେ ମହାନ୍ ଓ ଯେଉଁମାନେ ଉତ୍ତମ ତଥା ନିର୍ମଳ ହୃଦଯର ତୁମ୍ଭେ ସହେିମାନଙ୍କ ପାଇଁ ପବିତ୍ର ଅଟ। କିନ୍ତୁ ତୁମ୍ଭେ ଦକ୍ସ୍ଟଷ୍ଟ ଲୋକମାନଙ୍କ ଅପେକ୍ଷା ଅଧିକ ଚତକ୍ସ୍ଟର ଅଟ।

Psalm 18:26
ସଦାପ୍ରଭୁ ତୁମ୍ଭେ ମହାନ ଓ ଯେଉଁମାନେ ଉତ୍ତମ କଥା ନିର୍ମଳ ହୃଦଯର, ତୁମ୍ଭେ ସହେିମାନଙ୍କ ପାଇଁ ପବିତ୍ର ଅଟ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକ ପ୍ରତି ଆପଣାକୁ ଚତୁର ଦଖାଇବେ।

Psalm 101:4
ମୁଁ ଦୁଷ୍ଟତାଠାରୁ ଦୂରରେ ରହିବି, ମୁଁ ମନ୍ଦକାର୍ୟ୍ଯରୁ ଦୂରଇେ ରହିବି।

Proverbs 2:15
ସମାନଙ୍କେର ରାସ୍ତା ମାେଡ଼ି ହବୋ ଅବସ୍ଥା, ସମାନଙ୍କେର ରାସ୍ତା ବକ୍ର ଅଟେ।

Proverbs 8:8
ମୁଁ ଯାହା କ ହେ, ତାହା ସତ୍ଯ ଓ ଯଥାର୍ଥ। ମାରେ ବାକ୍ଯ ରେ ମିଥ୍ଯା କିମ୍ବା କୁଟିଳତା ନ ଥାଏ।

Proverbs 11:20
ଜଣେ ପ୍ରବଞ୍ଚକ ମନୁଷ୍ଯ ସଦାପ୍ରଭୁଙ୍କ ଦ୍ବାରା ଘୃଣିତ ହୁଏ, କିନ୍ତୁ ୟିଏ ନିଷ୍ଠାପର ଜୀବନ ୟାପନ କରେ, ପ୍ରଭୁ ତା'କୁ ଭଲ ପାଆନ୍ତି।

Proverbs 17:20
ଯାହାର ହୃଦଯ କୁଟିଳ, ସେ ମଙ୍ଗଳ ପାଏ ନାହିଁ। ଯାହାର ବାକ୍ଯ ଖରାପ ସେ ବିପଦ ରେ ପଡ଼େ।

Proverbs 19:1
ଗରିବ ହେଲେ ମଧ୍ଯ ସେ ସାଧୁତା, ସେ ମୂର୍ଖ, ମିଛୁଆ, ଠକଠାରୁ ନିଶ୍ଚିତ ଭଲ।

Proverbs 22:5
କୁଟିଳ ଲୋକମାନଙ୍କ ପଥ କଣ୍ଟକାକୀର୍ଣ୍ଣ ଓ ଫାନ୍ଦପୂର୍ଣ୍ଣ। ଯେ ଆପଣା ପ୍ରାଣ ରକ୍ଷା କରେ, ସମାନଙ୍କେଠାରୁ ଦୂର ରେ ରହିବ।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்