Base Word
רַגְלִי
Short Definitiona footman (soldier)
Long Definitionon foot
Derivationfrom H7272
International Phonetic Alphabetrɑɡˈlɪi̯
IPA modʁɑɡˈliː
Syllableraglî
Dictionrahɡ-LEE
Diction Modrahɡ-LEE
Usage(on) foot(-man)
Part of speecha

Exodus 12:37
ଇଶ୍ରାୟେଲୀୟ ଲୋକମାନେ ରମିଷେଷ୍ଠାରୁ ସୁକ୍କୋତ୍କୁ ୟାତ୍ରା କଲେ। ସମାନେେ ପିଲାମାନଙ୍କୁ ଛାଡି ମାଟେ ରେ 6,00,000 ଲୋକ ଥିଲେ।

Numbers 11:21
ତବେେ ମାଶାେ କହିଲେ, ସଦାପ୍ରଭୁ, ମୁଁ ଯେଉଁ ଲୋକମାନଙ୍କ ମଧିଅରେ ଅଛି ସମାନେେ ଛଅ ଲକ୍ଷ ପଦାତିକ। ତଥାପି ତୁମ୍ଭେ କହୁଅଛ, 'ଆମ୍ଭେ ସମାନଙ୍କେୁ ମାଂସ ଦବୋ, ସମାନେେ ତାହା ସମ୍ପୂର୍ଣ ଏକ ମାସ ଖାଇବେ!'

Judges 20:2
ଇଶ୍ରାୟେଲ ପରିବାରବର୍ଗର ସମସ୍ତ ଅଧିପତିମାନେ ସଠାେରେ ଏକତ୍ରୀତ ହେଲେ। ପରମେଶ୍ବରଙ୍କ ଲୋକଗଣର ସହେି ସମାଜ ରେ ରହିଲେ। ଖଡ୍ଗଧାରୀ, ପଦାତିକ ଉପସ୍ଥିତ ଥିଲେ। ଏମାନେ ଥିଲେ 4,00,000।

1 Samuel 4:10
ତହିଁରେ ପଲେଷ୍ଟୀୟମାନେ ୟକ୍ସ୍ଟଦ୍ଧ କଲେ ଓ ଇଶ୍ରାୟେଲୀୟମାନେ ପରାସ୍ତ ହାଇେ ପ୍ରେତ୍ୟକକ ଆପଣା ଆପଣା ତମ୍ବୁକକ୍ସ୍ଟ ଫରେିଗଲେ, ସେତବେେଳେ ଅତି ମହାସଂହାର ହେଲା, କାରଣ ସେଥି ରେ ଇଶ୍ରାୟେଲର 30,000 ପଦାତିକ ସୈନ୍ଯ ମରି ପଡିଲେ।

1 Samuel 15:4
ଶାଉଲ ଟଲାଯୀମ୍ ରେ ସୈନ୍ଯ ଏକଜକ୍ସ୍ଟଟ କଲେ। ସଠାେରେ 2,00,000 ପଦାତିକ ଓ ଅନ୍ଯାନ୍ଯ 10,000 ଲୋକ ୟିହକ୍ସ୍ଟଦାର ଥିଲେ।

2 Samuel 8:4
ଦାଉଦ ତାଠାରକ୍ସ୍ଟ 1 ,700 ଅଶ୍ବାରୋହୀ ଏବଂ 20 ,000 ପଦାତିକ ସୈନ୍ଯ ନେଲେ। ଦାଉଦ 100ଟି ଅଶ୍ବ ରଖିଲେ କିନ୍ତୁ ସେ ଅନ୍ୟ ଅଶ୍ବଗୁଡିକୁ ପଙ୍ଗକ୍ସ୍ଟ କରି ଦେଲେ।

2 Samuel 10:6
ଅେମ୍ମାନୀୟମାନେ ହୃଦଯଙ୍ଗମ କଲେ ଯେ, ରାଜା ଦାଉଦ ସମାନଙ୍କେୁ ବର୍ତ୍ତମାନ ତାଙ୍କର ଶତୃ ବୋଲି ବିବଚେନା କଲେ। ତେଣୁ ସମାନେେ 20 ,000 ଅରାମୀଯ ୈସନ୍ଯମାନଙ୍କୁ ବୈଥ-ରହାବେ ଓ ସୋବାରକ୍ସ୍ଟ 1,000 ଜଣ ମାଖାର ରାଜାଙ୍କଠାରକ୍ସ୍ଟ ଏବଂ ଟୋବରକ୍ସ୍ଟ 12,000 ସୈନ୍ଯ ଭଡା ରେ ଆଣିଲେ।

1 Kings 20:29
ଦୁଇ ସୈନ୍ଯବାହିନୀ ସାତଦିନ ଧରି ସମ୍ମଖାସମ୍ମୁଖୀ ହାଇେ ଶିବିର ସ୍ଥାପନ କରି ରହିଲେ। ସପ୍ତମ ଦିନ ରେ ୟୁଦ୍ଧ ଆରମ୍ଭ ହେଲା ଓ ଇଶ୍ରାୟେଲୀୟ ସୈନ୍ଯମାନେ ଗୋଟିଏ ଦିନ ରେ ଅରାମୀଯ ସୈନ୍ଯମାନଙ୍କ ମଧ୍ଯରୁ 1,00,000 ପଦାତିକ ସୈନ୍ଯ ବଧ କଲେ।

2 Kings 13:7
ଅରାମର ରାଜା ୟିହୋଯାଶ୍ଙ୍କ ସୈନ୍ଯବାହିନୀକୁ ପରାସ୍ତ କରି ତାଙ୍କର ମାତ୍ର ପଚାଶ ଅଶ୍ବାରୋହୀ, ଦଶଟି ରଥ ଓ 10,000 ପଦାତିକଙ୍କୁ ଛାଡି ଅନ୍ୟ ସମସ୍ତଙ୍କୁ ବଧ କଲେ। ଯିହାୟୋଦାରଶ୍ଙ୍କ ସୈନ୍ଯମାନେ ଶସ୍ଯ ଅମଳ ସମୟରେ ଅଗାଡି ତୁଲ୍ଯ ପବନ ରେ ଗ୍ଭଲିଗଲେ।

1 Chronicles 18:4
ଦାଉଦ ହଦ ରଷେରଙ୍କଠାରୁ 1,000 ରଥ, 7,000 ରଥଚାଳକ, ଓ 20,000 ସୈନ୍ଯ ନଇଗେଲେ। ରଥ ଟାଣିବା ନିମନ୍ତେ ବ୍ଯବହୃତ ହେଉଥିବା ହଦ ରଷେରଙ୍କ ଅଧିକାଂଶ ଅଶ୍ବକୁ ଦାଉଦ ପଙ୍ଗୁ କର ଦେଲେ। କିନ୍ତୁ ଦାଉଦ 100 ଗୋଟି ରଥକୁ ଟାଣିବା ନିମନ୍ତେ ୟଥେଷ୍ଟ ଅଶ୍ବକୁ ସୁରକ୍ଷିତ ରଖିଲେ।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்