Base Word
פְּנוּאֵל
Short DefinitionPenuel or Peniel, a place East of Jordan; also (as Penuel) the name of two Israelites
Long Definition(n pr m) a Benjamite, son of Shashak, brother of Iphedeiah of the family of Saul
Derivationor (more properly,) פְּנִיאֵל; from H6437 and H0410; face of God
International Phonetic Alphabetpɛ̆.n̪uːˈʔel
IPA modpɛ̆.nuˈʔel
Syllablepĕnûʾēl
Dictionpeh-noo-ALE
Diction Modpeh-noo-ALE
UsagePeniel, Penuel
Part of speechn-pr-m n-pr-loc

Genesis 32:30
ତେଣୁ ଯାକୁବ ସହେି ସ୍ଥାନର ନାମ ପନୂଯଲେ ଦେଲେ। ତା'ପରେ ସେ କହିଲେ, ମୁଁ ପରମେଶ୍ବରଙ୍କୁ ମୁହାଁମୁହିଁ ଦେଖିଲେ ବି ମାରେ ଜୀବନ ବଞ୍ଚି ରହିଲା।

Genesis 32:31
ଏହାପରେ ସୂର୍ େଯ୍ଯାଦଯ ବଳକେୁ ସେ ପନୂଯଲେ ପାର ହେଲେ।ମାତ୍ର ତା'ର ଗୋଡ଼ ୟୋଗୁ େଛାଟାଇ ଚାଲିଲା।

Judges 8:8
ଗିଦ୍ଦିୟୋନ ସହେି ସ୍ଥାନରକ୍ସ୍ଟ ପନୂଯଲକେକ୍ସ୍ଟ ଗଲେ ଓ ସଠାେରେ ଲୋକମାନଙ୍କୁ କିଛି ଖାଦ୍ୟ ଦବୋକକ୍ସ୍ଟ କହିଲେ, ସେ ଯେପରି ସେ ସୁକ୍କୋତର ଲୋକମାନଙ୍କୁ କହିଥିଲେ। କିନ୍ତୁ ଠିକ୍ ପନୂଯଲରେ ଲୋକମାନଙ୍କ ପରି ସୁକ୍କୋତର ଲୋକମାନେ ଉତ୍ତର ଦେଲେ।

Judges 8:8
ଗିଦ୍ଦିୟୋନ ସହେି ସ୍ଥାନରକ୍ସ୍ଟ ପନୂଯଲକେକ୍ସ୍ଟ ଗଲେ ଓ ସଠାେରେ ଲୋକମାନଙ୍କୁ କିଛି ଖାଦ୍ୟ ଦବୋକକ୍ସ୍ଟ କହିଲେ, ସେ ଯେପରି ସେ ସୁକ୍କୋତର ଲୋକମାନଙ୍କୁ କହିଥିଲେ। କିନ୍ତୁ ଠିକ୍ ପନୂଯଲରେ ଲୋକମାନଙ୍କ ପରି ସୁକ୍କୋତର ଲୋକମାନେ ଉତ୍ତର ଦେଲେ।

Judges 8:9
ତେଣୁ ଗିଦ୍ଦିୟୋନ ପନୂଯଲରେ ଲୋକମାନଙ୍କୁ କହିଲେ, ମୁ କକ୍ସ୍ଟଶଳ ରେ ଫରେି ଆସିଲେ, ତୁମ୍ଭର ଉଚ୍ଚ ପ୍ରାସାଦ ଭାଙ୍ଗିବି।

Judges 8:17
ଗିଦ୍ଦିୟୋନ ପନୂଯଲରେ ଅଟ୍ଟାଳିକା ଭାଙ୍ଗି ପକାଇଲେ ଓ ସହେି ସହର ରେ ବାସ କରୁଥିବା ସମସ୍ତ ଲୋକମାନଙ୍କୁ ହତ୍ଯା କଲେ।

1 Kings 12:25
ଏହି ସମୟରେ ୟାରବିଯାମ ଇଫ୍ରଯିମର ପର୍ବତମଯ ଦେଶ ଶିଖିମକୁ ଦୃଢ କରି ସଠାେରେ ବାସ କଲେ। ପରେ ସେ ପିନୂଯଲେ ନଗରକୁ ୟାଇ ଏହାକୁ ସୁଦୃଢ କଲେ।

1 Chronicles 4:4
ପନୁଯେଲ୍ ଗାଦୋରଙ୍କ ପିତା ଥିଲେ ଏବଂ ଏସର ହୁଶରଙ୍କ ପିତା ଥିଲେ।

1 Chronicles 8:25
ୟିଫ୍ଦିଯ ଓ ପନୁଯଲେ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்