Base Word
עֶרְוָה
Short Definitionnudity, literally (especially the pudenda) or figuratively (disgrace, blemish)
Long Definitionnakedness, nudity, shame, pudenda
Derivationfrom H6168
International Phonetic Alphabetʕɛrˈwɔː
IPA modʕɛʁˈvɑː
Syllableʿerwâ
Dictioner-WAW
Diction Moder-VA
Usagenakedness, shame, unclean(-ness)
Part of speechn-f

Genesis 9:22
କିଣାନର ପିତା ହାମ ଆପଣା ପିତାଙ୍କର ଉଲଗ୍ନତା ଦେଖି ବାହା ରେ ଆପଣା ଦୁଇଭାଇଙ୍କୁ ସମାଚ଼ାର ଦେଲେ।

Genesis 9:23
ସେତବେେଳେ ଶମେ ଓ ଯଫେତ୍ କାନ୍ଧ ରେ ବସ୍ତ୍ର ଘନେି ପଶ୍ଚାତ୍ ଗତି କରି ଆପଣାମାନଙ୍କର ପିତାଙ୍କର ଉତଗ୍ନତା ଆଚ୍ଛାଦନ କଲେ। ସମାନେେ ପଛ କରି ୟାଇଥିବାରୁ ପିତାଙ୍କର ଉତଗ୍ନତା ଦିଖି ପାରିଲେ ନାହିଁ।

Genesis 9:23
ସେତବେେଳେ ଶମେ ଓ ଯଫେତ୍ କାନ୍ଧ ରେ ବସ୍ତ୍ର ଘନେି ପଶ୍ଚାତ୍ ଗତି କରି ଆପଣାମାନଙ୍କର ପିତାଙ୍କର ଉତଗ୍ନତା ଆଚ୍ଛାଦନ କଲେ। ସମାନେେ ପଛ କରି ୟାଇଥିବାରୁ ପିତାଙ୍କର ଉତଗ୍ନତା ଦିଖି ପାରିଲେ ନାହିଁ।

Genesis 42:9
ଏବଂ ଯୋଷଫେ ପୂର୍ବରୁ ସମାନଙ୍କେର ଭାଇମାନଙ୍କ ବିଷଯ ରେ ଯେଉଁ ସ୍ବପ୍ନ ଦେଖିଥିଲେ ତାହା ମନେ କଲେ।

Genesis 42:12
ତା'ପରେ ଯୋଷଫେ ସମାନଙ୍କେୁ କହିଲେ, ତୁମ୍ଭମାନେେ ଆମ୍ଭର ଦୂର୍ବଳତା ଜାଣିବା ପାଇଁ ଏଠାକୁ ଆସିଅଛ।

Exodus 20:26
ଆଉ ତୁମ୍ଭର ଉଲଗ୍ନତା ଆମ୍ଭ ବଦେୀ ଉପରେ ଯମେନ୍ତ ଅନାବୃତ ନହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦଇେ ଆମ୍ଭ ୟଜ୍ଞବଦେୀ ଉପରକୁ ଉଠିବ ନାହିଁ।

Exodus 28:42
ସମାନଙ୍କେର ଉଲଗ୍ନତା ଆଚ୍ଛାଦନ ନିମନ୍ତେ କଟୀଠାରୁ ଜଙ୍ଘ ପର୍ୟ୍ଯନ୍ତ ଶୁକ୍ଲ ଜଙ୍ଘିଆ ତିଆରି କର।

Leviticus 18:6
ତୁମ୍ଭମାନେେ ଆପଣା କୁଟୁମ୍ବ ସହିତ ଦୈହିକ ସଂପର୍କ ରଖିବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।

Leviticus 18:7
ତୁମ୍ଭେ ତୁମ୍ଭର ମାତାଙ୍କ ସହିତ ଦୈହିକ ସଂପର୍କ ରଖିବା ଉଚିତ୍ ନୁହେଁ। ଏହା କରିବା ଦ୍ବାରା ତୁମ୍ଭମାନଙ୍କର ପିତାପ୍ରତି ଅସମ୍ମାନ ହବେ। ତେଣୁ ନିଶ୍ଚଯ ତାଙ୍କ ସହିତ ଦୈହିକ କଂପର୍କ ରଖିବ ନାହିଁ।

Leviticus 18:7
ତୁମ୍ଭେ ତୁମ୍ଭର ମାତାଙ୍କ ସହିତ ଦୈହିକ ସଂପର୍କ ରଖିବା ଉଚିତ୍ ନୁହେଁ। ଏହା କରିବା ଦ୍ବାରା ତୁମ୍ଭମାନଙ୍କର ପିତାପ୍ରତି ଅସମ୍ମାନ ହବେ। ତେଣୁ ନିଶ୍ଚଯ ତାଙ୍କ ସହିତ ଦୈହିକ କଂପର୍କ ରଖିବ ନାହିଁ।

Occurences : 54

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்