Base Word
פּוּךְ
Short Definitiondye (specifically, stibium for the eyes)
Long Definitionantimony, stibium, black paint
Derivationfrom an unused root meaning to paint
International Phonetic Alphabetpuːk
IPA modpuχ
Syllablepûk
Dictionpook
Diction Modpook
Usagefair colours, glistering, paint(-ed, -ing)
Part of speechn-m

2 Kings 9:30
ତା'ପରେ ଯହେୂ ୟିଷ୍ରିଯଲରେ ପଥରେ ଗଲେ। ଇଷବେଲେ ଏବିଷଯ ରେ ୟାଣିବାକୁ ପାଇଲେ। ତେଣୁ ସେ ନିଜକୁ ସଜାଇ ଓ ଆପଣା କେଶ ବିନ୍ଯାସ କରି ଝରକା ନିକଟରେ ଛିଡା ହାଇେ ବାହାରକୁ ଚାହିଁଲେ।

1 Chronicles 29:2
ପରମେଶ୍ବରଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ମାରେ ସାଧ୍ଯମତେ ଯୋଜନା ପାଇଁ ଚେଷ୍ଟା କରିଅଛି। ମୁଁ ସୁବର୍ଣ୍ଣ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ସୁବର୍ଣ୍ଣ ଦଇେଅଛି। ମୁଁ ରେ ୗପ୍ୟ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ରେ ୗପ୍ୟ ଦଇେଅଛି। ମୁଁ ପିତ୍ତଳ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ପିତ୍ତଳ ଦଇେଅଛି। ମୁଁ ଲୌହର ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ଲୌହ ଦଇେଅଛି। ମୁଁ କାଠର ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ କାଠ ଦଇେଅଛି। ମୁଁ ଚିତ୍ରବିଚିତ୍ର ଟାଇଲ୍ ଓ ପ୍ରସ୍ତର ଖାଦେନ କାର୍ୟ୍ଯ ପାଇଁ ଓ ଗୋବଦକମେଣି ଓ ସମସ୍ତ ପ୍ରକାର ବିଭିନ୍ନ ରଙ୍ଗର ବହୁମୂଲ୍ଯ ପ୍ରସ୍ତର ଓ ଶୁଭ୍ର ମାର୍ବଲପ୍ରସ୍ତର ଦଇେଅଛି। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ୟ୍ଯ ନିମନ୍ତେ ମୁଁ ଏହି ପ୍ରକାର ଅନକେ ଅନକେ ସାମଗ୍ରୀ ଦଇେଅଛି।

Isaiah 54:11
ହେ ଦୁଃଖିନୀ, ତାଫୋନ ବିଧ୍ବସ୍ତ ଓ ସାନ୍ତ୍ବନା ବିରହିତ ନଗରୀ ! ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣ ରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣିଦ୍ବାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା।

Jeremiah 4:30
ଆଉ ତୁମ୍ଭେ ଯେତବେେଳେ ବିନଷ୍ଟ ହବେ ସେତବେେଳେ ତୁମ୍ଭେ କ'ଣ କରିବ ? ତୁମ୍ଭେ କାହିଁକି ଲାଲ ରଙ୍ଗର ବସ୍ତ୍ର ପିନ୍ଧୁଛ ଓ ସୁବର୍ଣ୍ଣ ଅଳଙ୍କାର ରେ ନିଜକୁ ଭୂଷିତା କରୁଛ? ତୁମ୍ଭେ ବୃଥା ରେ ନିଜର ଚକ୍ଷୁ ରେ ଅଞ୍ଜନ ଦଇେ ନିଜକୁ ସଜାଇଛ ଓ ସୁନ୍ଦର କରୁଅଛ। କାରଣ ଜାରପୁରୁଷମାନେ ମଧ୍ଯ ତୁମ୍ଭକୁ ଘୃଣା କରୁଛନ୍ତି ଓ ତୁମ୍ଭ ପ୍ରାଣ ବିନାଶ କରିବାକୁ ଚେଷ୍ଟା କରୁଛନ୍ତି।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்