Base Word
צָפוֹן
Short Definitionproperly, hidden, i.e., dark; used only of the north as a quarter (gloomy and unknown)
Long Definitionnorth (of direction), northward
Derivationor צָפֹן; from H6845
International Phonetic Alphabett͡sˤɔːˈpon̪
IPA modt͡sɑːˈfo̞wn
Syllableṣāpôn
Dictiontsaw-PONE
Diction Modtsa-FONE
Usagenorth(-ern, -ward) (side, wind)
Part of speechn-f

Genesis 13:14
ଲୋଟ ଗଲାପରେ, ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭର ଚ଼ତୁପାଶର୍ବକୁ ଦେଖ, ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ଦେଖ।

Genesis 28:14
ତୁମ୍ଭର ବହୁତ ବଂଶ ହବେେ। ତାହା ପୃଥିବୀର ଧୂଳୀପରି ଅସଂଖ୍ଯ ହବେେ। ସମାନେେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ବ୍ଯାପିବେ। ପୃଥିବୀର ସମସ୍ତ ପରିବାର ତୁମ୍ଭ ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରପ୍ତ ହବେେ।

Exodus 26:20
ପୁଣି ପବିତ୍ର ତମ୍ବୁର ଅନ୍ୟ ପାଶର୍‌ବ ରେ ଉତ୍ତର ଦିଗ ରେ କୋଡିଏ ପଟା ହବେ।

Exodus 26:35
ପରଦାର ବାହାର ପାଶର୍‌ବ ରେ ମଜେ ରଖିବା ଉଚିତ୍ ଏବଂ ମଜେର ବିପରୀତ ପାଶର୍‌ବ ରେ ପବିତ୍ର ତମ୍ବୁର ଦକ୍ଷିଣକୁ ଦୀପ ରଖିବା ଉଚିତ୍। ପବିତ୍ର ତମ୍ବୁର ଉତ୍ତର ପାଶର୍‌ବକୁ ମଜେ ରଖ।

Exodus 27:11
ତମ୍ବୁର ଉତ୍ତର ପାଶର୍‌ବ ରେ ଶ ହେ ହାତ ଲମ୍ବ ପରଦା ହବେ ଓ ତାହାର କୋଡିଏ ସ୍ତମ୍ଭ ଓ କୋଡିଏ ଚୁଙ୍ଗୀ ପିତ୍ତଳର ହବେ। ଏବଂ ସ୍ତମ୍ଭର ଆଙ୍କଡା ଛୁଞ୍ଚିଆ ରୂପାର ହବେ।

Exodus 36:25
ସମାନେେ ଉତ୍ତରପଟ ପାଇଁ କୋଡିଏଟି ପଟା ତିଆରି କଲେ, ସହେି ପବିତ୍ର ତମ୍ବୁ ପାଇଁ।

Exodus 38:11
ଉତ୍ତର ଦିଗର ପରଦା ଶ ହେ ହାତ ତାହାର କୋଡିଏଟି ସ୍ତମ୍ଭ କୋଡିଏଟି ପିତ୍ତଳର ଚୁଙ୍ଗୀ ଓ ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ଥିଲା।

Exodus 40:22
ଏହାପରେ ମାଶାେ ପରଦା ବାହା ରେ ସମାଗମ ତମ୍ବୁର ଉତ୍ତର ପାଶର୍‌ବ ରେ ମଜେ ରଖିଲେ।

Leviticus 1:11
ପୁଣି ସେ ୟଜ୍ଞବଦେୀର ଉତ୍ତର ପାଶର୍‌ବ ରେ ସଦାପ୍ରଭୁଙ୍କ ସମ୍ମୁଖ ରେ ତାକୁ ବଧ କରିବ। ତା'ପରେ ଯାଜକ ହାରୋଣର ପୁତ୍ରମାନେ ୟଜ୍ଞବଦେୀର ଚତୁର୍ଦ୍ଦିଗ ରେ ତାହାର ରକ୍ତ ସିଞ୍ଚନ କରିବେ।

Numbers 2:25
ଦାନ ବିଭାଗର ଛାଉଣୀର ଧ୍ବଜା ଉତ୍ତର ଦିଗକୁ ରହିବ। ଅମ୍ମୀଶଦ୍ଦଯର ପୁତ୍ର ଅହୀଯଷେର ଦାନ ସନ୍ତାନଗଣର ଅଧିପତି ହବେ।

Occurences : 153

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்