Base Word
פָּגַשׁ
Short Definitionto come in contact with, whether by accident or violence; figuratively, to concur
Long Definitionto meet, join, encounter
Derivationa primitive root
International Phonetic Alphabetpɔːˈɡɑʃ
IPA modpɑːˈɡɑʃ
Syllablepāgaš
Dictionpaw-ɡAHSH
Diction Modpa-ɡAHSH
Usagemeet (with, together)
Part of speechv

Genesis 32:17
ଯାକୁବ ଏହି ଆଦେଶ ତାଙ୍କର ଦାସମାନଙ୍କୁ ଦେଲେ। ପ୍ରଥମ ଦଳର ଦାସକୁ ଯାକୁବ କହିଲେ, ଯେତବେେଳେ ଏଷୌ ମାରେ ଭାଇ ତୁମ୍ଭ ପାଖକୁ ଆସି ପଚା ରେ, 'ତୁମ୍ଭେ କାହାର ଦାସ? ତୁମ୍ଭେ କେଉଁଠାକୁ ଯାଉଛ? ଏହି ପଶୁଗୁଡ଼ିକ କାହାର?'

Genesis 33:8
ଏଲଷୗ କହିଲଲ, ମୁଁ ଆସିବା ସମୟଲରସଯଉଁମାନଙ୍କୁସଦଖିଲିସସମାଲନ କିଏ?ସସ ପଶୁଗୁଡ଼ିକ କାହା ନିମନ୍ଲତ ନଲଉଛନ୍ତି।

Exodus 4:24
ମିଶରକୁ ୟିବା ବାଟରେ, ମାଶାେ ଏକ ସ୍ଥାନ ରେ ରାତ୍ରି ୟାପନ କଲେ। ସଦାପ୍ରଭୁ ମାଶାଙ୍କେୁ ସଠାେରେ ସାକ୍ଷାତ କଲେ ଏବଂ ତାଙ୍କୁ ହତ୍ଯା କରିବା ପାଇଁ ଚେଷ୍ଟା କଲେ।

Exodus 4:27
ସଦାପ୍ରଭୁ ହାରୋଣକୁ କହିଲେ, ତୁମ୍ଭେ ମାଶାଙ୍କେ ସହିତ ସାକ୍ଷାତ କରିବା ନିମିତ୍ତ ମରୁଭୂମିକୁ ୟାଅ। ତେଣୁ ସେ ୟାଇ ପରମେଶ୍ବରଙ୍କ ପର୍ବତ ରେ ତାଙ୍କ ସହିତ ମିଳି ତାଙ୍କୁ ଚୁମ୍ବନ କଲେ।

1 Samuel 25:20
ଅବୀଗଲ ଗଧ ପିଠି ରେ ଚଢି ପର୍ବତର ତଳକକ୍ସ୍ଟ ଆସନ୍ତେ ସେ ଦେଖିଲେ, ଦାଉଦ ଓ ସମାନଙ୍କେର ଲୋକମାନେ ତା'ର ବିପରୀତ ଦିଗରକ୍ସ୍ଟ ଆସକ୍ସ୍ଟଛନ୍ତି।

2 Samuel 2:13
ସରକ୍ସ୍ଟଯାର ପକ୍ସ୍ଟତ୍ର ଯୋୟାବ୍ ଓ ଦାଉଦଙ୍କର ଉଚ୍ଚପଦସ୍ତ କର୍ମଗ୍ଭରୀମାନେ ମଧ୍ଯ ଗିବିଯୋନକକ୍ସ୍ଟ ଗଲେ। ସମାନେେ ଅବ୍ନର ଏବଂ ଇଶ୍ବୋଶତର କର୍ମଗ୍ଭରୀମାନଙ୍କୁ ଗିବିୟୋନର ଏକ ପୋଖରୀ ପାଖ ରେ ଭୋଟିଲେ। ଯୋୟାବର ଦଳ ପୋଖରୀର ଏକ ପାଶର୍‌ବ ରେ ବସିଲା ବେଳେ ଅବନରର ଦଳ ପୋଖରୀର ଅନ୍ୟ ପାଶର୍‌ବ ରେ ବସିଲେ।

Job 5:14
ସହେି ଚତୁର ଲୋକମାନେ ଦିନ ବେଳେ ଝୁଣ୍ଟି ପଡ଼ନ୍ତି, ଯେପରି କି ତାହା ଅନ୍ଧକାର, ମଧ୍ଯାହ୍ନ ରେ ମଧ୍ଯ ସମାନେେ ଏପରି ଲୋକପରି ରାସ୍ତା ଅଣ୍ଡାଳି ହୁଅନ୍ତି, ଯେପରି କି ତାହା ମଧ୍ଯରାତ୍ରୀ।

Psalm 85:10
ସ୍ନହପେୂର୍ଣ୍ଣ କରୁଣା ଓ ବିଶ୍ବସ୍ତତା ଦେଶକୁ ପ୍ରତ୍ଯାବର୍ତ୍ତନ କରେ। ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।

Proverbs 17:12
ଛୁଆ ହରାଇଥିବା ଭଲ୍ଲୁକୀ ମନୁଷ୍ଯକୁ ପେଛ ଭଟେୁ ମାତ୍ର ନିଜ ଅଜ୍ଞାନନା ରେ ମଗ୍ନ ମୂର୍ଖ ନ ଭଟେୁ।

Proverbs 22:2
ଧନୀ ଓ ଗରିବ ସମସ୍ତେ ସମାନ। କାରଣ ସଦାପ୍ରଭୁ ସମସ୍ତଙ୍କର ସୃଷ୍ଟିକର୍ତ୍ତା।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்