Base Word
שׇׂבְעָה
Short Definitionsatiety
Long Definitionsatisfaction, satiety, one's fill
Derivationfeminine of H7648
International Phonetic Alphabetɬobˈʕɔː
IPA modsovˈʕɑː
Syllableśobʿâ
Dictionsobe-AW
Diction Modsove-AH
Usage(to have) enough, × till...be full, (un-)satiable, satisfy, × sufficiently
Part of speechn-f

Isaiah 23:18
ମାତ୍ର ସୋର ଉପାର୍ଜିତ ଧନକୁ ସଞ୍ଚଯ କରିବ ନାହିଁ। ତା'ର ଭଡ଼ା ଓ ବାଣିଜ୍ଯ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସମର୍ପିତ ହବେ। ସେ ସଦାପ୍ରଭୁଙ୍କ ଅନୁସରଣକାରୀମାନଙ୍କୁ ସେ ସଞ୍ଚିତ ଧନରୁ ଦିଆୟିବ। ସଦାପ୍ରଭୁଙ୍କ ସବେକ ପୂର୍ଣ୍ଣ ପ୍ରାଣ ରେ ଭକ୍ଷଣ କରିବେ ଓ ସହେି ପଇସା ରେ ସୁନ୍ଦର ପୋଷାକ ପରିଧାନ କରିବେ।

Isaiah 55:2
ଅଖାଦ୍ୟ ପାଇଁ ତୁମ୍ଭମାନେେ କାହିଁକି ରୂପା ବ୍ଯଯ କରୁଅଛ। ପୁଣି ଯାହା ତୃପ୍ତିକର ନୁହେଁ ସେଥିପାଇଁ କାହିଁକି ପରିଶ୍ରମ କରୁଅଛ। ତେଣୁ ମନୋୟୋଗ ସହକା ରେ ଆମ୍ଭକଥା ଶୁଣ ଓ ଉତ୍ତମ ଦ୍ରବ୍ଯ ଭୋଜନ କର। ପୁଣି ପୁଷ୍ଟିକର ଦ୍ରବ୍ଯ ରେ ତୁମ୍ଭମାନଙ୍କର ଆତ୍ମାକୁ ସନ୍ତୁଷ୍ଟ ହବୋକୁ ଦିଅ।

Isaiah 56:11
ସମାନେେ ପଟେୁ କୁକୁର ସଦୃଶ ତବେେ ତୃପ୍ତ ହୁଅନ୍ତି ନାହିଁ। ଆଉ ମଧ୍ଯ ସମାନେେ ବିଚାରଶୂନ୍ଯ ମଷେପାଳକ। ସମାନେେ ଚାରିଆଡ଼ୁ ଆପଣା ଆପଣା ଲାଭ ଚେଷ୍ଟା ରେ ଆପଣା ଆପଣା ବାଟ ଆଡ଼େ ଫରେିଅଛନ୍ତି।

Ezekiel 16:28
ତୁମ୍ଭେ ଅତୃପ୍ତ ହବୋରୁ ଅଶୂରୀଯମାନଙ୍କ ସହିତ ବ୍ଯଭିଚାର କରିଥିଲ। ତୁମ୍ଭେ ସମାନଙ୍କେ ସହିତ ବ୍ଯଭିଚାର କଲେ ହେଁ ସନ୍ତୁଷ୍ଟ ହାଇେ ନାହଁ।

Ezekiel 39:19
ମୁଁ ତୁମ୍ଭମାନଙ୍କ ପାଇଁ ଯେଉଁ ବଳିର ଆଯୋଜନ କଲି, ତୁମ୍ଭମାନେେ ତୃପ୍ତ ହବୋ ପର୍ୟ୍ଯନ୍ତ ଉତ୍ତମ ମାଂସ ଖାଇବ ଓ ମତ୍ତ ହବୋ ପର୍ୟ୍ଯନ୍ତ ରକ୍ତ ପିଇବ।

Haggai 1:6
ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ଯ ଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପଟେ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀଯ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଚାହିଦା ପୂରଣ ପାଇଁ ୟଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ୟଥେଷ୍ଟ ନୁହେଁ। ତୁମ୍ଭମାନେେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡେ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁନାହଁ, ଯେପରିକି ତୁମ୍ଭ ପକଟେ ରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்