Base Word
פָּלַל
Short Definitionto judge (officially or mentally); by extension, to intercede, pray
Long Definitionto intervene, interpose, pray
Derivationa primitive root
International Phonetic Alphabetpɔːˈlɑl
IPA modpɑːˈlɑl
Syllablepālal
Dictionpaw-LAHL
Diction Modpa-LAHL
Usageintreat, judge(-ment), (make) pray(-er, -ing), make supplication
Part of speechv

Genesis 20:7
ତେଣୁ ତୁମ୍ଭେ ଅବ୍ରହାମଙ୍କୁ ପୁନ୍ନରାଯ ତାଙ୍କ ସ୍ତ୍ରୀଙ୍କୁ ତାଙ୍କୁ ଫରୋଇଦିଅ। ଅବ୍ରହାମ ଜଣେ ଭବିଷ୍ଯତ୍ବକ୍ତା। ସେ ତୁମ୍ଭ ପାଇଁ ପ୍ରାର୍ଥନା କରିବ। ତୁମ୍ଭେ ବଞ୍ଚି ରହିବ। ତୁମ୍ଭେ ଯଦି ସାରାକୁ ଅବ୍ରହାମକୁ ନ ଫରୋଅ ତବେେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରି କହୁଛି ତୁମ୍ଭେ ମରିବ। ଏବଂ ତୁମ୍ଭର ପରିବାର ତୁମ୍ଭ ସହିତ ମୃତ୍ଯୁବରଣ କରିବେ।

Genesis 20:17
ସଦାପ୍ରଭୁ ଅବିମଲକଙ୍କେର ସମସ୍ତ ସ୍ତ୍ରୀଙ୍କୁ ବନ୍ଧ୍ଯା କଲେ। ପରମେଶ୍ବର ଏପରି କଲେ କାରଣ ଅବିମଲକେ ଅବ୍ରହାମଙ୍କ ସ୍ତ୍ରୀ ସାରାଙ୍କୁ ନଇେଥିଲେ।

Genesis 48:11
ଏହାପରେ ଇଶ୍ରାୟେଲ, ଯୋଷଫଙ୍କେୁ କହିଲା, ମୁଁ କବେେ ବି ଭାବି ନଥିଲି ମୁଁ ତୁମ୍ଭକୁ ଆଉ ଦେଖିପାରିବି। କିନ୍ତୁ ଦେଖ! ପରମେଶ୍ବର ତୁମ୍ଭକୁ ଓ ତୁମ୍ଭର ସନ୍ତାନମାନଙ୍କୁ ଦଖାଇେଲେ।

Numbers 11:2
ତେଣୁ ଲୋକମାନେ ମାଶାଙ୍କେ ନିକଟରେ ସାହାର୍ୟ୍ଯ ପାଇଁ କ୍ରନ୍ଦନ କଲେ। ତହୁଁ ମାଶାେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ ସହେି ଅଗ୍ନି ଥମିଗଲା।

Numbers 21:7
ଏଥି ରେ ଲୋକମାନେ ମାଶାଙ୍କେ ନିକଟକୁ ଆସି ନିବଦନେ କଲେ, ଆମ୍ଭମାନେେ ସଦାପ୍ରଭୁ ଓ ତୁମ୍ଭ ବିରୁଦ୍ଧ ରେ ଅଭିଯୋଗ କରି ପାପ କରିଅଛୁଁ। ତେଣୁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, ସେ ଯେପରି ଆମ୍ଭମାନଙ୍କଠାରୁ ଏହି ସର୍ପମାନଙ୍କୁ ଦୂ ରଇେ ନବେେ। ତେଣୁ ମାଶାେ ଲୋକମାନଙ୍କ ପାଇଁ ପ୍ରାର୍ଥନା କଲେ।

Numbers 21:7
ଏଥି ରେ ଲୋକମାନେ ମାଶାଙ୍କେ ନିକଟକୁ ଆସି ନିବଦନେ କଲେ, ଆମ୍ଭମାନେେ ସଦାପ୍ରଭୁ ଓ ତୁମ୍ଭ ବିରୁଦ୍ଧ ରେ ଅଭିଯୋଗ କରି ପାପ କରିଅଛୁଁ। ତେଣୁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, ସେ ଯେପରି ଆମ୍ଭମାନଙ୍କଠାରୁ ଏହି ସର୍ପମାନଙ୍କୁ ଦୂ ରଇେ ନବେେ। ତେଣୁ ମାଶାେ ଲୋକମାନଙ୍କ ପାଇଁ ପ୍ରାର୍ଥନା କଲେ।

Deuteronomy 9:20
ସଦାପ୍ରଭୁ ହାରୋଣଙ୍କକ୍ସ୍ଟ ବିନାଶ କରିବାପାଇଁ ଅତିଶଯ କୋପ କଲେ, ମୁ ସେ ସମୟରେ ମଧ୍ଯ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।

Deuteronomy 9:26
ମୁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, ହେ ପ୍ରଭକ୍ସ୍ଟ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକଙ୍କକ୍ସ୍ଟ ଓ ଆପଣା ଅଧିକାର କକ୍ସ୍ଟ ବିନାଶ କରନାହିଁ। ତୁମ୍ଭେ ଆପଣା ମହିମା ରେ ସମାନଙ୍କେୁ ମକ୍ସ୍ଟକ୍ତ କରିଅଛ, ତୁମ୍ଭେ ସମାନଙ୍କେୁ ବଳବାନ୍ ହସ୍ତଦ୍ବାରା ମିଶରରକ୍ସ୍ଟ ବାହାର କରି ଆଣିଅଛ।

1 Samuel 1:10
ହାନ୍ନା ଭାରି ଦକ୍ସ୍ଟଃଖିନି ଥିଲେ। ସେ ଯେତବେେଳେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲେ, ସେ ବହକ୍ସ୍ଟତ କାନ୍ଦକ୍ସ୍ଟଥିଲେ।

1 Samuel 1:12
ଯେତବେେଳେ ସେ ସଦାପ୍ରଭୁଙ୍କୁ ଦୀର୍ଘ ସମୟ ଧରି ଏହିପରି ପ୍ରାର୍ଥନା କରୁଥିଲା, ଏଲି ତା'ର ପାଟିକକ୍ସ୍ଟ ଦେଖକ୍ସ୍ଟଥିଲା।

Occurences : 84

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்