Base Word
צֶמַח
Short Definitiona sprout (usually concrete), literal or figurative
Long Definitionsprout, growth, branch
Derivationfrom H6779
International Phonetic Alphabett͡sˤɛˈmɑħ
IPA modt͡sɛˈmɑχ
Syllableṣemaḥ
Dictiontseh-MA
Diction Modtseh-MAHK
Usagebranch, bud, that which (where) grew (upon), spring(-ing)
Part of speechn-m

Genesis 19:25
ସହେି ନଗରଗୁଡ଼ିକୁ, ସମୁଦାଯ ଉପତ୍ୟକା କ୍ଷେତ୍ରଗୁଡ଼ିକ ଓ ତନ୍ମଧସ୍ଥ ସମସ୍ତ ଲୋକ ଓ ସମସ୍ତ ବୃକ୍ଷଲତା ଧ୍ବଂସ ହାଇଗେଲା।

Psalm 65:10
ତୁମ୍ଭେ କୃଷିକ୍ଷେତ୍ରକୁ ୟଥେଷ୍ଟ ପରିମାଣରେ ବୃଷ୍ଟି ପଠାଅ। ତୁମ୍ଭେ ଲଙ୍ଗଳ ଗାରକୁ ଶୋଷିଲ। ତୁମ୍ଭେ ପୃଥିବୀର ମାଟିକୁ ନରମ କର। ତୁମ୍ଭେ ପୃଥିବୀରେ ଶସ୍ଯ କ୍ଷେତ୍ରକୁ ବୃଦ୍ଧି କରାଅ।

Isaiah 4:2
ସହେି ସମୟରେ, ସଦାପ୍ରଭୁଙ୍କ ଶାଖା (ଯିହୁଦା) ଅତି ମନୋରମ ଆକର୍ଷଣୀଯ ଓ ମହାନ୍ ହବେ। ଇଶ୍ରାୟେଲର ପରିବେଷ୍ଟନୀଯର ଉପୟୋଗୀ ସମାନଙ୍କେ ଦେଶର ଉତ୍ତମ ଫଳ ଯୋଗୁଁ ଗୌରବାନ୍ବିତ ହବେେ।

Isaiah 61:11
କାରଣ ଭୂମି ଯେପରି ବୀଜକୁ ଅଙ୍କୁରିତ କରାଏ ଓ ଉଦ୍ୟାନ ରେ ବୁଣା ୟାଇଥିବା ମଞ୍ଜି ଯେପରି ଅଙ୍କୁରିତ ହାଇେ ବଢ଼େ, ସହେିପରି ସଦାପ୍ରଭୁ ସମଗ୍ର ଜାତିଗଣଙ୍କ ମଧିଅରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।

Jeremiah 23:5
ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଛି, ଯେଉଁ ସମୟରେ ଦାଉଦ ବଂଶ ରେ ଆମ୍ଭେ ଏକ ଧାର୍ମିକ ଶାଖା 'ଉତ୍ପନ୍ନ' କରିବା। ତହିଁରେ ସେ ରାଜା ହାଇେ ରାଜତ୍ବ କରିବେ। ସେ ନିଜର ଉତ୍ତମ ଜ୍ଞାନ ବଳ ରେ ଦେଶ ରେ ସୁବିଚାର ଓ ନ୍ଯାଯ ପ୍ରତିଷ୍ଠା କରିବେ।

Jeremiah 33:15
ସହେି ସମୟରେ ଆମ୍ଭେ ଦାଉଦ ବଂଶ ରେ ଧର୍ମସ୍ବରୂପ ଏକ 'ଶାଖା' ଉତ୍ପନ୍ନ କରାଇବା। ସହେି 'ଶାଖା' ସେ ଦେଶ ରେ ନ୍ଯାଯ ଓ ଧାର୍ମିକତା ବିଚାର ପ୍ରତିଷ୍ଠା କରିବେ।

Ezekiel 16:7
ମୁଁ ତୁମ୍ଭକୁ ସହେି କ୍ଷେତ୍ର ରେ ଉଦ୍ଭିଦ ପରି ବଢ଼ାଇଲି। ତହିଁରେ ତୁମ୍ଭେ ବୃଦ୍ଧି ପାଇ ୟୁବତୀ ହେଲ। ତୁମ୍ଭର ଋତୁସ୍ରାବ ହେଲା, ତୁମ୍ଭର ସ୍ତନୟୁଗଳ ସୁଢ଼ୋଳ ଓ ତୁମ୍ଭର କେଶ ଦୀର୍ଘ ହେଲା, କିନ୍ତୁ ତୁମ୍ଭେ ତଥାପି ବିବସନା ଓ ଉଲଗ୍ନ ଥିଲ।

Ezekiel 17:9
ତୁମ୍ଭେ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହିକଥା କହନ୍ତି, ତାହା କ'ଣ ସଫଳ ହବେ ? ଏହାର ଚରେ ଛିଣ୍ଡି ୟିବନିତ, ଏବଂ ଏହାର ଫଳ ଝଡ଼ି ୟିବନିତ ଏବଂ ଶୁଖି ୟିବନତି ? ନୂତନ ଭାବରେ ପଲ୍ଲବିତ ହେଉଥିବା ପତ୍ରସବୁ ଝାଉଁଳି ଯିବେ। ଏହାକୁ ଉପାଡ଼ିବା ପାଇଁ ବଳଶାଳୀ ସୈନ୍ଯବାହିନୀକୁ ଓ ଲୋକମାନଙ୍କୁ ଦରକାର ହବେ କି ? ନା !

Ezekiel 17:10
ଆଉ ସହେି ଦ୍ରାକ୍ଷାଲତା ରୋପିତ କ୍ଷେତ୍ର ରେ କ'ଣ ବୃଦ୍ଧି ପାଇବ ? ପୂର୍ବୀଯ ବାଯୁ ସ୍ପର୍ଶ କଲେ ତାହା ସମ୍ପୂର୍ଣ୍ଣରୂପେ ଶୁଷ୍କ ହାଇଯେିବ। ବଢ଼ିବା କିଆରୀ ରେ ତାହା ଶୁଷ୍କ ହାଇୟିବେ।

Hosea 8:7
ଇଶ୍ରାୟେଲୀୟମାନେ ଗୋଟିଏ ନିର୍ବୋଧ କାମ କଲେ। ସମାନେେ ବାଯୁ ରେ ଗଛ ଲଗାଇବାକୁ ଚେଷ୍ଟା କରୁଥିଲେ। ସମାନେେ କବଳେ ହିଁ ଦୁଃଖ ପାଇବେ। ସମାନେେ ଘୂର୍ଣ୍ଣିବାତ୍ଯାକୁ ନିମନ୍ତ୍ରଣ କଲେ। ଜମି ରେ ଉତ୍ପନ୍ନ ହେଉଥିବା ଶସ୍ଯ ଖାଦ୍ୟ ଯୋଗଇବ ନାହିଁ। ଏପରି ଯଦି କିଛି ଉତ୍ପନ୍ନ ହେଲା ତବେେ ତାକୁ ଅଜଣା ଲୋକ ଭକ୍ଷଣ କରିବେ।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்