Base Word
פָּלַשׁ
Short Definitionto roll (in dust)
Long Definitionto roll
Derivationa primitive root
International Phonetic Alphabetpɔːˈlɑʃ
IPA modpɑːˈlɑʃ
Syllablepālaš
Dictionpaw-LAHSH
Diction Modpa-LAHSH
Usageroll (wallow) self
Part of speechv

Jeremiah 6:26
ହେ ମାରେ ଲୋକମାନେ, ତୁମ୍ଭମାନେେ ଚଟବସ୍ତ୍ର ପରିଧାନ କର, ଭସ୍ମ ରେ ଗଡ଼, ଏକମାତ୍ର ପୁତ୍ରର ମୃତ୍ଯୁ ରେ ଶୋକ କଲାପରି ଶୋକ କର। ଅତିଶଯ ବିଳାପ କର। କାରଣ ଆମ୍ଭମାନଙ୍କୁ ବିନାଶକାରୀ ଅକସ୍ମାତ ଆକ୍ରମଣ କରିବ।

Jeremiah 25:34
ହେ ମଷେପାଳକଗଣ, ତୁମ୍ଭମାନେେ ହାହାକାର ଓ କ୍ରନ୍ଦନ କର। ହେ ମଷଗେଣର ଅଧିପତିମାନେ, ତୁମ୍ଭମାନେେ ଭୂମିରେ ଗଡ଼। କାରଣ ତୁମ୍ଭମାନଙ୍କର ହତ୍ଯା ସମୟ ବର୍ତ୍ତମାନ ଆଗତ ହେଲା। ତୁମ୍ଭମାନଙ୍କୁ ଆମ୍ଭେ ଖଣ୍ଡ ଖଣ୍ଡ କରିବା। ତୁମ୍ଭମାନେେ ଭଗ୍ନପାତ୍ର ତୁଲ୍ଯ ବିକ୍ଷିପ୍ତ ହାଇପେଡ଼ିବ।

Ezekiel 27:30
ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ଅତିଶଯ ଦୁଃଖିତ ହାଇେ କ୍ରନ୍ଦନ କରିବେ। ପୁଣି ସମାନେେ ନିଜ ନିଜ ମସ୍ତକରେ ଧୂଳି ପକାଇ ଭସ୍ମ ରେ ଗଡ଼ିବେ।

Micah 1:10
ଗାଥ ନଗର ରେ ଏହା ଜଣାଅ ନାହିଁ। ଆଦୌ ବିଳାପ କରନାହିଁ। ବୈଥ୍-ଲି-ଅଫ୍ରା ରେ ନିଜେ ଧୂଳି ରେ ଗଡ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்