Base Word
רַבְרְבָן
Short Definitiona magnate
Long Definitionlord, noble
Derivationfrom H7260
International Phonetic Alphabetrɑb.rɛ̆ˈbɔːn̪
IPA modʁɑv.ʁɛ̆ˈvɑːn
Syllablerabrĕbān
Dictionrahb-reh-BAWN
Diction Modrahv-reh-VAHN
Usagelord, prince
Part of speechn-m

Daniel 4:36
ଆଉ ସହେି ସମୟରେ ପରମେଶ୍ବର ମାରେ ଉତ୍ତମ ବୁଦ୍ଧି ମାେତେ ଫରୋଇ ଦେଲେ। ମାେ ରାଜ୍ଯର ଗୌରବ ନିମନ୍ତେ ମାରେ ତଜେ ଓ ପ୍ରତାପ ମାେ ପାଖକୁ ଫରେି ଆସିଲା। ମାରେ ମନ୍ତ୍ରୀ ଓ ଅମାତ୍ଯମାନେ ପୁନର୍ବାର ମାରେ ପରାମର୍ଶ ଲୋଡିଲେ। ମୁଁ ପୁନର୍ବାର ରାଜା ହଲିେ ଓ ମାରେ ମହିମା ପୂର୍ବାପେକ୍ଷା ଅଧିକ ବୃଦ୍ଧି ପାଇଲା।

Daniel 5:1
ରାଜା ବେଲ୍ଶତ୍ସର ନିଜର ସହସ୍ର ଅମାତ୍ଯବର୍ଗଙ୍କ ନିମନ୍ତେ ଏକ ମହା ଭୋଜି ପ୍ରସ୍ତୁତ କଲେ। ଆଉ ସେ ସହସ୍ରଙ୍କ ମଧିଅରେ ରାଜା ଦ୍ରାକ୍ଷାରସ ପାନ କଲେ।

Daniel 5:2
ବେଲ୍ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖଦ୍ନିତ୍ସର। ୟିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପା ରେ ପାତ୍ରଗୁଡିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥି ରେ ସେ, ତାଙ୍କର ଅମାତ୍ଯଗଣ, ତାଙ୍କର ପତ୍ନିଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ।

Daniel 5:3
ତାଙ୍କର ଲୋକମାନେ ୟିରୁଶାଲମସ୍ଥ ମନ୍ଦିରରୁ ଅର୍ଥାତ୍ ପରମେଶ୍ବରଙ୍କ ମନ୍ଦିରରୁ ଯେଉଁସବୁ ସୁବର୍ଣ୍ଣ ପାତ୍ର ଅପହୃତ ହାଇେଥିଲା, ତାହା ଲୋକମାନେ ଆଣିଲେ। ପୁଣି ରାଜା ତାଙ୍କର ଅମାତ୍ଯ ଗଣ, ତାଙ୍କର ପତ୍ନୀଗଣ ଓ ଉପପତ୍ନୀଗଣ ସହେି ପାତ୍ର ରେ ପାନ କଲେ।

Daniel 5:9
ରାଜା ବେଲ୍ଶତ୍ସରଙ୍କ ଅମାତ୍ଯଗଣ ଦ୍ବନ୍ଦ ରେ ପଡିଲେ। ଆଉ ରାଜା ଅଧିକ ଉଦ୍ବିଗ୍ନ ହେଲେ ଓ ତାଙ୍କର ମୁଖ ବିବର୍ଣ୍ଣ ହେଲା।

Daniel 5:10
ତା'ପ ରେ ରାଣୀ ଭୋଜନଗାରକୁ ଆସିଲେ। ସେ ରାଜା ଓ ତାଙ୍କର ଅଧିକାରୀଗଣଙ୍କ କଥା ଶୁଣିଥିଲେ। ସେ କହିଲେ, ହେ ରାଜୀ, ଦୀର୍ଘଜୀବି ହୁଅ, ତୁମ୍ଭର ଭାବନା ତୁମ୍ଭକୁ ଉଦ୍ବିଗ୍ନ ନକରୁ କି ତୁମ୍ଭର ମୁଖମଣ୍ତଳ ବିବର୍ଣ୍ଣ ନ ହେଉ।

Daniel 5:23
ଆପଣ ନମ୍ର ହବୋ ପରିବର୍ତେ ସ୍ବର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧ ରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରେ ୗପ୍ୟ ପାତ୍ର ରେ ଆପଣ, ଆପଣଙ୍କ ଅମାତ୍ଯଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମା ରେ ଦବଗେଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସମାନଙ୍କେର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧିନ, ଆପଣ ସହେି ପରମେଶ୍ବରଙ୍କର ଗୌରବ କରିନାହାଁନ୍ତି।

Daniel 6:17
ପୁଣି ଏକ ବଡ ପଥର ଆଣାୟାଇ ଗର୍ତ୍ତ ମୁଖ ରେ ରଖାଗଲା। ପୁଣି ରାଜା ନିଜର ମୁଦ୍ରା ରେ ଓ ନିଜ ଅମାତ୍ଯଗଣଙ୍କ ମୁଦ୍ରା ରେ ତାହା ଅଙ୍କିତ କଲା। ଏହା କରାଗଲା କାରଣ ସହେି ଦାନିୟେଲଙ୍କୁ ଗର୍ତ୍ତରୁ ବାହାର କରିବାକୁ ପଥର ଘୁଞ୍ଚାଇବେ ନାହିଁ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்