| Base Word | |
| צֵלָע | |
| Short Definition | a rib (as curved), literally (of the body) or figuratively (of a door, i.e., leaf); hence, a side, literally (of a person) or figuratively (of an object or the sky, i.e., quarter); architecturally, a (especially floor or ceiling) timber or plank (single or collective, i.e., a flooring) |
| Long Definition | side, rib, beam |
| Derivation | or (feminine) צַלְעָה; from H6760 |
| International Phonetic Alphabet | t͡sˤeˈlɔːʕ |
| IPA mod | t͡seˈlɑːʕ |
| Syllable | ṣēlāʿ |
| Diction | tsay-LAW |
| Diction Mod | tsay-LA |
| Usage | beam, board, chamber, corner, leaf, plank, rib, side (chamber) |
| Part of speech | n-f |
Genesis 2:21
ତା'ପରେ ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ ଘାରେ ନିଦ୍ରା ରେ ଶୁଆଇ ଦେଲେ। ସେ ତା'ର ଶରୀରରୁ ଖଣ୍ଡେ ପଞ୍ଜରା ନେଲେ ଏବଂ ସହେି କ୍ଷତ ବନ୍ଦ କରି ଦେଲେ।
Genesis 2:22
ସଦାପ୍ରଭୁ ପରମେଶ୍ବର ମନୁଷ୍ଯର ପଞ୍ଜରା ହାଡ଼ରୁ ଏକ ସ୍ତ୍ରୀ ନିର୍ମାଣ କଲେ। ଏବଂ ମନୁଷ୍ଯ ନିକଟକୁ ତାହାକୁ ଆଣିଲେ।
Exodus 25:12
ଏଥି ନିମନ୍ତେ ଗ୍ଭରି କଣ ରେ ଗ୍ଭରୋଟି ସୁବର୍ଣ୍ଣର କଡା ଲଗାଅ। ପ୍ରେତ୍ୟକକ ପାଖ ରେ ଦୁଇଟି କଡା ଲଗାଅ।
Exodus 25:12
ଏଥି ନିମନ୍ତେ ଗ୍ଭରି କଣ ରେ ଗ୍ଭରୋଟି ସୁବର୍ଣ୍ଣର କଡା ଲଗାଅ। ପ୍ରେତ୍ୟକକ ପାଖ ରେ ଦୁଇଟି କଡା ଲଗାଅ।
Exodus 25:14
ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାଶର୍ବସ୍ଥ କଡା ରେ ସହେି ସାଙ୍ଗୀ ପ୍ରବେଶ କରାଇବ।
Exodus 26:20
ପୁଣି ପବିତ୍ର ତମ୍ବୁର ଅନ୍ୟ ପାଶର୍ବ ରେ ଉତ୍ତର ଦିଗ ରେ କୋଡିଏ ପଟା ହବେ।
Exodus 26:26
ଅର୍ଗଳ ତିଆରି କରିବାପାଇଁ ତୁମ୍ଭମାନେେ ଶିଟୀମ୍ କାଠ ବ୍ଯବହାର କରିବ। ପବିତ୍ର ତମ୍ବୁ ପାଇଁ ପାଞ୍ଚଟି ଅର୍ଗଳ ତିଆରି କରିବ ଏକ ପାଶର୍ବ ରେ।
Exodus 26:27
ଅନ୍ୟ ଏକ ପାଶର୍ବ ରେ ପାଞ୍ଚଟି ଅର୍ଗଳ ନିର୍ମାଣ କର ଏବଂ ପଛ ପାଶର୍ବ ପଶ୍ଚିମ ଦିଗ ରେ ନିର୍ମାଣ କର।
Exodus 26:27
ଅନ୍ୟ ଏକ ପାଶର୍ବ ରେ ପାଞ୍ଚଟି ଅର୍ଗଳ ନିର୍ମାଣ କର ଏବଂ ପଛ ପାଶର୍ବ ପଶ୍ଚିମ ଦିଗ ରେ ନିର୍ମାଣ କର।
Exodus 26:35
ପରଦାର ବାହାର ପାଶର୍ବ ରେ ମଜେ ରଖିବା ଉଚିତ୍ ଏବଂ ମଜେର ବିପରୀତ ପାଶର୍ବ ରେ ପବିତ୍ର ତମ୍ବୁର ଦକ୍ଷିଣକୁ ଦୀପ ରଖିବା ଉଚିତ୍। ପବିତ୍ର ତମ୍ବୁର ଉତ୍ତର ପାଶର୍ବକୁ ମଜେ ରଖ।
Occurences : 41
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்