Base Word
רְעוּת
Short Definitiona female associate; generally an additional one
Long Definitionfemale companion, mate, neighbour woman
Derivationfrom H7462 in the sense of H7453
International Phonetic Alphabetrɛ̆ˈʕuːt̪
IPA modʁɛ̆ˈʕut
Syllablerĕʿût
Dictionreh-OOT
Diction Modreh-OOT
Usage+ another, mate, neighbour
Part of speechn-f

Exodus 11:2
ତୁମ୍ଭେ ଏହି ବାର୍ତ୍ତା ମିଶରବାସୀଙ୍କୁ ଦିଅ। 'ପ୍ରେତ୍ୟକକ ପୁରୁଷ ଆପଣା ପ୍ରତିବେଶୀଠାରୁ ଏବଂ ପ୍ରେତ୍ୟକକ ସ୍ତ୍ରୀ ଆପଣା ପ୍ରତିବେଶୀନୀଠାରୁ ରେ ୗପ୍ୟ ଅଳଙ୍କାର ଓ ସ୍ବର୍ଣ୍ଣ ଅଳଙ୍କାର ମାଗି ନିଅନ୍ତୁ।

Esther 1:19
ଏଥିପାଇଁ ଯଦି ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତବେେ ବଷ୍ଟୀ ଅକ୍ଷଶ୍ବରେଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ। ଏବଂ ଏହା ପାରସିକ ଓ ମାଦୀଯ ବ୍ଯବସ୍ଥା ମଧିଅରେ ଲିଖିତ ହେଉ, ଯାହା ପରିବର୍ତ୍ତନ କରାୟାଇ ପାରିବ ନାହିଁ। ପୁଣି ମହାରାଜା ତାଙ୍କର ରାଣୀପଦ ତାହାଠାରୁ ଉତ୍ତମା ଏକ ସ୍ତ୍ରୀକୁ ଦିଅନ୍ତୁ।

Isaiah 34:15
ପଚୋଗଣ ସଠାେ ରେ ବାସ କରିବେ ଏବଂ ପରିବାରକୁ ବୃଦ୍ଧି କରିବେ। ଚିଲମାନେ ନିଜର ସଙ୍ଗିନୀ ସହିତ ମିଳିତ ହବେେ।

Isaiah 34:16
ତୁମ୍ଭମାନେେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର। ସେଥି ରେ ଲିଖିତ ଅଛି ସମାନଙ୍କେ ମଧ୍ଯରୁ କହେି ଅନୁପସ୍ଥିତ ରହିବେ ନାହିଁ। କହେି ନିଜର ସଙ୍ଗିନୀକୁ ଛାଡ଼ିବ ନାହିଁ। କାରଣ ମାରେମୁଖଦ୍ବାରା ଏହି ଆଜ୍ଞା କରିଛନ୍ତି ଓ ତାଙ୍କର ଆତ୍ମା ସମାନଙ୍କେୁ ସଂଗ୍ରହ କରିଛି।

Jeremiah 9:20
ତେଣୁ ହେ ଯିହୁଦାର ରମଣୀଗଣ, ସଦାପ୍ରଭୁଙ୍କର ବାକ୍ଯ ଶୁଣ, ତୁମ୍ଭମାନଙ୍କର କର୍ଣ୍ଣ ତାଙ୍କର ମୁଖ ନିଃସୃତ ବାକ୍ଯ ଗ୍ରହଣ କରୁ। ଆଉ ତୁମ୍ଭମାନେେ ନିଜ ନିଜ କନ୍ଯାମାନଙ୍କୁ ହାହାକାର କରିବାକୁ ଓ ପ୍ରେତ୍ୟକକ ନିଜ ପ୍ରତିବେଶୀନୀକୁ ବିଳାପ କରିବାକୁ ଶିକ୍ଷା ଦିଅ।

Zechariah 11:9
ତା'ପ ରେ ଆମ୍ଭେ କହିଲୁ, ଆମ୍ଭେ ତୁମ୍ଭର ମଷେପାଳକ ହବୋ ନାହିଁ। ଯେଉଁମାନଙ୍କର ମରିବାର ଅଛି ସମାନେେ ମରନ୍ତୁ ଓ ଯେଉଁମାନଙ୍କର ଉଚ୍ଛନ୍ନ ହବୋର ଅଛି ସମାନେେ ଉଚ୍ଛନ୍ନ ହୁଅନ୍ତୁ। ଯେଉଁ ଅବଶିଷ୍ଟ ରହିବେ ସମାନେେ ପରସ୍ପରକୁ ଧ୍ବସ୍ତ ବିଧ୍ବସ୍ତ କରନ୍ତୁ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்