Base Word
רָכַל
Short Definitionto travel for trading
Long Definitionto go about (meaning dubious)
Derivationa primitive root
International Phonetic Alphabetrɔːˈkɑl
IPA modʁɑːˈχɑl
Syllablerākal
Dictionraw-KAHL
Diction Modra-HAHL
Usage(spice) merchant
Part of speechv

1 Kings 10:15
କାର୍ଗ ଜାହାଜର ସୁବର୍ଣ୍ଣ ବ୍ଯତୀତ ରାଜା ଶଲୋମନ ମିଶ୍ରୀତ ରାଜାଗଣଙ୍କଠାରୁ ଓ ଅନ୍ୟ ଶାସକମାନଙ୍କଠାରୁ ଓ ବଣିକମାନଙ୍କ ବ୍ଯବସାଯରୁ ସୁବର୍ଣ ପାଇଲେ।

Nehemiah 3:31
ତା'ପରେ ମଲକିଯ ନାମକ ଜଣେ ସ୍ବର୍ଣ୍ଣକାର ସୈନ୍ଯମାନେ ଏକତ୍ରୀତ ହେଉଥିବା ଫାଟକ ଆଗ ରେ ମନ୍ଦିର ଦାସମାନଙ୍କର, ନଥିନୀଯମାନଙ୍କର ଓ ବଣିକମାନଙ୍କର ଗୃହ ପର୍ୟ୍ଯନ୍ତ, ଆଉ କଣର ଉଠାଣି ପର୍ୟ୍ଯନ୍ତ ଭଗ୍ନ ଅଂଶ ମରାମତି କଲେ।

Nehemiah 3:32
କୋଣର ଉଠାଣୀ ଓ ମଷେଦ୍ବାର ମଧିଅରେ ସ୍ବର୍ଣ୍ଣକାର ଓ ବଣିକମାନେ ଭଗ୍ନ ଅଂଶ ଗଠନ କଲେ।

Nehemiah 13:20
ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ଯ ବିକ୍ରଯକାରୀମାନେ ଥରେ ବା ଦୁଇଥର ୟିରୁଶାଲମ ବାହା ରେ ରାତ୍ରି କ୍ଷପେଣ କଲେ।

Song of Solomon 3:6
ସିଏ କିଏ ଅଟେ। ଯେଉଁ ସ୍ତ୍ରୀ ଲୋକ ଧୂମ୍ର ସ୍ତମ୍ଭ ତୁଲ୍ଯ ପ୍ରାନ୍ତରରୁ ଆସୁଅଛି। ଗନ୍ଧରସ ଓ କୁନ୍ଦୁରୁ ରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣ ରେ ସୁବାସିତା ହାଇେ।

Ezekiel 17:4
ସେ ଏରସ ବୃକ୍ଷର ଅଗ୍ରଭାଗ ଭାଙ୍ଗିଲା ଏବଂ ତାହାକୁ କିଣାନ ଦେଶକୁ ନଇଗେଲା। ସଠାେ ରେ ସେ ତାକୁ ବଣିକମାନଙ୍କର ନଗରୀ ରେ ରଖିଲା।

Ezekiel 27:3
ସମୁଦ୍ର ଉପକୂଳବର୍ତ୍ତୀ ବହୁ ଲୋକଙ୍କ ସହିତ ବାଣିଜ୍ଯ କରୁଥିବା, 'ସମୁଦ୍ରର ଦ୍ବାର' ସୋରକୁ କୁହ : ' ହେ ସୋର, ତୁମ୍ଭେ କହିଅଛ, ମୁଁ ପରମ ସୁନ୍ଦରୀ।

Ezekiel 27:13
ଗ୍ରୀକ୍, ତୁର୍କ ଓ ମଷେକର ଲୋକମାନେ ବ୍ଯବସାଯୀ ଥିଲେ। ସମାନେେ କ୍ରୀତଦାସ ଓ ପିତ୍ତଳର ବାସନକୁସନ ତୁମ୍ଭର ଜିନିଷଗୁଡ଼ିକ ବଦଳ ରେ ବ୍ଯବସାଯ କଲେ।

Ezekiel 27:15
ଦଦାନର ଲୋକମାନେ ମଧ୍ଯ ତୁମ୍ଭର ବ୍ଯବସାଯୀ ଥିଲେ। ତୁମ୍ଭର ଅନକେ ଦ୍ବୀପ ସହ ବାଣିଜ୍ଯ ଥିଲା। ସମାନେେ ତୁମ୍ଭର ବାଣିଜ୍ଯ ଦ୍ରବ୍ଯ ବଦଳ ରେ ହାତୀଦାନ୍ତ ଓ ଅବଲୁସ୍ କାଠ ଆଣିଲେ।

Ezekiel 27:17
ଯିହୁଦା ଓ ଇଶ୍ରାୟେଲ ଦେଶର ଲୋକମାନେ ତୁମ୍ଭ ସହିତ ବାଣିଜ୍ଯ କରୁଥିଲେ। ସମାନେେ ଗହମ, ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦଇେ ତୁମ୍ଭ ବାଣିଜ୍ଯ ଦ୍ରବ୍ଯର ବ୍ଯବସାଯ କଲେ।

Occurences : 17

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்