Base Word
אֶפְרָתִי
Short Definitionan Ephrathite or an Ephraimite
Long Definitionan inhabitant or descendant of Ephraim
Derivationpatrial from H0672
International Phonetic Alphabetʔɛp.rɔːˈt̪ɪi̯
IPA modʔɛf.ʁɑːˈtiː
Syllableʾeprātî
Dictionep-raw-TEE
Diction Modef-ra-TEE
UsageEphraimite, Ephrathite
Part of speecha

Judges 12:5
ଗିଲିଯଦର ଲୋକମାନେ ୟର୍ଦ୍ଦନ ନଦୀ ନିକଟସ୍ଥ ସ୍ଥାନକକ୍ସ୍ଟ ନିଜ କବଳକକ୍ସ୍ଟ ନଇଗେଲେ। ଯେଉଁଠା ରେ ଲୋକମାନେ ୟର୍ଦ୍ଦନ ପାର ହକ୍ସ୍ଟଅନ୍

Ruth 1:2
ସହେି ଲୋକର ସ୍ତ୍ରୀର ନାମ ଥିଲା ନୟମୀ ଓ ଦକ୍ସ୍ଟଇ ପକ୍ସ୍ଟତ୍ରଙ୍କ ନାମ ଥିଲା, ମହଲୋନ୍ ଓ କିଲିଯୋନ୍। ସମାନେେ ଥିଲେ, ୟିହକ୍ସ୍ଟଦାର ବୈଥ୍ଲହମରେକ୍ସ୍ଟ ଏଫ୍ରାଥୀଯ ଲୋକ। ସମାନେେ ମାୟୋବର ପର୍ବତମଯ ଦେଶକକ୍ସ୍ଟ ଗଲେ ଓ ସଠାେରେ ବସବାସ କଲେ।

1 Samuel 1:1
ଇଫ୍ରଯିମର ପର୍ବତମଯ ଦେଶର ରାମାଠା ରେ ଜଣେ ଲୋକ ବାସ କରୁଥିଲେ, ଯାହାର ନାମ ଥିଲା ଇଲ୍କାନା। ଇଲ୍କାନା ସୂଫ ପରିବାରବର୍ଗର ଥିଲେ। ଇଲ୍କାନା ୟିରୋହମର ପକ୍ସ୍ଟତ୍ର, ଥିଲା ୟିଏ ଇଲୀହର ପକ୍ସ୍ଟତ୍ର ଥିଲା, ୟିଏ ତୋହର ପକ୍ସ୍ଟତ୍ର ଥିଲା, ୟିଏ ସୂଫର ପକ୍ସ୍ଟତ୍ର ଥିଲା ଓ ଏମାନେ ଇଫ୍ରଯିମ ପରିବାରବର୍ଗର ଥିଲେ।

1 Samuel 17:12
ଦାଉଦ ୟିଶୀଙ୍କର ପକ୍ସ୍ଟତ୍ର ଥିଲେ, ୟିଶୀ ଥିଲେ ଇଫ୍ରାଥୀଯ ପରିବାରର ୟିଏ ବୈଥଲହମେ ଓ ୟିହକ୍ସ୍ଟଦା ରେ ବାସ କରୁଥିଲେ ଏବଂ ୟିଶୀଙ୍କର ଆଠପକ୍ସ୍ଟତ୍ର ଥିଲେ। ପକ୍ସ୍ଟଣି ଶାଉଲଙ୍କର ସମୟରେ ସେ ପୁରୁଷ ବୃଦ୍ଧ ଥିଲେ।

1 Kings 11:26
ତା'ପରେ ଶଲୋମନଙ୍କର ଦାସ ୟାରବିଯାମ ମଧ୍ଯ ରାଜାଙ୍କର ବିପକ୍ଷ ରେ ବିଦ୍ରୋହ କଲେ। ସେ ସ ରଦୋ ନଗର ନିବାସୀ ଇଫ୍ରଯିମଙ୍କ ପରିବାରବର୍ଗ ଥିଲେ। ତାଙ୍କର ମାତାଙ୍କର ନାମ ସରୁଯା, ସେ ଜଣେ ବିଧବା ଥିଲେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்